Posted inଜାତୀୟ

ବରିଷ୍ଠ ନାଗରିକଙ୍କୁ ମିଳିବ ୩ହଜାର ଟଙ୍କା ପେନସନ୍‌

ଭିଜୟଓ୍ବାଡା,୩୦।୫: ଓ୍ବାଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡି ଗୁରୁବାର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତେବେ ସେ ଶପଥ ଗ୍ରହଣ କରିବାର ମାତ୍ର କେଇ ମିନିଟ୍‌ ମଧ୍ୟରେ ରାଜ୍ୟର ବରିଷ୍ଠ ନାଗରିକଙ୍କୁ ଦେଇଛନ୍ତି ଏକ ବଡ ଉପହାର। ଏଣିକି ରାଜ୍ୟରେ ଥିବା ବରିଷ୍ଠ ନାଗରିକଙ୍କୁ ମାସିକ ୩ହଜାର ଟଙ୍କା ପେନସନ୍‌ ମିଳିବ ବୋଲି ସେ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଆନ୍ଧ୍ରର ବିଭାଜନ ପରେ ସେ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଗୁରୁବାର ଭିଜୟଓ୍ବାଡାର ଇନ୍ଦିରା ଗାନ୍ଧୀ ମ୍ୟୁନସିପାଲିଟି ଷ୍ଟାଡିୟମରେ ରାଜ୍ୟପାଳ ଇ.ଏସ୍‌.ଏଲ୍‌ ନରସିଂମହା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲେହରେ ଆନାଲୋଗ୍‌ ସ୍ପେସ୍‌ ମିଶନ ଆରମ୍ଭ

ନୂଆଦିଲ୍ଲୀ,୨ା୧୧: ଭାରତର ପ୍ରଥମ ଆନାଲୋଗ୍‌ ସ୍ପେସ୍‌ ମିଶନ ଶୁକ୍ରବାର ଲଦାଖର ଲେହଠାରେ ଆରମ୍ଭ ହୋଇଛି। ମହାକାଶ କେନ୍ଦ୍ର ଅନୁରୂପ ଏହି ମିଶନ ପୃଥିବୀ ବାହାରେ ବେସ୍‌...

ପୁଣି ଆଖି ଦେଖାଇଲା କାନାଡା, ଶତ୍ରୁ ଦେଶ ତାଲିକାରେ ଭାରତକୁ ରଖିଲା

ନୂଆଦିଲ୍ଲୀ,୧।୧୧: ସୁଧୁରୁନି କାନାଡା। କ୍ଷମା ମାଗିବା ପରେ ବି ଭାରତକୁ ତର ଦେଖାଇଛି କାନାଡା। ଏବେ ଭାରତକୁ ଶତ୍ରୁ ଦେଶ ତାଲିକାରେ ରଖିଛି କାନାଡା। କାନାଡାର...

ଚଳିତ ଶୀତ ଅଧିବେଶନରେ ପୁଣି ପୁରୁଣା ସଂସଦରେ ବସିବେ ଏମପି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧।୧୧: ସଂସଦର ଶୀତ ଅଧିବେଶନ ଚଳିତ ମାସରେ ଆରମ୍ଭ ହୋଇପାରେ । ଏହି ଅଧିବେଶନ ନଭେମ୍ବର ୨୫ରୁ ଡିସେମ୍ବର ୨୦ ଯାଏ ଚାଲିପାରେ । ଏକ...

ଗୁଗୁଲ ଉପରେ ଲାଗିଲା ୨୦, ୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା, ନମାନିଲେ ପ୍ରତିଦିନ ବଢିବ…

ନୂଆଦିଲ୍ଲୀ,୧।୧୧: ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ଋଷିଆ ପକ୍ଷରୁ ଗୁଗଲ ଉପରେ...

ମୁଁ ଲାଲୁଙ୍କ ସହ ଯିବାକୁ ପ୍ରସ୍ତୁତ ଅଛି, ଯଦି ସେ…, ଖୋଲା ଅଫର ଦେଲେ ପ୍ରଶାନ୍ତ କିଶୋର

ପାଟନା,୧।୧୧: ଜନ ସୁରାଜ ପାର୍ଟି ନେତା ପ୍ରଶାନ୍ତ କିଶୋର ବେଲାଗଞ୍ଜ ବିଧାନସଭାର ବିଭିନ୍ନ ସ୍ଥାନରେ ସାଧାରଣ ସଭା ମାଧ୍ୟମରେ ପ୍ରଚାର କରିଥିଲେ। ଏହି ସମୟରେ ସେ...

ଦୀପାବଳିରେ କୋଟିପତିଙ୍କୁ ଲାଗିଲା କୋଟି କୋଟି ଟଙ୍କାର ଝଟ୍‌କା, ଆଦାନୀ-ଅମ୍ବାନୀଙ୍କ ସହ କମିଲା ମସ୍କଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତରେ ଲୋକେ ଯେବେ ଗୁରୁବାର ରାତିରେ ଦୀପାବଳି ପାଳନ କରୁଥିଲେ ସେତେବେଳେ ଆମେରିକା ସେୟାର ମାର୍କେଟରେ ହ୍ରାସର ଝଡ଼ ସୃଷ୍ଟି ହୋଇଛି। ଫଳରେ ଡାଉଜୋନ୍ସ...

ନଭେମ୍ବରରେ ଅବସର ନେବେ ସିଜେଆଇ ଚନ୍ଦ୍ରଚୁଡ, ଯିବା ସମୟରେ ଶୁଣାଇବେ ୫ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡିଓ୍ବାଇ ଚନ୍ଦ୍ରଚୁଡ ୧୦ ନଭେମ୍ବରରେ ଅବସର ନେଉଛନ୍ତି। ତାଙ୍କର କାର୍ଯ୍ୟକାଳ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପାଇଁ ସ୍ମରଣୀୟ ହେବ।...

କଂଗ୍ରେସ ନେତା କ୍ଷମା ମାଗିବା ଉଚିତ, କାହିଁକି ଏମିତି କହିଲେ ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୧।୧୧: କର୍ନାଟକରେ ‘ଶକ୍ତି’ ଗ୍ୟାରେଣ୍ଟି ସମୀକ୍ଷା ଉପରେ ଦେଇଥିବା ମନ୍ତବ୍ୟ ଉପରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାରଙ୍କୁ ନିନ୍ଦା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri