Posted inଜାତୀୟ

ପାଣି ପାଇଁ ସ୍କୁଲ, ହୋଟେଲ ବନ୍ଦ ହେବା ମିଥ୍ୟା ଖବର: ପଲାନିସ୍ବାମୀ

ଚେନ୍ନାଇ,୨୧।୬: ତାମିଲନାଡୁରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଉତ୍କଟ ଜଳ ସମସ୍ୟା ଦେଖାଦେଇଛି। ହେଲେ ପାଣି ପାଇଁ ସ୍କୁଲ ଓ ହୋଟେଲ ବନ୍ଦ ହେବା ଖବର ମିଥା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଇଡାପଡି କେ. ପଲାନିସ୍ବାମୀ। ଶୁକ୍ରବାର ଖବରଦାତାଙ୍କୁ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ରାଜ୍ୟରେ ଜଳ ସଙ୍କଟକୁ ନେଇ ପଲାନିସ୍ବାମୀ ଶୁକ୍ରବାର ଏକ ଉଚ୍ଚ ସ୍ତରୀୟ ବୈଠକରେ ଆଲୋଚନା କରିଛନ୍ତି। ରାଜ୍ୟରେ ଜଳସ୍ତର କମି ଯାଇଥିବାରୁ ଏଭଳି ସମସ୍ୟା ଦେଖାଯାଇଛି ବୋଲି ସେ କହିଛନ୍ତି। ତଥାପି ଚେନ୍ନାଇ ମେଟ୍ରୋ ତରଫରୁ ପ୍ରତିଦିନ ୫୨୫ ମିଲିୟନ୍‌ ଲିଟର ପାଣି ଯୋଗାଇ ଦିଆଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଆଉ ୨ ଜଣ HMPV ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୭।୧: ଭାରତରେ HMPV ଭାଇରସ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ମହାରାଷ୍ଟ୍ର ନାଗପୁରରୁ ଆଉ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଚିହ୍ନଟ ୨...

ଖବରଦାତାଙ୍କ ଲିଭର୍‌ ୪ ଫାଳ କରି ମାରିଥିଲେ: ବାନ୍ଧିଲା ପୋଲିସ

ହାଇଦ୍ରାବାଦ/ରାୟପୁର, ୭।୧:ଛତିଶଗଡ଼ର ବିଜାପୁରରେ ଖବରଦାତା ମୁକେଶ ଚନ୍ଦ୍ରାକରଙ୍କ ହତ୍ୟା ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ମୁଖ୍ୟ ଅଭିଯୁକ୍ତ ସୁରେଶ ଚନ୍ଦ୍ରାକରଙ୍କୁ ସୋମବାର ବିଜାପୁର ସାଇବର...

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ହେବ ତାରିଖ ଘୋଷଣା

ନୂଆଦିଲ୍ଲୀ,୭।୧: ଆଜି (ଜାନୁଆରୀ ୭) ମଙ୍ଗଳବାର ଦିଲ୍ଲୀ ବିଧାନସଭା ନିର୍ବାଚନର ତାରିଖ ଘୋଷଣା କରାଯିବ। ସୂଚନାନୁସାରେ, ଗୋଟିଏ ପର୍ଯ୍ୟାୟରେ ଦିଲ୍ଲୀରେ ନିର୍ବାଚନ ହେବାର ସମ୍ଭାବନା ରହିଛି।...

ଭାରତରେ ହେବ ଲକ୍‌ଡାଉନ! HMPV ଆକ୍ରାନ୍ତ ଚିହ୍ନଟ ପରେ ବଢିଲା ଚିନ୍ତା

ନୂଆଦିଲ୍ଲୀ,୭।୧: କୋଭିଡ ମହାମାରୀ ପରେ ପୁଣି ଏକ ସଂକ୍ରାମକ ଭୂତାଣୁ ହ୍ୟୁମାନ ମେଟାନ୍ୟୁମୋଭାଇରସ(ଏଚଏମପିଭି)ଚିନ୍ତା ବଢାଇଛି। ଭାରତର ୪ ରାଜ୍ୟରେ ୬ ଆକ୍ରାନ୍ତ ଚିହ୍ନଟ ପରେ ଆଗକୁ...

ମିଜୋରାମରେ ଜନ୍ମହେଲା ଭାରତର ପ୍ରଥମ ‘ଜେନେରେଶନ ବେଟା’ ଶିଶୁ: ଜାଣନ୍ତୁ ଏହା କ’ଣ

ଆଇଜୋଲ, ୬।୧:ଗତ ୧ ତାରିଖ ମଧ୍ୟରାତ୍ର ୧୨.୦୩ ସମୟରେ ଭାରତର ପ୍ରଥମ ‘ଜେନେରେଶନ ବେଟା’ ଶିଶୁ ଜନ୍ମ ହୋଇଛି। ମିଜୋରାମର ରାଜଧାନୀ ଆଇଜୋଲର ଡର୍ଟଲାଙ୍ଗସ୍ଥିତ ସିନୋଡ...

ସକାଳୁ ସକାଳୁ ବଡ଼ ଧରଣର ଭୂମିକମ୍ପ: ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଲୋକେ ଭୟଭୀତ

ନୂଆଦିଲ୍ଲୀ,୭।୧୨: ମଙ୍ଗଳବାର ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଥିଲେ।...

ଯବାନଙ୍କ ବଳିଦାନ ବ୍ୟର୍ଥ ଯିବନାହିଁ: ଶାହା

ନୂଆଦିଲ୍ଲୀ,୭।୧: ଛତିଶଗଡ଼ର ବିଜାପୁର ଜିଲାରେ ସୋମବାର ଯବାନମାନଙ୍କୁ ନେଇ ଯାଉଥିବା ଏକ ଗାଡ଼ିକୁ ମାଓବାଦୀମାନେ ଶକ୍ତିଶାଳୀ ବିସ୍ଫୋରକ ଉପକରଣ (ଆଇଇଡି) ବିସ୍ଫୋରଣରେ ଉଡ଼ାଇ ଦେଇଛନ୍ତି। ବିସ୍ଫୋରଣରେ...

ଭାରତକୁ ପୂର୍ଣ୍ଣ ବେସାମରିକ ଆଣବିକ ସହଯୋଗ ଦେବ ଆମେରିକା

ନୂଆଦିଲ୍ଲୀ,୭।୧: ଭାରତକୁ ଆମେରିକା ବେସାମରିକ ଆଣବିକ କ୍ଷେତ୍ରରେ ପୂର୍ଣ୍ଣ ସହଯୋଗ ଯୋଗାଇଦେବ। ୨ ଦିନିଆ ଭାରତ ଗସ୍ତରେ ଆସିଥିବା ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଜେକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri