ବଲାଙ୍ଗୀରରେ ୩ କରୋନା ପଜିଟିଭ୍‌ ଚିହ୍ନଟ: ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି

ବଲାଙ୍ଗୀର ଅଫିସ,୫।୬: ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି । ଶୁକ୍ରବାର ୩ କରୋନା ସଂକ୍ରମିତ ଚିହ୍ନଟ ପରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଜିଲାରେ ୮୧ ସକ୍ରିୟ କେସ୍‌ ଥିବା ବେଳେ ୨୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଲୋଇସିଂହା ବ୍ଲକର ବୁଢ଼ିପଦର, ବେଲପଡା ବ୍ଲକର ଦର୍ଲିପାଲି ଓ ତୁରେକେଲା ବ୍ଲକର ମହଖଣ୍ଡ ଗ୍ରାମର ୩ ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ତିନି ଜଣଯାକ ରାଜ୍ୟ ବାହାରୁ ଫେରିଛନ୍ତି । ଦୁଇଜଣ ଆନୁଷ୍ଠାନିକ କ୍ବାରାଣ୍ଟାଇନରେ ଥିଲେ ଓ ଜଣେ ହୋମ୍‌ କ୍ବାରାଣ୍ଟାଇନରେ ଥିଲେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଦ୍ର୍ୟ: ୨୦ ହଜାରରେ ଶିଶୁକନ୍ୟା ବିକ୍ରି

ରାୟଗଡ଼ା/ଜେକେପୁର,୨୦।୧୧ (ଆଶିଷ ରଞ୍ଜନ ପଣ୍ଡା/ରାଜେଶ ବିଶ୍ୱାଳ):ଦାରିଦ୍ର୍ୟ ଯୋଗୁ ମାତ୍ର ୨୦ ହଜାର ଟଙ୍କାରେ ନିଜର ନବଜାତ ଶିଶୁକନ୍ୟାକୁ ବିକ୍ରିକଲେ ମା’ବାପା। ରାୟଗଡ଼ା ଜିଲା ଚାନ୍ଦିଲି ଥାନା...

ଆଜିଠୁ ବରଗଡ଼ରେ ଧାନକିଣା

ବରଗଡ଼,୨୦ା୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ବୁଧବାରଠାରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବରଗଡ଼...

ପଲ୍‌ସର୍‌ରେ ଆସିଲେ, ବ୍ଲାଙ୍କ୍‌ ଫାୟାରିଂ କରି କାର୍‌ରୁ ୮.୩୦ ଲକ୍ଷ ଲୁଟିନେଲେ

ବାଣପୁର,୧୯ା୧୧(ଦିଲୀପ କୁମାର ସ୍ବାଇଁ): ବାଣପୁର ଥାନା ଅଞ୍ଚଳରେ ଲୁଟେରାଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ମଙ୍ଗଳବାର ସନ୍ଧ୍ୟାରେ ୧୬ ନମ୍ବର ଜାତୀୟ ରାଜପଥର ବାଣପୁର ଓଭରବ୍ରିଜ ନିକଟରେ...

୬ ମାସର ଶିଶୁପୁତ୍ରଙ୍କୁ ମାରି ପୋତି ଦେଇଥିଲେ, ଅଭିଯୋଗ ପରେ ଚୌଦ୍ୱାର ପୋଲିସ ମାଟି ଖୋଳି…

ଚୌଦ୍ୱାର,୧୯ା୧୧(ଆଶୁତୋଷ ଦାସ)-ଥିଲେ ୫ ଝିଅ। ଛଅ ମାସ ତଳେ ଜନ୍ମ ହୋଇଥିଲା ଏକମାତ୍ର ପୁଅ। ହେଲେ ସେହି ପୁଅକୁ ହତ୍ୟା କରି ପୋତିଦେଇଥିବା ହୋଇଛି ଅଭିଯୋଗ।...

ବଢ଼ିଲା ‘ବାଲିଯାତ୍ରା’ ଅବଧି

ଭୁବନେଶ୍ୱର/କଟକ,୧୯।୧୧: ବଢ଼ିଲା ଐତିହାସିକ ବାଲିଯାତ୍ରା ଅବଧି। ଲୋକଙ୍କ ଆଗ୍ରହ ଏବଂ ଉତ୍ସାହକୁ ଦେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଆଉ ଦିନକ ପାଇଁ ବୃଦ୍ଧି...

ଅନାସ୍ଥା ଭୋଟରେ ହାରିଗଲେ ତାଲପାଲି ସରପଞ୍ଚ

ଗାଇସିଲେଟ,୧୯।୧୧(ଦୁର୍ଗାପ୍ରସାଦ ତ୍ରିବେଦୀ): ବରଗଡ ଜ଼ିଲା ଗାଇସିଲେଟ ବ୍ଲକ ତାଲପାଲି ପଞ୍ଚାୟତର ସରପଞ୍ଚ ଉର୍ମିଲା ସେଠଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ନେଇ ମଙ୍ଗଳବାର ସ୍ଥାନୀୟ ପଞ୍ଚାୟତ...

କଳାହାଣ୍ଡିରେ ଜିଲାସ୍ତରୀୟ ସମବାୟ ସପ୍ତାହ ପାଳିତ: ସର୍ବଶ୍ରେଷ୍ଠ ସମିତି ଭାବେ ସମ୍ବର୍ଦ୍ଧିତ ହେଲା ଆମପାଣି କୃଷି ସମବାୟ ସମିତି

କୋକସରା,୧୯।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ କଳାହାଣ୍ଡି ଜିଲାସ୍ତରୀୟ ଉତ୍ସବ ମଙ୍ଗଳବାର ଭବାନୀପାଟଣା ଟାଉନ ହଲ୍‌ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri