ପରକୀୟାପ୍ରୀତିରୁ ସିଙ୍ଗାରମୁଣ୍ଡା ଗାଁରେ ଯୁବକଙ୍କୁ ହତ୍ୟା, ୨ ଅଟକ

ବଡ଼ଗାଁ, ୨୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ସିଙ୍ଗାରମୁଣ୍ଡା ଗ୍ରାମରେ ଶୁକ୍ରବାର ରାତି ପ୍ରାୟ ୯ଟାରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ଦଧି ସାରପଟିଆ(୩୮)। ଗୁରୁତର ଅବସ୍ଥାରେ ଦଧିଙ୍କୁ ବଡଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକତ୍ସା ପରେ ରାଉରକେଲା ଆଇଜିଏଚ୍‌କୁ ନିଆଯାଇଥିଲା। ଚିକିତ୍ସାଧିନ ଅବସ୍ଥାରେ ରାତି ପ୍ରାୟ ୧୧ଟାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାର ତଦନ୍ତକରି ପୋଲିସ ଉକ୍ତ ଗ୍ରାମର ୨ଜଣଙ୍କୁ ଥାନାରେ ଅଟକ ରଖିଛି। ପରକୀୟାପ୍ରୀତି ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋ ଚାଲାଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର: ୨ ଅପରାଧୀ ଆହତ

ସମ୍ବଲପୁର,୧୧।୩(ପ୍ରମୋଦ ବହିଦାର): ସମ୍ବଲପୁରର ସିଟି ଷ୍ଟେସନ ନିକଟରେ ପୋଲିସ ଓ ଗୋରୁ ଚୋରା ଚାଲାଣକାରୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ଗୋରୁ ଚୋରା ଚାଲାଣକରୀଙ୍କ...

‘କୋଶଳ’ ମନ୍ତବ୍ୟରେ ଜୟନାରାୟଣ ମିଶ୍ରଙ୍କୁ ସମାଲୋଚନା କଲେ ବିଜେଡି, କଂଗ୍ରେସ; ମୁଖ୍ୟମନ୍ତ୍ରୀଙ୍କୁ ମାଗିଲେ ଜବାବ

ଭୁବନେଶ୍ୱର,୯।୩: କୋଶଳ ଅଞ୍ଚଳର ଓଡ଼ିଶା ସହିତ ମିଶ୍ରଣକୁ ଏକ “ଐତିହାସିକ ଭୁଲ” ବୋଲି ବର୍ଣ୍ଣନା କରି ବରିଷ୍ଠ ଭାଜପା ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ...

ଓଡ଼ିଶାରେ ମିଶିବା ଆମର ଭୁଲ: ଜୟନାରାୟଣ

ସମ୍ବଲପୁର,୮।୩(ଭବାନୀ ଶଙ୍କର ଭୋଇ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଶନିବାର ସୁଭଦ୍ରା ଯୋଜନାରେ ମହିଳାଙ୍କୁ ଦ୍ୱିତୀୟ କିସ୍ତି ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମ ଗଙ୍ଗାଧର ମେହେର...

ଡେବ୍ରିଗଡ଼ର ୨ କି.ମି. ‘ଆଘାତ ପ୍ରତିରୋଧ ଅଞ୍ଚଳ’ ଘୋଷଣା

ସମ୍ବଲପୁର,୮ା୩(ପ୍ରମୋଦ ବହିଦାର): ଡେବ୍ରିଗଡ଼ ଅଭୟାରଣ୍ୟର ପ୍ରାୟ ୨ କିଲୋମିଟର ପରିମିତ ଅଞ୍ଚଳକୁ ‘ଆଘାତ ପ୍ରତିରୋଧ ଅଞ୍ଚଳ’ ଭାବେ ଘୋଷଣା କରାଯାଇଛି। ଡେବ୍ରିଗଡ଼ ଅଭୟାରଣ୍ୟର ୧ କିଲୋମିଟର...

ପାଟ୍ରୋଲିଂ ବେଳେ ଅଘଟଣ: ଫରେଷ୍ଟରଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ଦନ୍ତା, ଆଉ ତା’ପରେ…

ସମ୍ବଲପୁର,୬।୩(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ପଡିଆବାହାଲ ବନାଞ୍ଚଳ ଅଧୀନ ଛାମୁଣ୍ଡା କୁଶାମୁରା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ପାଟ୍ରୋଲିଂ ସମୟରେ ଏକ ଦନ୍ତାହାତୀ ଆକ୍ରମଣରେ ଫରେଷ୍ଟର...

ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶକୁ ଏନ୍‌କାଉଣ୍ଟର

ସମ୍ବଲପୁର,୪।୩( ପ୍ରମୋଦ ବହିଦାର): ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଅଇଁଠାପାଲି ଥାନା ଜମାଦାରପାଲି ବିମାନ ଅବତରଣ କେନ୍ଦ୍ରର ରାସ୍ତାର...

ରାସ୍ତାରେ ଜଳିଗଲା ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ବୋଝେଇ ଟ୍ରକ

ସମ୍ବଲପୁର୩।୩:ସମ୍ବଲପୁର-ରେଢ଼ାଖୋଲ ୫୫ ନମ୍ବର ଜାତୀୟ ରାଜପଥର ହାତିବାରୀ ଟୋଲ ପ୍ଲାଜା ନିକଟରେ ଏକ ଅଘଟଣ ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ...

ବାସିଫୁଲ ଦେଇଛି ପରିଚୟ: ସୁଗନ୍ଧିତ ଅଗରବତୀ ଏବଂ ଅବିର ତିଆରି କରି…

ସମ୍ବଲପୁର,୨ା୩(ଭବାନୀ ଶଙ୍କର ଭୋଇ): ବାସିଫୁଲ ଦେଇଛି ପରିଚୟ। ବିଭିନ୍ନ ମନ୍ଦିରରୁ ବାସିଫୁଲ ସଂଗ୍ରହ କରି ସୁଗନ୍ଧିତ ଅଗରବତୀ ଏବଂ ଅବିର ତିଆରି କରୁଥିବା ସମ୍ବଲପୁରର ପୁନମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri