ଫେରାର ଅଭିଯୁକ୍ତ ଗିରଫ

ଦାରିଙ୍ଗବାଡ଼ି,୧୪।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଗତ ୨୦୦୩ ମସିହାରୁ ଏକ ଚୋରି ମାମଲାରେ ଫେରାର ଥିବା ଅଭିଯୁକ୍ତଙ୍କୁ ଦାରିଙ୍ଗବାଡ଼ି ପୋଲିସ ଶୁକ୍ରବାର ଗିରଫ କରିଛି । ଗିରଫ ବ୍ୟକ୍ତି ହେଲେ ସୋନପୁର ପଞ୍ଚାୟତ ଗାହାକିଆର ମଶା ପ୍ରଧାନ। ସେହିଭଳି ସେହି ଗ୍ରାମର ଖଗେଶ୍ବର ପ୍ରଧାନ ମଧ୍ୟ ଏକ ଚୋରି ମାମଲାରେ ଗତ ୨୦୧୭ରୁ ଫେରାର ଥିଲେ ତାଙ୍କୁ ମଧ୍ୟ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଆଇଆଇସି କୌଶିକ ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକଙ୍କ ଦେହାନ୍ତ, ମୃତ୍ୟୁ ପରେ ଅଙ୍ଗଦାନ

ବୁଗୁଡା,୨୮।୭(କାଳିଚରଣଦାଶ): ବୁଗୁଡ଼ା ବ୍ଲକ ବି.କରଡ଼ାବାଡ଼ି ଗ୍ରାମସ୍ଥିତ ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠର ଅବସରପ୍ରାପ୍ତ କ୍ରୀଡ଼ା ଶିକ୍ଷକ ପ୍ରଫୁଲ୍ଲ କୁମାର ମହାପାତ୍ର(୭୨)ଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।...

ଦୁର୍ନୀତି କରି ଯନ୍ତ୍ରୀ ଠିକାଦାର ମାଲାମାଲ, ୧୫ ଦିନରେ ଧୋଇଗଲା ୧୦ ଲକ୍ଷ ଟଙ୍କାର ପୋଲ

ଥୁଆମୂଳ ରାମପୁର,୨୮।୭(ଦୁର୍ଗା କୀର୍ତ୍ତି): ସରକାର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀମାନଙ୍କ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ କାମ...

ଗୋଳାବାରୁଦ କାରଖାନାକୁ ବିରୋଧ, ୧୫୦ ଜଣଙ୍କ ପାଇଁ ବିପଦରେ ପଡ଼ିବେ ଦେଢ଼ ଲକ୍ଷ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ): ମହାରାଷ୍ଟ୍ରର ଏକ ଘରୋଇ ବିସ୍ଫୋରକ ଉତ୍ପାଦନ କମ୍ପାନୀ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଘାଟିପଲ୍ଲୀ ଓ ଲଣ୍ଡେଇହିଲଠାରେ ଗୋଳାବାରୁଦ କାରଖାନା ନିର୍ମାଣ ଯୋଜନା...

ୟୁନିଫାଏଡ ଅଟୋମେଶନ ସିଷ୍ଟମକୁ ଶିକ୍ଷକଙ୍କ ତୀବ୍ର ବିରୋଧ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଇଓଙ୍କୁ ଦାବିପତ୍ର

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ): ରାଜ୍ୟ ସରକାରଙ୍କ ଗଣ ଶିକ୍ଷା ବିଭାଗ ପକ୍ଷରୁ ଗତ ସପ୍ତାହର ଗୁରୁବାର ଠାରୁ ୟୁନିଫାଏଡ ଅଟୋମେଶନ ସିଷ୍ଟମ ଲାଗୁ ହୋଇଛି। ଏହି ସିଷ୍ଟମ...

ବିବାହ ପ୍ରତିଶ୍ରୁତି ଦେଇ ରଖିଥିଲେ ସମ୍ପର୍କ, ଗର୍ଭବତୀ ଜାଣିବା ପରେ…

ଖଡ଼ିଆଳ,୨୮।୭(ସୁଜିତ କୁମାର ପ୍ରଧାନ): ନୂଆପଡା ଜିଲା ଖଡ଼ିଆଳ ବ୍ଲକ ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା କରାଯାଇଥିବା ନେଇ ଗତ ଜୁନ ୧୭ ତାରିଖ ଦିନ...

ବିଶ୍ବ ମାନବ ଚାଲାଣ ବିରୋଧୀ ଦିବସକୁ ନେଇ ସଚେତନତା

ରାଇକିଆ,୨୮।୭(ପ୍ରଦୀପ ବେହେରା): ଆସନ୍ତା ଜୁଲାଇ ୩୦ ତାରିଖ ହେଉଛି ବିଶ୍ବ ମାନବ ଚାଲାଣ ବିରୋଧୀ ଦିବସ ମାନବ ଚାଲାଣର ଶିକାର ହୋଇଥିବା ଲୋକଙ୍କ ପରିସ୍ଥିତି ବିଷୟରେ...

ସାକ୍ଷୀଗୋପାଳ ନିକଟରେ ଦ୍ରୁତଗତିରେ ଆସୁଥିଲା ଟ୍ରେନ, ପାର୍‌ ହେବା ବେଳେ ଟ୍ରାକ୍‌ରେ ଅଟକିଗଲା ଟ୍ରାକ୍ଟର,ତା’ପରେ…

ସାକ୍ଷୀଗୋପାଳ,୨୮।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସୋମବାର ଅପରାହ୍ନରେ ସାକ୍ଷୀଗୋପାଳ ରେଳଷ୍ଟେସନ ଠାରୁ କିଛି ଦୂରରେ ଏକବଡ଼ ଧରଣର ରେଳ ଦୁର୍ଘଟଣାରୁ ପୁରୀ -ପାଟନା ଏକ୍ସପ୍ରେସ ଅଳ୍ପକେ...

ଜମିଜମା ବିବାଦକୁ ନେଇ ଖଣ୍ଡାରେ ମରଣାତ୍ମକ ଆକ୍ରମଣ ଘଟଣା: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୋଟିଏ ପରିବାର ଉପରେ ସମ୍ପର୍କିୟ ଦାଦାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image