ପଶ୍ଚିମବଙ୍ଗରୁ ଫେରିଥିବା ୨ ଏନ୍‌ଡିଆର୍‌ଏଫ୍‌ କର୍ମଚାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୧୪୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୨ ଏନ୍‌ଡିଆର୍‌ଏଫ୍‌ କର୍ମଚାରୀ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୫,୩୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୭୨୦ ସୁସ୍ଥ ହୋଇଛନ୍ତି। ୧୫୬୨ ଚିକିତ୍ସାଧୀନ ରହିଥିବା ବେଳେ ୧୪ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଗୋଡ଼ କାଢ଼ିଲେଣି ନବୀନ: ୪ ଜିଲାକୁ ଯାଇ…

ଭୁବନେଶ୍ୱର,୨୯।୧୨: ସୋମବାର ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୪ ଜିଲା ଗସ୍ତ କରିବେ । ସେ କ୍ଷତିଗ୍ରସ୍ତ ଚାଷ ଜମି...

କୋରାପୁଟ ଡକରିଘାଟି ବସ୍‌ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମୃତକଙ୍କ ପରିବାକୁ ମିଳିବ…

ଭୁବନେଶ୍ୱର,୨୯।୧୨: କୋରାପୁଟ ଡକରିଘାଟି ବସ୍‌ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକ ପ୍ରକାଶ କରିଛନ୍ତି। ଏହିଦୁର୍ଘଟଣାରେ ସେ ଗଭୀର ଦୁଃଖ ପ୍ରକାଶ କରି ମୃତକଙ୍କ...

ଗୁପ୍ତେଶ୍ୱର ଦର୍ଶନ ପାଇଁ ଯାଉଥିବା ବେଳେ ଘାଟିରେ ଓଲଟିଲା ଟୁରିଷ୍ଟ ବସ୍‌: ୩ ମୃତ,୨୦ ଆହତ 

କୋରାପୁଟ,୨୯।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୈପାରୀଗୁଡା ନିକଟ ସୁକୁନାଳ ନିକଟରେ ଏକ ପର୍ଯ୍ୟଟକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ରୁ...

ବଢ଼ିପାରେ ବ୍ଲକ୍‌ ସଂଖ୍ୟା: ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୨୯।୧୨ (ଅନିଲ ଦାସ): ରାଜ୍ୟରେ ନୂଆ ବ୍ଲକ ଗଠନ କରିବା ପାଇଁ ରାଜ୍ୟ ସରକାର ଯୋଜନା କରୁଛନ୍ତି। ଏଥିପାଇଁ ଆବଶ୍ୟକ ପଡ଼ିଲେ ସରକାର ଏକ କମିଶନ...

ରାଜ୍ୟରେ ଝିଅ ସଂଖ୍ୟା ହ୍ରାସ

ଓଡ଼ିଶାରେ ଗତ ୧ ଦଶନ୍ଧି ଧରି ପୁଅଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ଲଗାତର ହ୍ରାସ ପାଇବାରେ ଲାଗିଛି। ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ (ଏନ୍‌ଏଫ୍‌ଏଚ୍‌ଏସ୍‌) ସମେତ...

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri