Posted inଜାତୀୟ

ବଜେଟ୍‌ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ: ବିରୋଧୀଙ୍କ ସହଯୋଗ ଲୋଡିଲେ ସରକାର

ନୂଆଦିଲ୍ଲୀ,୧୬।୬: ସୋମବାରଠାରୁ ସଂସଦର ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଧିବେଶନରେ ତିନି ତଲାକ୍‌ ବିଲ୍‌ ସମେତ ଅନ୍ୟ କେତେକ ବିଲ୍‌ ପାସ୍‌ ପାଇଁ ସରକାର ବିରୋଧୀ ଦଳଙ୍କ ସହଯୋଗ ଲୋଡିଛନ୍ତି। ଲୋକ ସଭାରେ ଏନ୍‌ଡିଏ ପାଖରେ ୫୪୫ରୁ ୩୫୩ ସଦସ୍ୟ ରହିଛନ୍ତି। ତେବେ ରାଜ୍ୟ ସଭାରେ ୨୪୫ ସଦସ୍ୟଙ୍କ ମଧ୍ୟରୁ ଏନ୍‌ଡିଏ ପାଖରେ ୧୦୨ ସଦସ୍ୟ ରହିଛନ୍ତି। ଲୋକ ସଭାରେ ଯେ କୌଣସି ବିଲ୍‌ ପାସ୍‌ କ୍ଷେତ୍ରରେ ଏନ୍‌ଡିଏ ସରକାର ଅସୁବିଧାର ସମ୍ମୁଖୀନ ହେବେ ନାହିଁ ତେବେ ରାଜ୍ୟ ସଭାରେ ସରକାରଙ୍କ କାର୍ଯ୍ୟରେ ବାଧା ସୃଷ୍ଟି ହେବାର ସମ୍ଭାବନା ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Naveen Patnaik: ଭାଷଣ ଆରମ୍ଭରୁ କହିଦେଲେ ନବୀନ! ରାଜନୀତି ହଲଚଲ

ଭୁବନେଶ୍ୱର,୧୯।୪: ନବମଥର ବିଜେଡି ମଙ୍ଗ ଧରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। Naveen Patnaikଙ୍କ ବ୍ୟତୀତ ଦଳର...

ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍‌, ରୁଟ୍‌ରେ ଅଟକିଲା ଏକ୍ସପ୍ରେସ୍‌

ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍‌ ଇଞ୍ଜିନର ପେଣ୍ଟୋଗ୍ରାଫ୍‌ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ...

ଡିଭାଇଡରରେ ପିଟି ହୋଇ ଓଲଟିଲା କାର୍‌, ଜଣେ ଗୁରୁତର

ଆନନ୍ଦପୁର,୧୯ା୪(ସୁଶାନ୍ତ କୁମାର ସାହୁ): ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି କାର୍‌। ୨୦ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର...

ବାଇକ୍‌ ଧକ୍କାରେ ବୃଦ୍ଧଙ୍କ ଜୀବନ ଗଲା, ମୃତଦେହକୁ ରାସ୍ତାରେ ଫିଙ୍ଗି ଫେରାର ହୋଇଗଲେ ଚାଳକ

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର-ଜଗନ୍ନାଥପୁର ଗାଁ ନିକଟରେ ଶନିବାର ବାଇକ୍‌ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ...

IPL 2025: ଇତିହାସ ରଚିଲେ ରଜତ ପଟିଦାର: ସଚିନଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ, ୧୯।୪:ଚଳିତ ସିଜନରେ ଘରୋଇ ପିଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି)ର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ଆଇପିଏଲ୍‌ର ଜନ୍ମ ଦିନରେ  ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ...

୨ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ କଲେ ଲାଗିବ ଟ୍ୟାକ୍ସ? ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୧୯।୪: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ କିଛି ପୋଷ୍ଟ ଭାଇରାଲ ହେଉଛି ଯେଉଁଥିରେ ଦାବି କରାଯାଉଛି ଯେ ଏବେ UPI ମାଧ୍ୟମରେ 2000...

IPL 2025 ମଧ୍ୟରେ ବିସିସିଆଇର ବଡ଼ ଆକ୍ସନ: ଏହି ଫ୍ରାଞ୍ଚାଇଜର ମାଲିକଙ୍କୁ କରାଗଲା ବ୍ୟାନ୍‌

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ (IPL 2025)ର ୧୮ତମ ସଂସ୍କରଣ ବର୍ତ୍ତମାନ ଭାରତରେ ଖେଳାଯାଉଛି। ଏହା ବିଶ୍ୱର ସବୁଠାରୁ ବଡ଼ T20 କ୍ରିକେଟ ଲିଗ। ଏହା...

ଭାରତ ଉପରେ ରାଗିକି ନିଆଁବାଣ ପାକିସ୍ତାନ: କଶ୍ମୀରକୁ ନେଇ କହିଲା ଏମିତି

ଇସଲାମାବାଦ୍‌,୧୯।୪: ପାକିସ୍ତାନ ପିଓକେ (ପାକ ଅଧିକୃତ କଶ୍ମୀର) ଖାଲି କରିବା ଉଚିତ ବୋଲି ଭାରତର ବୟାନ ଉପରେ ପାକିସ୍ତାନ ଅସନ୍ତୋଷ ପ୍ରକାଶ କରିଛି। ପାକିସ୍ତାନର ବୈଦେଶିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image