ବରଗଡ଼ରେ ବନ୍ଦର ପ୍ରଭାବ: କୋର୍ଟ ସମ୍ମୁଖରୁ ଫେରିଲେ ବିଚାରପତି

ବରଗଡ଼ ଅଫିସ,୫।୨: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ବନ୍ଦ ପାଳନ କରାଯାଉଛି। ଏହି ବନ୍ଦ ପାଳନକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଥିବାବେଳେ ଏହାର ଯଥେଷ୍ଟ ପ୍ରଭାବ ଅନୁଭୂତ ହୋଇଛି। ଦିନ ପ୍ରାୟ ସାଢେ ୧୦ଟାରେ ବିଚାରପତି ଏବଂ ଅନ୍ୟ ବିଭାଗୀୟ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବାକୁ କୋର୍ଟକୁ ଆସୁଥିଲେ। ତେବେ ସେମାନେ କୋର୍ଟରେ ପହଞ୍ଚିବା ପୂର୍ବରୁ ସେଠାରେ ଉପସ୍ଥିତ ଥିବା ବନ୍ଦ ପାଳନକାରୀମାନେ ବନ୍ଦ ପାଳନର ଆଭିମୁଖ୍ୟ ଉପରେ କହିବା ସହିତ ସେଥିରେ ସହଯୋଗ କରିବା ପାଇଁ ଅନୁରୋଧ କରିଥିଲେ। ପରେ ବିଚାରପତି ଏବଂ ଅନ୍ୟ ବିଭାଗୀୟ କର୍ମଚାରୀମାନେ ସେଠାରୁ ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଅର୍ଦ୍ଧଲଗ୍ନ କରି ଗଛରେ ବାନ୍ଧି ଛେଚିଦେଇ ଗଲେ…

ଭୁବନେଶ୍ୱର,୨।୧୧: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସୀମା ଟପିଛି ବର୍ବରତା। ଜଣେ ଯୁବକଙ୍କୁ ଅର୍ଦ୍ଧଉଲଗ୍ନ...

ମାଣ୍ଡିପଙ୍କାକୁ ଛୁଟୁଛି ନେତା, ଅଫିସରଙ୍କ ସୁଅ: ମୁଣ୍ଡ ପିଛା ୧୫ କେଜି ପିଡ଼ିଏସ୍‌ ଚାଉଳ ଦେବାକୁ…

ଦାରିଙ୍ଗବାଡି,୨।୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କାରେ ଆମ୍ବ ଟାଙ୍କୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ...

ନବୀନଙ୍କ ସୁରକ୍ଷା ହ୍ରାସ ପ୍ରସଙ୍ଗରେ ଏଭଳି କହିଲେ ଡିଜିପି

ଭୁବନେଶ୍ୱର,୦୨।୧୧: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସମେତ ଅନ୍ୟ କେତେକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ କରାଯାଇଛି। ଏନେଇ ପୋଲିସ ଡିଜି...

କମିଲା ନବୀନଙ୍କ ସୁରକ୍ଷା ବ୍ୟବସ୍ଥା, ଜଗିବେ ମାତ୍ର ଦୁଇ କନଷ୍ଟେବଳ

ଭୁବନେଶ୍ୱର,୨।୧୧: ମୋହନ ସରକାର କ୍ଷମତାକୁ ଫେରିବା ପରେ ଦ୍ୱିତୀୟ ଥର ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସୁରକ୍ଷା ବ୍ୟବସ୍ଥା ହ୍ରାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ପଦ...

ତୃତୀୟ ଥର ମା’ ହେଲା ବାଘୁଣୀ ‘ରୁପା’

ଭୁବନେଶ୍ୱର,୨ା୧୧: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁସିର ଲହରି ଖେଳିଯାଇଛି। ବାଘୁଣୀ ‘ରୁପା’ ତୃତୀୟ ଥର ପାଇଁ ମା’ ହୋଇଛି। କ୍ରିଷ୍ଣା ଏବଂ ରୁପା ମିଳନରେ ଏକ...

ଗ୍ୟାସ୍‌ ଟାଙ୍କି ଫାଟି ଉଡ଼ିଲା ଘରର ଆଜ୍‌ବେଷ୍ଟସ୍‌, କ୍ଷଣିକରେ ସବୁ ଛାରଖାର

କାମାକ୍ଷାନଗର,୨ା୧୧(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଆମ୍ବପଳାସ ଗ୍ରାମରେ ଅଘଟଣ। ଗ୍ୟାସ୍‌ ଟାଙ୍କି ଫାଟି ଉଡ଼ି ଘରର ଆଜବେଷ୍ଟସ୍‌ ଓ ଆସବାବପତ୍ର। ଅଳ୍ପକେ...

ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ୭ ଜଣଙ୍କ ଇସ୍ତଫା

ମାଲକାନଗିରି,୨ା୧୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଉପାଧ୍ୟକ୍ଷଙ୍କ ସହ ଆଉ ୬ ଜଣ ବିଜେଡିର ପ୍ରାଥମିକ ସଦସ୍ୟ ପଦବୀରୁ ଇସ୍ତଫା ଦେଇଛନ୍ତି। ଶନିବାର ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri