Posted inଫୁରସତ

ବାପାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ସ୍ଥାନରେ ଜନ୍ମଦିନ ପାଳିଲେ କୁନି ଝିଅ, କାଟିଲେ କେକ୍‌; ଭିଡିଓ ଦେଖିଲେ…

ବାଙ୍ଗାଲୋର: ଅନେକ ଘର ଭାଙ୍ଗିଛି କରୋନା। କରୋନାର ଦ୍ୱିତୀୟ ଲହର ସମୟରେ ଅନେକ ଶିଶୁ ନିଜ ମା’ବାପାଙ୍କୁ ହରାଇଛନ୍ତି। କର୍ନାଟକର କୁପାଲ କୁସ୍ତାଗି ଅଞ୍ଚଳର ୮ ବର୍ଷୀୟ ସ୍ପନ୍ଦନା ସେହି ଶିଶୁମାନଙ୍କ ମଧ୍ୟରୁ ଜଣେ। ମହାମାରୀରେ ସେ ନିଜ ପିତା ମହେଶଙ୍କୁ ହରାଇଛନ୍ତି। ଏବେ ସ୍ପନ୍ଦନାଙ୍କ ଏପରି ଏକ ଭିଡିଓ ଭାଇରାଲ ହେଉଛି ଯାହା ସମସ୍ତଙ୍କୁ ଭାବବିହ୍ବଳ କରିଦେଉଛି।

ବାପାଙ୍କ ମୃତ୍ୟୁର ଦୁଃଖକୁ ଲୁଚାଇ ସ୍ମୃତିକୁ ଜାବୁଡ଼ି ଧରି ସାରା ଜୀବନ କାଟିବାକୁ ଚେଷ୍ଟା କରୁଛନ୍ତି ସ୍ପନ୍ଦନା। ନିକଟରେ ସେ ନିଜର ବିଶେଷ ଦିନ(ଜନ୍ମଦିନ) ପାଳନ ସମୟରେ ବାପାଙ୍କୁ ମନେ ପକାଇଛନ୍ତି। ଏପରିକି କେକ୍‌ କାଟିବା ପାଇଁ ସେ ବାପାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ସ୍ଥାନରେ ପହଞ୍ଚିଥିବା ଦେଖାଯାଇଛି।

ଆଠ ବର୍ଷର ନିରୀହ ସ୍ପନ୍ଦନା ବାପାଙ୍କ ଅନ୍ତେଷ୍ଟିସ୍ଥଳରେ ନିଜର ଜନ୍ମଦିନ ପାଳନ କରିଛନ୍ତି। ସେଠାରେ ସେ କେକ୍‌ କାଟିବା ସହ ହାତରେ ତାର ଏକ ଖଣ୍ଡକୁ ଧରି ବାପାଙ୍କୁ ସମର୍ପିତ କରିଥିଲେ। ପରେ ପ୍ରାର୍ଥନା ମଧ୍ୟ କରିଥିଲେ। ଏହାଦେଖି ସେଠାରେ ଉପସ୍ଥିତ ସମସ୍ତଙ୍କ ଆଖି ଓଦା ହୋଇଥିଲା। ଏହାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ବାପା-ଝିଅଙ୍କ ଏହି ସମ୍ପର୍କ ଅନେକଙ୍କୁ ଭାବପ୍ରବଣ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ପାଳନ କରାଯାଏ ଜାତୀୟ କଣ୍ଡୋମ ଦିବସ, ଜାଣିଲେ ହସି ହସି ବେଦମ ହେବେ…

କଣ୍ଡୋମ କେବଳ ଏକ ସାମାଜିକ ଶବ୍ଦ ନୁହେଁ, କିନ୍ତୁ ଏହା ଆମ ସମାଜ ଏବଂ ସ୍ବାସ୍ଥ୍ୟ ପାଇଁ ଏକ ଅତ୍ୟାବଶ୍ୟକ ଉପକରଣ। କିନ୍ତୁ ଜାଣି ଆଶ୍ଚର୍ଯ୍ୟ...

ରହସ୍ୟମୟୀ ଆଇଲାଣ୍ଡ, ଯେଉଁଠିକୁ ଥରେ ଗଲେ ମଣିଷ ଜୀବନ୍ତ ଫେରେନାହିଁ: ଜାଣନ୍ତୁ

ଦୁନିଆରେ ଅନେକ ରହସ୍ୟମୟ ଆଇଲାଣ୍ଡ ଅଛି, ସେଥିମଧ୍ୟରୁ ଗୋଟିଏ ଇଟାଲୀରେ ମଧ୍ୟ ରହିଛି। ଏହାର ନାମ ପୋଭେଲିଆ। ଏହି ଆଇଲାଣ୍ଡ ବିଷୟରେ ଅନେକ ରହସ୍ୟ ଅଛି,...

ଶିଶୁପ୍ରେମୀ ଚାଚା ନେହେରୁ

ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ସ୍ବର୍ଗତ ପଣ୍ଡିତ ଜବାହରଲାଲ ନେହେରୁ ଜଣେ ସଚ୍ଚା ଶିଶୁପ୍ରେମୀ ଥିଲେ। ତେଣୁ ତାଙ୍କର ଜନ୍ମ ଦିନ ୧୪ ନଭେମ୍ବର(୧୮୮୮ ମସିହା)କୁ...

ଯୌନ ମନ୍ତ୍ରଣାଳୟରୁ ଶୌଚ ମନ୍ତ୍ରଣାଳୟ, ଏହିସବୁ ଦେଶରେ ଅଛି ଅଜବ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୩।୧୧: ବିଭିନ୍ନ ବିଷୟ ଉପରେ ଯୋଜନା ପ୍ରସ୍ତୁତ କରିବା ଏବଂ ସେଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଯେକୌଣସି ଦେଶର ସରକାରରେ ମନ୍ତ୍ରଣାଳୟ ରହିଛି। ଉଦାହରଣ...

ଚାକିରି ସ୍ବିଚ୍‌ କଲେ ସାଲାରୀ ଆକାଉଣ୍ଟ କ’ଣ ହୁଏ? ଜାଣି ନିଅନ୍ତୁ…

ସମସ୍ତେ ଭଲ ସୁଯୋଗ ପାଇଲେ ବା ଅଧିକ ଦରମା ପାଇଲେ ଚାକିରି ପରିବର୍ତ୍ତନ କରିଥା’ନ୍ତି । ତେବେ ଏଭଳି କ୍ଷେତ୍ରରେ ସାଲାରୀ ଆକାଉଣ୍ଟ କ’ଣ ହୁଏ...

ଡାଇବେଟିସରୁ ବଞ୍ଚିବାକୁ ଚାହୁଁଥିଲେ, କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୩।୧୧: ଡାଇବେଟିସ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସବୁ ବୟସର ଲୋକମାନେ ଏହି କ୍ରନିକ ରୋଗର ଶିକାର ହେଉଛନ୍ତି। ବ୍ଲଡ ସୁଗାର ଅଧିକ...

କୁକୁଡ଼ା ଆକୃତିର ସବୁଠୁ ବଡ଼ ହୋଟେଲ

ମାନିଲା: ଫିଲିପାଇନ୍ସର ନେଗ୍ରୋସ୍‌ ଅକ୍ସିଡେଣ୍ଟାଲ୍‌ ଶିଳ୍ପାଞ୍ଚଳରେ କୁକୁଡ଼ା ଆକାରରେ ଏକ ବିଶାଳ ହୋଟେଲ ରହିଛି। ନିଜର ବିଶେଷ ଡିଜାଇନ୍‌ ହେତୁ ଏହି ହୋଟେଲର ନାମ ଗିନିଜ୍‌...

ସହୃଦୟତା ଶିଖାଏ ବିଶ୍ୱ ଦୟା ଦିବସ

ଦୟା ଏକ ମହାନ୍‌ ଗୁଣ। ଏହାଦ୍ୱାରା ଶାନ୍ତି ଏବଂ ବନ୍ଧୁତ୍ୱ ବାର୍ତ୍ତା ପ୍ରସାରିତ ହୋଇଥାଏ। ସେଥିପାଇଁ ନଭେମ୍ବର ୧୩କୁ ବିଶ୍ୱ ଦୟା ଦିବସ ଭାବରେ ପାଳନ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri