Posted inVideo

ପଞ୍ଚମ କରୋନା ଚିହ୍ନଟ ପରେ ସୂର୍ଯ୍ୟନଗର ସିଲ୍ | BMC seals Surya Nagar

Featured Video Play Icon

ରାଜଧାନୀ ଭୁବନେଶ୍ୱରରେ ଏପ୍ରିଲ୍‌ ୧ ତାରିଖରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଭୁବନେଶ୍ୱରସ୍ଥିତ ଏମସ୍‌ରେ ତାଙ୍କ ନମୂନା ପଜିଟିଭ୍‌ ଆସିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି କୁହାଯାଇଥିଲା। ଏଥିସହ ତାଙ୍କ ଘର ଭୁବନେଶ୍ୱରସ୍ଥିତ ସୂର୍ଯ୍ୟନଗରରରେ ବୋଲି ସୂଚନା ଦିଆଯାଇଥିଲା। ତେବେ ପଞ୍ଚମ କରୋନା ଆକ୍ରାନ୍ତଙ୍କୁ ନେଇ ଏବେ ନାନା ଆଶଙ୍କା ଦେଖାଦେଇଛି। ଏହାପରେ ପୋଲିସ ଅଧିକାରୀଙ୍କ ପକ୍ଷରୁ ଉକ୍ତ ଅଞ୍ଚଳକୁ ସିଲ୍ କରିଦିଆଯାଇଛି ।

BMC commissioner Prem Chandra Chaudhary has revealed the identity of the fifth COVID-19 positive man from Bhubaneswar. The man doesn’t have any national or international travel history. To contain the spread of the infection, the civic authority has also notified the entire Surya Nagar area as ‘restricted’ and all residents will be quarantined for a couple of weeks.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri