ବସୁନ୍ଧରା ଯୋଜନା ବାଟବନା:ଘରଡିହ ପାଏବାରୁ ବଁଚିତ୍‌ ଭୂମିହୀନ ପରିବାର

ଲାଠୋର, ୮ା୬ (ଡି.ଏନ.ଏ): ସରକାର ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ସାମିଲ କରି ୪ ଡିସିମିଲ ଘରଡିହ ଯୁଗେଇ ଦେଉଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀମାନକର ଖାମଖିଆଲି ମନଭାବ ଲାଗି ଅନେକ ଭୂମିହୀନ ଘରଡିହ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବଲାଙ୍ଗୀର ଜିଲା ଖପ୍ରାଖୋଲ ତହସିଲ ଅଧୀନ ଲାଠୋର ବନ୍ଧପଡ଼ଡାରେ।
ସୂଚନା ଅନ୍‌ସାରେ ଲାଠୋର ବନ୍ଧପଡ଼ାର ଅନେକ ଗରିବ ଭୂମିହୀନ ପରିବାର ବସୁନ୍ଧରା ଯୋଜନାରେ ଆବେଦନ କରି ନିରାଶ ହେଇଛନ୍‌। ଇ ପରିବାରମାନେ ଗୋଚର, ଜଲଚର ଜାଗାରେ ଛୁଟିଆ କୁରିଆଟେ ଲେଖେଁ କରି ମୁଡ୍‌ ଗୁଁଜିଥିବାର ପଡ଼ାର ପ୍ରହଲ୍ଲାଦ ସେଠ, ଶଶି ହଂସ, ଦୁର୍ଗା ହଂସ, କମଳ ବିଶି, ରଞ୍ଜିତ ବିଶି, କୃଷ୍ଣ ପାତ୍ର, ସନ୍ୟାସୀ ପାତ୍ର, ଡିଙ୍ଗର ବାଗ, ପରକ୍ଷିତ ବାଗ ପରମୁଖ ଅଭିଯୋଗ କରିଛନ୍‌। ଗଲା ୫୦ ବଛର୍‌ରୁ ଅଧ୍‌କା ହେବା ଇ ପରିବାରମାନେ ଲାଠୋର ବଁଧ୍‌ ପାସେ ଥିବାର ଗୋଚର ଆର ଜଲଚର ଜାଗାରେ କୁରିଆଟେ ଲେଖେଁ କରି କୁଟୁମବସିଆ ମୁଡ଼ ଗୁଁଜୁଛନ୍‌। ପେସାରେ ଇମାନେ ହେମାଲି ଆଏ। ଫିଦିନ ହେମାଲି କାମ୍‌ରୁ ଯାହା ରୁଜଗାର କରୁଛନ୍‌ ସେଥ୍‌ରେ ତାକର ପରିବାର ଚଲୁଛେ। ଇ ପରିବାରମାନେ ନିହାତି ଗରିବ୍‌ ହେଇଥିଲାବେଲେ ଜମି ଘିନି ଘର ତିଆରିବାର ତାକତ୍‌ ନଁାଇଁନ। ଆଏବାର ଦିନେ ଇ ଗରିବ ପରିବାରମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଏବାର ଆଶ୍‌ ଅଛେ। ହେଲେ ଜାଗାଠାନ୍‌ ଅଭାବୁ ଇମାନେ କେନ୍‌ଠାନେ ଘର ବନାବେ ସେ ଚିନ୍‌ତାରେ ରହିଛନ୍‌। ବାରବାର ଲାଠୋର ରାଜସ୍ବ ନିରୀକ୍ଷକଁର ଅଫିସ ସଂଗେ ଯୋଗାଯୋଗ ରଖୁଥିଲେ ବି କେହେନ୍‌ସି ପରକାର ଉପକାର ନାଇଁ ମିଲୁଥିବାର ସେମାନେ ଅଭିଯୋଗ କରିଛନ୍‌। ଇ ସମସିଆଟା ଖାଲି ଲାଠୋର ବନ୍ଧପଡ଼ାରେ ଦେଖାଦେଇଛେ ସେଟା ନୁହେ, ଲାଠୋର ଅଂଚଲର ଅନେକ ଗଁାରେ ଗରିବ୍‌ ଭୂମିହୀନମାନେ ଏନ୍‌ତା ସମସିଆରେ ଛଁଦି ହେଇ ରହିଛନ୍‌। ଇ ବାବ୍‌ଦେ ଖପ୍ରାଖୋଲ ତହସିଲଦାର ନିରଞ୍ଜନ ନାଏକକୁଁ ପଚରାଲାରୁ ପଡ଼ାକେ ପରିଦରଶନରେ ଯିମି, ଘଟନାର ତଦଁତ କରି ସରକାରୀ ହିସାବେ ଅଧିବାସୀମାନକୁ ଜମି ଯୁଗେଇ ଦେବାର ଦିଗେ ପଦକ୍ଷେପ ନିଆଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରୁ ମିଳିଲା ୧୬୬ କେଜି ରୁପା

ସମ୍ବଲପୁର,୧୬।୧୦(ପ୍ରମୋଦ ବହିଦାର): ଆଳୁ ଖୋଳୁଖୋଳୁ ମହାଦେବ ମିଳିଲା ଭଳି ଗଞ୍ଜେଇ ଯାଞ୍ଚ ବେଳେ ଅବକାରୀ ବିଭାଗକୁ ମିଳିଛି ବିପୁଳ ପରିମାଣର ରୁପା ସାମଗ୍ରୀ। ମଙ୍ଗଳବାର ସକାଳେ...

ମହାନଦୀରେ ବୁଡ଼ି ୨ନାବାଳକ ନିଖୋଜ

ସମ୍ବଲପୁର,୧୨।୧୦(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ସହରର ବଡବଜାରସ୍ଥିତ ମହାନଦୀ ସଡ଼କ ଘାଟରେ ଶୁକ୍ରବାର ପାଣିରେ ବୁଡ଼ି ୨ ନାବାଳକ ନିଖୋଜ ହୋଇଛନ୍ତି। ନାବାଳକ ଦ୍ୱୟ ହେଲେ...

ବୁର୍ଲା କନଷ୍ଟେବଳଙ୍କ ଆକ୍ରମଣକାରୀଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଲୁଚିଥିବାବେଳେ…

ସମ୍ବଲପୁର,୧୦ା୧୦(ପ୍ରମୋଦ ବହିଦାର): ପୋଲିସ କନଷ୍ଟେବଳଙ୍କୁ ଆକ୍ରମଣ କରି ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତ କମଲୁ ପ୍ରଧାନ ପୋଲିସ ଏନ୍‌କାଉଣ୍ଟରେ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ ଗୁରୁବାର...

ଆଇସିୟୁରେ ଶେଷନିଃଶ୍ୱାସ ନେଉଛି ବିଜେଡି: ଜୟନାରାୟଣଙ୍କୁ ପାଲଟା ଜବାବ ଦେଲେ ରୋହିତ

ସମ୍ବଲପୁର, ୧୦।୧୦(ଭବାନୀ ଶଙ୍କର ଭୋଇ):କିଛିଦିନ ପୂର୍ବରୁ ଯୁଯୋମୁରାଠାରେ ବିଜେଡି ଜନସମ୍ପର୍କ ପଦଯାତ୍ରାବେଳେ ସମ୍ବଲପୁର ଜିଲା ବିଜେଡି ସଭାପତି ରୋହିତ ପୂଜାରୀ କହିଥିଲେ, ରାଜ୍ୟର ଭାଜପା ସରକାର...

ମାଟ୍ରିକ୍‌ ପରୀକ୍ଷା ନାମ ପଞ୍ଜୀକରଣରେ ଆଧାର ବାଧକ

ସମ୍ବଲପୁର, ୯ା୧୦(ଭବାନୀ ଶଙ୍କର ଭୋଇ):ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମାଟ୍ରିକ ପରୀକ୍ଷା ପାଇଁ ନବମ ଶ୍ରେଣୀଠାରୁ ଛାତ୍ରୀଛାତ୍ରଙ୍କର ପଞ୍ଜୀକରଣ କରାଯିବା ବ୍ୟବସ୍ଥା ରହିଛି। ଚଳିତବର୍ଷ...

ମୁହାଁମୁହିଁ ଧକ୍କା ପରେ ଜଳିଗଲା ଟ୍ରକ, କଣ୍ଟେନର: ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ!

କୁଚିଣ୍ଡା, ୬ା୧୦(ରାଧାମୋହନ ଷଡ଼ଙ୍ଗୀ): ଏକ ଦୁଃଖଦ ଦୁର୍ଘଟଣାରେ ରବିବାର ସନ୍ଧ୍ୟାରେ କୁଚିଣ୍ଡାର ଏଜତୀୟ ରାଜପଥ-୫୩ ରେ ଜମନକିରା ପୋଲିସ ଅନ୍ତର୍ଗତ କାଦଲିପାଲା ଅଞ୍ଚଳ ନିକଟରେ ଏକ...

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି...

ସମ୍ବଲପୁର ଜେଲ୍‌ରେ ରେଡ୍‌

ସମ୍ବଲପୁର,୪ା୧୦: ସମ୍ବଲପୁର ମଣ୍ଡଳ କାରାଗାରରେ ଅଚାନକ ରେଡ୍‌। ହୋଇଛି। ଶୁକ୍ରବାର ଭୋର୍‌ ୪ଟାରୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଏହି ଚଢ଼ାଉ କରାଯାଇଛି। ପୋଲିସ ଫୋର୍ସ ସହ ସମ୍ବଲପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri