ବରଗଡ଼ ଅଫିସ,୯ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନି। ଶୁକ୍ରବାର ଜିଲାରେ ପୁଣି ୮୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ସର୍ବାଧିକ ୧୪ଜଣ ରହିଥିବା ବେଳେ ଭେଡେନ ବ୍ଲକର ୧୨, ବରଗଡ଼ ପୌରାଞ୍ଚଳରେ ୩, ଅତାବିରା ବ୍ଲକର ୧୧, ଅତାବିରା ଏନ୍ଏସିର ୧, ବରପାଲି ବ୍ଲକର ୫, ପଦ୍ମପୁର ବ୍ଲକର ୯, ପଦ୍ମପୁର ଏନ୍ଏସି, ଭଟଲି ବ୍ଲକର ୪ ଜଣ, ପାଇକମାଲ ବ୍ଲକର ୪, ଅମ୍ବାଭୋନା ୬, ବିଜେପୁର ବ୍ଲକର ୭, ଗାଇସିଲେଟ ବ୍ଲକର ଜଣେ, ଝାରବନ୍ଧ ବ୍ଲକର ୨, ଅମ୍ବାଭୋନା ବ୍ଲକର ଜଣେ ଏବଂ ବରପାଲି ବ୍ଲକର ୫ଜଣ ଆକ୍ରାନ୍ତ ଅଛନ୍ତି ।
ଜିଲାରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୭୨୫୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୪୨୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୮୧୬ ଜଣ ଚିକିତ୍ସିତ ହେଉଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, ବରଗଡ଼ View All

Naveen Patnaik: ଭାଷଣ ଆରମ୍ଭରୁ କହିଦେଲେ ନବୀନ! ରାଜନୀତି ହଲଚଲ
ଭୁବନେଶ୍ୱର,୧୯।୪: ନବମଥର ବିଜେଡି ମଙ୍ଗ ଧରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। Naveen Patnaikଙ୍କ ବ୍ୟତୀତ ଦଳର...

ନବୀନ ଧରିଲେ ବିଜେଡି ମଙ୍ଗ: ପଦିଏ କହିଦେଲେ ଗଣେଶ
ଭୁବନେଶ୍ୱର,୧୯।୪: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନିଦର୍ବନ୍ଦ୍ବରେ ସଭାପତି ନିର୍ବାଚିତ ହେଲେ ନବୀନ ପଟ୍ଟନାୟକ। ବିଜେଡି ସାଂଗଠନିକ ନିର୍ବାଚନରେ ନବୀନ...

ପୁଣି ଅଚଳ ହେଲା ପେଣ୍ଟୋଗ୍ରାଫ୍, ରୁଟ୍ରେ ଅଟକିଲା ଏକ୍ସପ୍ରେସ୍
ରାୟଗଡ଼ା,୧୯ା୪: ରାଉରକେଲାରୁ ଜଗଦଲପୁର ଯାଉଥିବା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍ ଇଞ୍ଜିନର ପେଣ୍ଟୋଗ୍ରାଫ୍ କାଶୀପୁର ବ୍ଲକର ଲେଲିଗୁମ୍ବା ରାଉଳି ନିକଟରେ ଅଚଳ ହେବା ଯୋଗୁ କେ.ଆର ଲାଇନରେ...

ଡିଭାଇଡରରେ ପିଟି ହୋଇ ଓଲଟିଲା କାର୍, ଜଣେ ଗୁରୁତର
ଆନନ୍ଦପୁର,୧୯ା୪(ସୁଶାନ୍ତ କୁମାର ସାହୁ): ୨୦ ନମ୍ବର ଜାତୀୟ ରାଜପଥ ନୂଆଗାଁ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି କାର୍। ୨୦ ନମ୍ବର ଜାତୀୟ ରାଜପଥ ରାମଚନ୍ଦ୍ରପୁର...

ପୁଣି ବିଜେଡି ମଙ୍ଗ ନବୀନଙ୍କ ହାତରେ: ନବମ ଥର ପାଇଁ ହେଲେ ସଭାପତି
ଭୁବନେଶ୍ୱର, ୧୯।୪: ନବମ ଥର ପାଇଁ ବିଜେଡି ସଭାପତି ହେଲେ ନବୀନ ପଟ୍ଟନାୟକ। ନିଦର୍ବନ୍ଦ୍ବରେ ସଭାପତି ନିର୍ବାଚିତ ହେଲେ ନବୀନ । ବିଜେଡି ସାଂଗଠନିକ ନିର୍ବାଚନରେ...

Jagannath Temple Flag Story: ଶ୍ରୀମନ୍ଦର ବାନା ପ୍ରତିଦିନ କାହିଁକି ବଦଳାଯାଏ? ଜାଣି ନ ଥିବେ…
ଜଗନ୍ନାଥ ମନ୍ଦିର କେବଳ ଓଡ଼ିଶା ନୁହେଁ ସାରା ବିଶ୍ୱରେ ପରିଚିତ। ଏହି ମନ୍ଦିରରେ ସ୍ବଂୟ ଜଗନ୍ନାଥ ଅବସ୍ଥାନ କରନ୍ତି। ଏହା ଭାରତର ଚାରିଧାମ ତୀର୍ଥସ୍ଥଳ ମଧ୍ୟରୁ...

ବାଇକ୍ ଧକ୍କାରେ ବୃଦ୍ଧଙ୍କ ଜୀବନ ଗଲା, ମୃତଦେହକୁ ରାସ୍ତାରେ ଫିଙ୍ଗି ଫେରାର ହୋଇଗଲେ ଚାଳକ
ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର-ଜଗନ୍ନାଥପୁର ଗାଁ ନିକଟରେ ଶନିବାର ବାଇକ୍ ଦୁର୍ଘଟଣାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ...

IPL 2025: ଇତିହାସ ରଚିଲେ ରଜତ ପଟିଦାର: ସଚିନଙ୍କୁ ପଛରେ ପକାଇଲେ
ବେଙ୍ଗାଲୁରୁ, ୧୯।୪:ଚଳିତ ସିଜନରେ ଘରୋଇ ପିଚ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି)ର ଖରାପ ପ୍ରଦର୍ଶନ ଅବ୍ୟାହତ ରହିଛି। ଆଇପିଏଲ୍ର ଜନ୍ମ ଦିନରେ ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ...