ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ ବାଲେଶ୍ୱର ଗସ୍ତ: ‘ମୋ ସରକାରକୁ’ କ୍ରିୟାଶୀଳ ଲାଗି ସମୀକ୍ଷା

ବାଲେଶ୍ୱର ଅଫିସ,୪।୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ମଙ୍ଗଳବାର ବାଲେଶ୍ୱର ଗସ୍ତ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲାରେ ଅପରାଧ ହ୍ରାସକରିବା ବିଶେଷ କରି ‘ମୋ ସରକାରକୁ’ ଅଧିକ କ୍ରିୟାଶୀଳ କରିବା ସହ ଜନସାଧାରଣଙ୍କୁ ସେବା ଯୋଗାଇଦେବା ଉପରେ ଅଭୟ ସମୀକ୍ଷା କରିଛନ୍ତି। ସେ ଜିଲାରେ ଅପରାଧକୁ ରୋକିବା ଲାଗି ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ବିଶେଷ କରି ଯୋଜନାବଦ୍ଧ ଭାବରେ ଅପରାଧ ଘଟାଉଥିବା ବ୍ୟକ୍ତିଙ୍କ ଉପରେ ନଜର ରଖିବା ସହ ଅପରାଧ ପ୍ରବଣ ଅଞ୍ଚଳରେ ପାଟ୍ରୋଲିଂ, ମହିଳା ଓ ଶିଶୁ ନିର୍ଯାତନା ରୋକିବା ନିମନ୍ତେ ବିଭାଗର ଦାୟିତ୍ୱ ଉପରେ ଆଲୋଚନା କରିଛନ୍ତି। ଏହି ସମୀକ୍ଷା ବୈଠକରେ ପୂର୍ବାଞ୍ଚଳ ଆଇଜି ଦୀପେଶ ପଟ୍ଟନାୟକ, ଅର୍ଥନୈତିକ ଅପରାଧ ଶାଖା ଆଇଜି ଘନଶ୍ୟାମ ଉପାଧ୍ୟାୟ, ବାଲେଶ୍ୱର ଏସ୍‌ପି ବି. ଯୁଗଳ କିଶୋର, ମୟୂରରଭଞ୍ଜ ଏସ୍‌ପି ଟି. ସ୍ମିଥ ପରମାର ଓ ଭଦ୍ରକ ଏସ୍‌ପି ରାଜେଶ ପଣ୍ଡିତ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଭାସୁଥିଲା ଅଜଣା ଶିଶୁକନ୍ୟାର ମୃତଦେହ, କାରଣ ଖୋଜୁଛି ପୋଲିସ

ପାଟଣା,୨୬ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କଣ୍ଟିଆପଡ଼ା କଲରାଟାଙ୍ଗର ସାହି ପୋଖରୀରୁ ଗୁରୁବାର ୨ରୁ ୩ ଦିନର ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଛି। ଶିଶୁ...

ଘରୁ ଫେରାର ହୋଇଯାଇଥିଲେ ବିବାହିତ ପ୍ରେମୀଯୁଗଳ, ଗଛରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଉଭୟଙ୍କ ମୃତଦେହ

ଦିଗପହଣ୍ଡି,୨୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ଥାନା ଅଲାରିଗଡ଼ ନିସ୍ତିିପୁର ଗ୍ରାମ ନିକଟ ଜଙ୍ଗଲରୁ ଗୁରୁବାର ସକାଳେ ପୋଲିସ ବିବାହିତ ପ୍ରେମୀଯୁଗଳଙ୍କ ମୃତଦେହ...

ପ୍ରେମ କରି ଘରୁ ପଳାଇ ଥିଲେ,  ବିବାହ ପରେ ଏବେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରଥାନା ଏସ୍‌ ଗୋପାଳପୁର ଗ୍ରାମରେ ଜଣେ ନବବଧୂଙ୍କ ସନ୍ଦେହଜନକ ମତ୍ୟୁ ଘଟିଛି। ମୃତକ ଜଣକ ହେଲେ...

ଅଦିନିଆ ବର୍ଷା ଉଜାଡ଼ିଲା ଧାନ ଫସଲ: ସହିପାରିଲେନି ଚାଷୀ, ଆପଣାଇଲେ ଚରମ ପଦକ୍ଷେପ…

ଛତ୍ରପୁର,୨୬ା୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।...

ବିଜେଡି ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ: ବିଜୁବାବୁଙ୍କୁ ପୁଷ୍ପମାଲ୍ୟ ଅର୍ପଣ କଲେ ନେତା-କର୍ମୀ

ଗଞ୍ଜାମ,୨୬।୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ବିଜେଡି ପକ୍ଷରୁ ୨୮ତମ ପ୍ରତିଷ୍ଠା ଉତ୍ସବ ଗୁରୁବାର ପାଳିତ ହୋଇଛି। ଏହି ଅବସରରେ ସାମନ୍ତରା ସାହି ଷ୍ଟେଶନ ରୋଡ଼ସ୍ଥିତ ବିଜୁ...

କୋହଲା ପାଗକୁ ବଢ଼ିଲାଣି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛିଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗିରହିଥିଲା। ତେବେ ଏହି ବର୍ଷା ବୁଧବାର ରାତିରୁ ବନ୍ଦ...

ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ: ୮ ସ୍ଥାନରେ ଏକକାଳୀନ ଚଢାଉ

କୋରାପୁର,୨୬।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୋରିଗୁମ୍ମା ତହସିଲ ଏଆର୍‌ଆଇ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ...

୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ନୟାଗଡ଼,୨୬ା୧୨(ଲୋକନାଥ ମିଶ୍ର): ନୟାଗଡ଼ଠାରେ ଗୁରୁବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନାରୁ ପ୍ରକାଶ ଯେ, ବିଶାଖାପାଟଣାରୁ ସିମେଣ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri