ପାରଳାଖେମୁଣ୍ଡି, ୧।୫(ସ୍ବ.ପ୍ର.): ବାତ୍ୟା ଫନୀକୁ ନଜରରେ ରଖି ପାରଳାଖେମୁଣ୍ଡି ସହରର ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟରେ ଥିବା ଇଭିଏମ୍ଗୁଡିକୁ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରସ୍ଥ ନୂତନ କୋଠାକୁ ସ୍ଥାନାନ୍ତର କରାଯାଇଛି। ଏହି ସମୟରେ ଜିଲାପାଳ ଅନୁପମ ଶାହଙ୍କ ସମେତଙ୍କ ବିଭନ୍ନ ଦଳର ପ୍ରାର୍ଥୀମାନେ ଉପସ୍ଥିତ ଥିଲେ।