ପୁରୀ ଅଫିସ, ୫।୬: ପୁରୀ ଜିଲାରୁ ଶୁକ୍ରବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୧ଜଣ ସୁସ୍ଥ ହୋଇଥିବା ବେଳେ ୧୮ଜଣ ଚିକିତ୍ସିତ ହେଉଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ।
Posted inଆମ ଜିଲା ଖବର, କରୋନା ଭାଇରସ୍, ପୁରୀ, ରାଜ୍ୟ