ବଲାଙ୍ଗୀର ଲିଖିରିଆ ଗାଁକୁ ସିଲ୍‌ କରିବା ପ୍ରକ୍ରିୟା ଆରମ୍ଭ, ଗାଁ ଲୋକଙ୍କ ସ୍ବାବ୍‌ ସଂଗ୍ରହ ପାଇଁ ପହଞ୍ଚତ୍ଲା ଟିମ୍‌

ବଲାଙ୍ଗୀର ଅଫିସ/ଗୁଡଭେଲା ୧।୫ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ୍‌ ରୁଷୁଡା ପଞ୍ଚାୟତର ଲିଖିରିଆ ଗାଁର ଦୁଇଜଣ ଯୁବକ ଶୁକ୍ରବାର କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇ ଉଠିଛି। ଜିଲା ସ୍ବାସ୍ଥ୍ୟ ବିଭାଗର ଟିମ୍‌ ସହ ରାପିଡ୍‌ ଆକ୍ସନ ଟିମ୍‌, ପୋଲିସ ପ୍ରଶାସନ ଲିଖିରିଆରେ ପହଞ୍ଚତ୍ଛି। ଦୁଇ କରୋନା ସଂକ୍ରମିତଙ୍କ ସଂସ୍ପର୍ଶ ତାଲିକା (କଣ୍ଟାକ୍ଟ ଲିଷ୍ଟ) ଓ ଭ୍ରମଣ ତାଲିକା (ଟ୍ରାଭେଲ ହିଷ୍ଟ୍ରି) ସଂଗ୍ରହ କରାଯାଉଛି। ଅନ୍ୟପକ୍ଷେ ଗାଁରେ ସ୍ବାବ୍‌ ସଂଗ୍ରହକାରୀ ଟିମ୍‌ ମଧ୍ୟ ପହଞ୍ଚତ୍ଛି। ସେମାନେ ସମସ୍ତ ଗ୍ରାମବାସୀଙ୍କଠାରୁ ସ୍ବାବ୍‌ ସଂଗ୍ରହ କରିବେ। ସମସ୍ତ ସ୍ବାବ୍‌କୁ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯିବ। ଦୁଇ ସଂକ୍ରମିତ ଯୁବକ ତାମିଲନାଡୁରୁ ଫେରି ମାର୍ଚ୍ଚ ୧୭ ତାରିଖରେ ଗାଁରେ ପହଞ୍ଚତ୍ଥିଲେ। ଗତ ଏପ୍ରିଲ ୨୮ ତାରିଖ ଉଭୟ ଯୁବକଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ସ୍ବାବ୍‌ ପଜିଟିଭ ବାହାରିବା ପରେ ଏହି ଗାଁକୁ ସିଲ୍‌ କରିବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ବୋଲି ଜିଲାପାଳ ଅରିନ୍ଦମ ଡାକୁଆ ସୂଚନା ଦେଇଛନ୍ତି। ଲିଖିରିଆ ଗାଁରେ ଏବେ ରାପିଡ୍‌ ଆକ୍ସନ ଟିମ୍‌, ଭୀମ ଭୋଇ ମେଡିକାଲ କଲେଜର ଏକ ଡାକ୍ତରୀ ଦଳ, ପୋଲିସ ପ୍ରଶାସନ ଓ ଜିଲା ପ୍ରଶାସନିକ ଅଧିକାରୀମାନେ ପହଞ୍ଚତ୍ ଆନୁସଙ୍ଗିକ ବ୍ୟବସ୍ଥା ତଦାରଖ କରିଛନ୍ତି। ୨୦୧୧ ଜନଗଣନା ଅନୁସାରେ ୨ ୱାର୍ଡ ବିଶିଷ୍ଟ ଲିଖିରିଆ ଗାଁର ଜନସଂଖ୍ୟା ୧୧୨୩ ଜଣ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ବିବାଦରୁ ଦୁଇ ପରିବାର ମଧ୍ୟରେ ସଂଘର୍ଷ: ୪ ଆହତ

ବାଲିପାଟଣା,୧୮।୧୦: ବାଲିପାଟଣା ଥାନା ଅଧୀନ ଶ୍ରୀରାମପୁର ଗାଁରେ ଶୁକ୍ରବାର ଏକ ସଂଘର୍ଷ ଘଟିଛି। ଜମି ବିବାଦକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି...

ଘରୋଇ ହସ୍ପିଟାଲ ନାଁରେ ଅଙ୍ଗ ଚୋରି ଅଭିଯୋଗ: କବରତଳୁ କଢ଼ାହେଲା ମୃତଦେବ 

କଟକ,୧୮।୧୦: କଟକର ଏକ ଘରୋଇ ହସ୍ପିଟାଲ ବିରୋଧରେ ଅଙ୍ଗ ଚୋରି ଅଭିଯୋଗ ହୋଇଛି। କନ୍ଧମାଳ ବାଲିଗୁଡାର ବାବୁଲା ଦିଗାଲଙ୍କ ଅଙ୍ଗ ଚୋରି ହୋଇଥିବା ନେଇ ତାଙ୍କ...

କଟକରେ ଭାଙ୍ଗିଲା ତୋରଣ: ଚାପି ହୋଇଗଲା କାର୍‌, ବାଇକ୍‌

କଟକ,୧୮।୧୦(ଶିଳ୍ପା ପ୍ରିୟଦର୍ଶିନୀ): କଟକ ନେତାଜୀ ବସ୍‌ ଟର୍ମିନାଲ ନିକଟରେ ଏକ ଅଘଟଣ ଘଟିଛି। ଖପୁରିଆ ଖାନନଗର ଶିଳ୍ପାଞ୍ଚଳ ପୂଜା କମିଟି ପକ୍ଷରୁ ନିର୍ମାଣ ହୋଇଥିବା ଲାଇଟ...

ହିଞ୍ଜିଳିରେ ତେଜିଲା ରାଜନୈତିକ ହିଂସା: ସମିତି ସଭ୍ୟଙ୍କୁ ମରଣାନ୍ତକ ଆକ୍ରମଣ

ହିଞ୍ଜିଳିକାଟୁ ,୧୮।୧୦(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅନ୍ତର୍ଗତ ଦୟାପଲ୍ଲୀ ପଞ୍ଚାୟତରେ ଶୁକ୍ରବାର ରାଜନୈତିକ ହିଂସା ଦେଖା ଦେଇଛି। ସମିତି ସଭ୍ୟ ଇପିଲି...

ଛୁଟି ପରେ ଖୋଲିଲା ସ୍କୁଲ: ହେଲେ ୫ଦିନ ହେଲା ଜାରିରହିଛି ଧାରଣା, ରାସ୍ତାରେ ବସିଲେ ଛାତ୍ରୀଛାତ୍ର

କେସିଙ୍ଗା,୧୮ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି(କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଯୋଗଦାନ କରାଇଦେବୁ...

ପ୍ରେମିକାଙ୍କୁ ହତ୍ୟା ଅଭିଯୋଗରେ ଜେଲ ଗଲେ ପ୍ରେମିକ ଯବାନ

ଅତାବିରା଼,୧୮।୧୦(ହୃଷୀକେଶ ଖମାରୀ): ହତ୍ୟା ଅଭିଯୋଗରେ ବରଗଡ଼ ଜିଲା ଭେଡ଼େନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଭେଡ଼େନ ଥାନା କଦଳୀପାଲି...

ବୌଦ୍ଧ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ, ଆଇନଶୃଙ୍ଖଳା ନେଇ କଲେ ସମୀକ୍ଷା

ବୌଦ୍ଧ,୧୮ା୧୦(ଅଜିତ କୁମାର ବାରିକ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ ଦୁଇ ଦିନିଆ ବୌଦ୍ଧ ଗସ୍ତରେ ଆସି ଜିଲାରେ ମାଓବାଦୀ ଗତିବିଧି ଓ ଆଇନଶୃଙ୍ଖଳା ନେଇ...

ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ନେଇ ଏମିତି କହିଲେ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ

ଭୁବନେଶ୍ୱର,୧୮ା୧୦: ଶ୍ରୀମନ୍ଦିରରେ କେବଳ ଓମଫେଡ୍‌ ଘିଅ ବ୍ୟବହାର ନିଷ୍ପତ୍ତି ଆମ ପାଇଁ ଗର୍ବ ବୋଲି କହିଛନ୍ତି ଓମଫେଡ୍‌ ଏମ୍‌ଡି ବିଜୟ ଅମୃତା କୁଲାଙ୍ଗେ। ଶ୍ରୀମନ୍ଦିରରେ କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri