ପୁଣି ଧମକ ଦେଉଛନ୍ତି ଆକ୍ରମଣକାରୀ: ଏସ୍‌ପିଙ୍କୁ ସୁରକ୍ଷା ଲୋଡ଼ିଲେ ପରିବାର

କେନ୍ଦୁଝର,୨୨ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ଡିସେମ୍ବର ୧୧ ତାରିଖରେ ସଂଘବଦ୍ଧ ଆକ୍ରମଣ ଘଟଣାରେ ପୋଲିସ ଆକ୍ରମଣକାରୀଙ୍କୁ ଗିରଫ କରିବାରେ ବିଫଳ ହୋଇଛି। ଫଳରେ ଆକ୍ରମଣକାରୀ ବଜାରରେ ବୁଲୁଥିବା ବେଳେ ପୁଣି ଧମକ ଦେଉଛନ୍ତି। ଏଥିରେ ଭୟଭୀତ ହୋଇଥିବା ଆହତ ବ୍ୟକ୍ତି ଓ ପରିବାର ଏସ୍‌ପିଙ୍କ ଭେଟି ସୁରକ୍ଷା ଲୋଡ଼ିଛନ୍ତି।
ପ୍ରକାଶ ଯେ, ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁର ଛକ ନିକଟରେ ଡିସେମ୍ବର ୧୧ ତାରିଖ ସକାଳ ସମୟରେ କାର ଛିଡ଼ା କରି ସଞ୍ଜୟ କୁମାର ଗିରି ଏକ ଦୋକାନରୁ ଚା ପିଉଥିଲେ। ସେ ସମୟରେ ପୂର୍ବ ଶତ୍ରୁତାରୁ ୬ ଜଣ ଆସି ଅତର୍କିତ ଭାବେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକାରୀ ଗୁଳିରେ ଛେଳି ଚରାଳି ଗୁରୁତର

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାମଗିରି ଥାନା ଅନ୍ତର୍ଗତ ସାନକରଞ୍ଜ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଶିକାରୀ ଗୁଳିରେ ଜଣେ ଛେଳି ଚରାଳି ଗୁରୁତର ହୋଇଛନ୍ତି।...

୨ ଯାଆଙ୍କ ମଧ୍ୟରେ ଝଗଡ଼ା: ପାଣିରେ ପଡ଼ି ଜଣଙ୍କର ଚାଲିଗଲା ଜୀବନ

ଏମ୍‌ଭି,୭୯, ୨୭ା୯(ଭିକି ବାରିକ): ଦୁଇ ଯାଆଙ୍କ ମଧ୍ୟରେ ଝଗଡ଼ା ହୋଇ ଠେଲାପେଲା ହେବାରୁ ଦୁହେଁ ଜମିଥିବା ପାଣିରେ ପଡ଼ିଯାଇଥିଲେ। ପାଣିରେ ବୁଡ଼ି ଜଣଙ୍କର ମୃତ୍ୟୁ ହୋଇଥିବା...

ହାତୁଡ଼ିରେ ପିଟି ବାପାଙ୍କୁ ହତ୍ୟା କଲେ ପୁଅ

ଫୁଲବାଣୀ/ଫିରିଙ୍ଗିଆ,୨୭ା୩(ରାକେଶ କୁମାର ରାଉତ/ବିମଳ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପବିଙ୍ଗିଆ ପଞ୍ଚାୟତ ଲାମପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟଛି। ବାପା ଡକେଣା ଦିଗାଲଙ୍କୁ...

ପୁଅ ମୃତ୍ୟୁ ପଛରେ ବାପାଙ୍କ ହାତ: ସାଂଘାତିକ ଅଭିଯୋଗ ଆଣିଲେ ମା’

ଫୁଲବାଣୀ,୨୭।୩(ରାକେଶ କୁମାର ରାଉତ): ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ସାହିରେ ଜଣେ ନାବାଳକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ ହୋଇଛି। ସେ ହେଲେ ଅଭିଜିତ୍‌...

ବିଜେଡିକୁ ଶକ୍ତ ଧକ୍କା: ଅନାସ୍ଥାରେ ପଦ ହରାଇଲେ ସରପଞ୍ଚ

ଥୁଆମୂଳ ରାମପୁର,୨୭।୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବିଜେଡିକୁ ଗୋଟେ ପରେ ଗୋଟେ ଶକ୍ତ ଧକ୍କା ଲାଗିଛି। ବିଗତ ଦିନରେ ଥୁଆମୂଳ ରାମପୁର...

ବିକୁଥିଲେ ନକଲି ସିମ୍‌: ଧରିଲା ପୋଲିସ

ପାଟଣା,୨୭ା୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାଇବର ପୋଲିସ ଶତାଧିକ ନକଲି ସିମ୍‌ ବିକ୍ରି ଅଭିଯୋଗରେ ଗୁରୁବାର ଜଣେ ଏଜେଣ୍ଟଙ୍କ ସମେତ ୨ ଜଣଙ୍କୁ ଗିରଫ...

ବାଇକ୍‌ ଆଗକୁ ଚାଲିଆସିଲା ବାର୍‌ହା: ବାପ ମୃତ, ପୁଅ ଆହତ

ଛତ୍ରପୁର,୨୭।୩(ଦିଲୀପ ସାମଲ/ସନ୍ତୋଷ ପାଢ଼ୀ): ବାଇକ୍‌ ଯୋଗେ ନିଜ ଗାଁରୁ ସହରକୁ ଆସୁଥିଲେ ବାପା ଓ ପୁଅ । ହଠାତ୍‌ ବାଇକ୍‌ ଆଗରେ ପଶିଗଲା ଏକ ବାର୍‌ହା...

ବିଦ୍ୟାଳୟର ସାମଗ୍ରୀକ ବିକାଶ ଜରୁରୀ: ପ୍ରଗତି ତାଲିମ ଶିବିର ଉଦଯାପିତ

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image