Posted inଫୁରସତ

ବାଘ କାହିଁକି ହରିଣକୁ ସହଜରେ ଶିକାର କରିନିଏ ଜାଣନ୍ତି କି?

ବାଘର ଶିକାର ହେଉଛି ହରିଣ। ହରିଣଙ୍କୁ ବାଘ ଖୁବ୍‌ ସହଜରେ ଶିକାର କରିନିଏ। ଏହାର କାରଣ ଜାଣିଛନ୍ତି କି? ଆସନ୍ତୁ ଜାଣିବା….
ଇଂଲଣ୍ଡର ବୈଜ୍ଞାନିକ ଡ. ଫେନେଲଙ୍କ ଅନୁସାରେ ହରିଣ କେବଳ ନୀଳ ଏବଂ ସବୁଜ ରଙ୍ଗକୁ ଚିହ୍ନିପାରେ। ତେଣୁ ଏହାର ଫାଇଦା ଉଠାଇନିଏ ବାଘ। କାରଣ ବାଘର ରଙ୍ଗ କମଳା ବା ନାରଙ୍ଗୀ। ଯାହା ହରିଣକୁ ସବୁଜ ଦେଖାଯାଏ। ତେଣୁ ଶିକାରୀ ବାଘ ଆସୁଥିବା ବାରି ପାରେ ନାହିଁ। ଷ୍ଟିମିଲ୍ୟୁଟିଙ୍ଗ୍‌ ପରୀକ୍ଷା କରାଯିବାରୁ ଜଣାପଡ଼ିଛି, ଡାଇକ୍ରୋମେଟ୍‌ସ ଯୋଗୁ ହରିଣମାନେ ବିଶେଷକରି ଦୁଇଟି ରଙ୍ଗ ବାରିପାରନ୍ତି। ସେହିପରି ବାଘର ରଙ୍ଗ କାହିଁକି କମଳା ହୋଇଛି ଏନେଇ ଏକ ରିସର୍ଚ୍ଚ କରାଯାଇଥିଲା। ଫିୟୋମିଲେନିନ୍‌ ନାମକ ଏକ ରାସାୟନିକ ପଦାର୍ଥ ଯୋଗୁ ବାଘର ରଙ୍ଗ ନାରଙ୍ଗୀ ହୋଇଥାଏ। ବାଘ ମଧ୍ୟ ତିନୋଟି ରଙ୍ଗକୁ ସହଜରେ ଚିହ୍ନିପାରେ। ହଳଦିଆ, ସବୁଜ ଏବଂ ନୀଳ। ଯେଉଁଥି ପାଇଁ ଖୁବ୍‌ ସହଜରେ ସେ ହରିଣ ଶିକାର କରିବାରେ ସଫଳ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା

ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri