ବଦଳୁଥିବା ସିଜନ୍‌ରେ ନିଜକୁ ସୁସ୍ଥ, ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖାଆନ୍ତୁ ଏହି ସବୁ ଜିନିଷ

ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍‌ରେ ନିଜକୁ ସୁସ୍ଥ ଓ ସଂକ୍ରମଣରୁ ମୁକ୍ତ ରଖିବା ପାଇଁ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବାକୁ ପଡ଼ିଥାଏ। ଯାହା ଆପଣଙ୍କୁ ସଂକ୍ରମଣଠାରୁ ଦୂରେଇ ରଖିପାରିବ। ଜାଣନ୍ତୁ ସେ ସମ୍ପର୍କରେ …

ହେଙ୍ଗୁ: ବର୍ଷାଦିନେ ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ସେଥିରେ ହେଙ୍ଗୁ, ଧନିଆ ଓ ଜିରା ଅଧିକ ପରିମାଣରେ ପକାଇବା ଉଚିତ। କାରଣ ଏହା ପାଚନଶକ୍ତିକୁ ସୁଦୃଢ଼ ରଖିବା ସହ ସଂକ୍ରମଣରୁ ରକ୍ଷା କରିଥାଏ।

ତେଜପତ୍ର:  ବର୍ଷାଦିନେ ପାଣିରେ ତେଜପତ୍ର ଫୁଟାଇ ପିଇବା ଫଳରେ କାଶ ଓ ଥଣ୍ଡାରୁ ମୁକ୍ତି ମିଳିଥାଏ।

ଡାଲଚିନି:  ବର୍ଷାଦିନେ ଥଣ୍ଡା କାଶ ଓ ଥଣ୍ଡା ହେଉଥିଲେ ମହୁରେ ଅଳ୍ପ ଡାଲଚିନି ଗୁଣ୍ଡ ମିଶାଇ ପିଇଲେ ଏହା ଦୂର ହୋଇଥାଏ।

ଜୁଆଣି: ବର୍ଷାଦିନେ ଉପୁଜୁଥିବା ପେଟ ଦରଜ, ଯନ୍ତ୍ରଣା ପାଇଁ ଜୁଆଣି ଲାଭଦାୟକ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ସୌନ୍ଦର୍ଯ୍ୟ ନୁହେଁ, ଘରର ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍‌ ପ୍ଲାଣ୍ଟ, ଜାଣନ୍ତୁ…

ଇଣ୍ଡୋର୍‌ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି...

ଅସୁବିଧାରେ ପଡ଼ି ଋଣ କରିଛନ୍ତି କି? ଜାଣନ୍ତୁ ଶୀଘ୍ର ମୁକ୍ତ ହେବେ କିପରି…

ବେଳେବେଳେ ଅସୁବିଧାରେ ପଡିଲେ, ମଣିଷ ଋଣ କରିବାକୁ ବାଧ୍ୟ ହୋଇଥାଏ। କିନ୍ତୁ ଏହାକୁ ଠିକ୍‌ ସମୟରେ ସୁଝିଦେଲେ ମନକୁ ଶାନ୍ତି ମିଳିଥାଏ ନଚେତ୍‌ ଏହା ବୋଝ...

ବାସି ମୁହଁରେ ପାଣି ପିଇଲେ ମିଳିଥାଏ ଏହି ୪ ବଡ଼ ଲାଭ, ପ୍ରଭାବ ଜାଣିଲେ…

ସକାଳର ଏମିତି କିଛି ଅଭ୍ୟାସ, ଅନେକ ଦିଗରେ ସ୍ବାସ୍ଥ୍ୟକୁ ପ୍ରଭାବିତ କରେ। ଯଦି ଖାଦ୍ୟ ଠିକ୍‌ ଥାଏ, ତେବେ ସ୍ବାସ୍ଥ୍ୟ ଭଲ ରହିଥାଏ; କିନ୍ତୁ ଯଦି ...

ଡାଏଟ୍‌ରେ ସାମିଲ୍‌ କରନ୍ତୁ ଏହି ୫ ଚଟଣି, ସ୍ବାଦ ସହିତ ସ୍ବାସ୍ଥ୍ୟ ପାଇଁ ଉପକାରୀ

ଆମ ଭାରତୀୟ ଖାଦ୍ୟରେ ଚଟଣି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରେ। ଏହା କେବଳ ଖାଦ୍ୟର ସ୍ବାଦ ବୃଦ୍ଧି କରେ ତାହା ନୁହେଁ ବରଂ ସ୍ବାସ୍ଥ୍ୟ...

ପିଲାଙ୍କର ପଢ଼ାରେ ଜମା ମନ ଲାଗୁନାହିଁ କି? ଆପଣାନ୍ତୁ ଏଭଳି କିଛି ଉପାୟ …

କିଛି ପିଲାଙ୍କର ପାଠରେ ବେଶ୍‌ ଆଗ୍ରହ ଥାଏ ତ ଆଉ କିଛି ପିଲାଙ୍କର ପଢ଼ାରେ ଜମା ମନ ଲାଗେନି। ପାଠ ନାଁ ଶୁଣିଲେ ସେମାନେ ମୁହଁ...

ବଜାରରୁ ଆଣିଥିବା ପନିର ଅସଲି କି ନକଲି କିଭଳି ଜାଣିବେ? ଆପଣାନ୍ତୁ ଏଭଳି ସହଜ ଉପାୟ…

ଆଜିକାଲି ସମୟରେ ବଜାରରେ ଚାଉଳଠାରୁ ଆରମ୍ଭ କରି ଅନେକ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ନକଲି ମିଳୁଛି। ଫଳରେ ଲୋକେ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେଭଳି...

ଖାଇବା ପରେ ୧୦ମିନିଟ୍‌ ପର୍ଯ୍ୟନ୍ତ ଚୋବାନ୍ତୁ ପାନପତ୍ର, ଅନେକ ସମସ୍ୟାରୁ ମିଳିବ ମୁକ୍ତି

ଅଧିକାଂଶ ଭାରତୀୟ ଖାଦ୍ୟ ପରେ କିଛି ମିଠା ଖାଇବାକୁ ପସନ୍ଦ କରନ୍ତି। ତଥାପି ମିଠା ସ୍ବାସ୍ଥ୍ୟ ପାଇଁ ଭଲ ନୁହେଁ। ଏପରି ପରିସ୍ଥିତିରେ, ସୁସ୍ଥ ଉପାୟରେ...

ମୋଟାପଣ ଦୂର କରିବା ପାଇଁ ଗ୍ରୀନ୍‌ ଟି, ଜାଣନ୍ତୁ ଦିନକୁ କେତେଥର ପିଇବା ଉଚିତ

ଗ୍ରୀନ୍‌-ଟି ସ୍ବାସ୍ଥ୍ୟ ପାଇଁ ବହୁତ ଲାଭଦାୟକ ବୋଲି ବିବେଚନା କରାଯାଏ। ଏହାକୁ ନିୟମିତ ଭାବରେ ସେବନ କରିବା ଦ୍ୱାରା ଆପଣଙ୍କ ସ୍ବାସ୍ଥ୍ୟରେ ଉନ୍ନତି, ଆପଣଙ୍କ ଚର୍ମକୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image