Posted inଜାତୀୟ

ପାର୍ଲାମେଣ୍ଟରେ ଚିଟ୍‌ଫଣ୍ଡ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୯।୧୧(ପି.ଟି.): ଚିଟ୍‌ଫଣ୍ଡ ସଂଶୋଧନ ବିଲ୍‌ ଗୁରୁବାର ପାର୍ଲାମେଣ୍ଟରେ ଗୃହୀତ ହୋଇଛି। ୨୦ ତାରିଖରେ ଏହା ଲୋକ ସଭାର ଅନୁମୋଦନ ଲାଭ କରିଥିବାବେଳେ ଗୁରୁବାର ରାଜ୍ୟ ସଭା ଏହାକୁ ମଞ୍ଜୁରୀ ଦେଇଛି। ପ୍ରସ୍ତାବିତ ବିଲ୍‌ରେ ବ୍ୟକ୍ତିବିଶେଷ କିମ୍ବା ୪ ଜଣରୁ କମ୍‌ ଲୋକଙ୍କ ଦ୍ୱାରା ପରିଚାଳିତ ଚିଟ୍‌ଫଣ୍ଡର ଅର୍ଥସୀମାକୁ ୧ ଲକ୍ଷରୁ ୩ ଲକ୍ଷକୁ ବୃଦ୍ଧି କରାଯାଇଥିବାବେଳେ ୪ କିମ୍ବା ତଦୂର୍ଦ୍ଧ୍ୱ ଅଂଶୀଦାରଙ୍କ ଫାର୍ମ ଦ୍ୱାରା ପରିଚାଳିତ ଚିଟ୍‌ଫଣ୍ଡର ଅର୍ଥରାଶି ସୀମାକୁ ୬ ଲକ୍ଷରୁ ୧୮ ଲକ୍ଷ ଟଙ୍କାକୁ ବଢ଼ାଇଦିଆଯାଇଛି। ଚିଟ୍‌ଫଣ୍ଡ ପରିଚାଳନା ପାଇଁ ଉତ୍ତରଦାୟୀ ଫୋର୍‌ମ୍ୟାନଙ୍କ ସର୍ବାଧିକ କମିଶନକୁ ୫ ପ୍ରତିଶତରୁ ୭ ପ୍ରତିଶତକୁ ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଚାଲାଣ ହେଉଛି ଭାରତୀୟଙ୍କ କେଶ, DRI ର ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧: ଚାଇନାକୁ ଚୋରା ଚାଲାଣ ହେଉଛି ଭାରତୀୟଙ୍କ କେଶ। ଏନେଇ ଖୁଲାସା କରିଛି ଭାରତ ସରକାରଙ୍କ ଡାଇରକ୍ଟେ ରେଭେନ୍ୟୁ ଇଣ୍ଟେଲିଜେନ୍ସ (DRI)। ତିରୁପତି ବାଲାଜୀ ସମେତ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମକର ସଂକ୍ରାନ୍ତି ପାଇଁ ସ୍କୁଲ-କଲେଜ ଛୁଟି

ହାଇଦ୍ରାବାଦ,୮।୧: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ମକର ସଂକ୍ରାନ୍ତି ପାଇଁ ସ୍କୁଲ କଲେଜ ଛୁଟି। କଲେଜ ଓ ସ୍କୁଲ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଛୁଟି...

ଆତଙ୍କ ଖେଳାଇଲା HMPV, ଜାଣନ୍ତୁ କେଉଁ କେଉଁ ରାଜ୍ୟରେ ବ୍ୟାପିଲା

ନୂଆଦିଲ୍ଲୀ,୮।୧: ଚାଇନା ପରେ ହ୍ୟୁମାନ ମେଟାନ୍ୟୁମୋଭାଇରସ (HMPV) ବର୍ତ୍ତମାନ ଭାରତରେ ପଶିଛି। ଯାହାକୁ ନେଇ ସାରା ଦେଶରେ ଏବେ ଆତଙ୍କ ଖେଳିଯାଇଛି। କର୍ନାଟକ, ତାମିଲନାଡୁ ପରେ...

ଗଡକରୀଙ୍କ ବଡ଼ ଘୋଷଣା, ସଡକ ଦୁର୍ଘଟଣାରେ ଆହତଙ୍କୁ ମିଳିବ ୧.୫ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୮।୧: ଦେଶର ସମସ୍ତ ନାଗରିକ ବହୁତ ଶୀଘ୍ର ମାଗଣା ସ୍ବାସ୍ଥ୍ୟ ବୀମା ଭେଟି ପାଇବାକୁ ଯାଉଛନ୍ତି। କେନ୍ଦ୍ର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ...

ବାଂଲାଦେଶର ସବୁ ଚାଲ୍‌ ଫେଲ୍‌, ହାସିନାଙ୍କୁ ନେଇ ବଡ଼ ନିଷ୍ପତ୍ତି ନେଲା ଭାରତ

ଢାକା,୮।୧: ଭାରତ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଭିସା ବୃଦ୍ଧି କରିଛି। ସେ ଅଗଷ୍ଟ ୨୦୨୩ରୁ ଭାରତରେ ରହୁଛନ୍ତି। ଏହି ନିଷ୍ପତ୍ତି ଏପରି ସମୟରେ...

ଭି ନାରାୟଣନ ଇସ୍ରୋର ନୂଆ ଅଧ୍ୟକ୍ଷ: ସୋମନାଥଙ୍କ ସ୍ଥାନ ନେବେ

ନୂଆଦିଳ୍ଲୀ,୮।୧: କେନ୍ଦ୍ର ସରକାର ଭି ନାରାୟଣନଙ୍କୁ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ନୂତନ ଚେୟାରମ୍ୟାନ ତଥା ମହାକାଶ ବିଭାଗର ସଚିବ ଭାବରେ ନିଯୁକ୍ତ କରିଛନ୍ତି।...

କୋଇଲା ଖଣିରେ ବନ୍ୟାପାଣି: ୩ ମୃତ

ଗୁଆହାଟୀ,୮।୧: ଆସାମର ଦିମା ହସାଓ ଜିଲା ଉମ୍ରାଙ୍ଗସା ଅଞ୍ଚଳରେ ଥିବା କୋଇଲା ଖଣିରେ ସୋମବାର ଅଚାନକ ବନ୍ୟାପାଣି ପଶିଯିବାରୁ ଏହା ଭିତରେ ଥିତ୍ବା ଶ୍ରମିକମାନେ ବାହାରି...

ଆଶାରାମଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ, ୮।୧: ବିବାଦୀୟ ଆଧ୍ୟାତ୍ମିକ ଗୁରୁ ଆଶାରାମ ବାପୁ(୮୬)ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଆଶାରାମଙ୍କ ବୟସ ଓ ତାଙ୍କ ସ୍ବାସ୍ଥ୍ୟଜନିତ ସମସ୍ୟାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri