![](https://www.dharitri.com/wp-content/uploads/2019/05/PRAFULL-KU-MALLIK-1.jpg)
କାମାକ୍ଷାନଗର, ୨୩ା୫(ଡି.ଏନ୍.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୬ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୩୭,୮୭୦ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ ରହିଛନ୍ତି। ଭାଜପାର ଶତ୍ରୁଘ୍ନ ଜେନା ୨୯,୩୩୬ ଭୋଟ ସହ ଦ୍ୱିତୀୟ ଏବଂ କଂଗ୍ରେସ ପ୍ରାର୍ଥୀ ଭବାନୀ ଶଙ୍କର ମହାପାତ୍ର ୩୪୮୫ ଖଣ୍ଡ ଭୋଟ ସହ ତୃତୀୟ ସ୍ଥାନରେ ଅଛନ୍ତି। ପ୍ରଫୁଲ୍ଲ ଭାଜପା ପ୍ରାର୍ଥୀଙ୍କ ଠାରୁ ୮,୫୩୪ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।