ଶେରଗଡ଼,୨୯ା୧୦(ଡି.ଏନ୍.ଏ.)-ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ କେରିକେରିଝୋଳା ଗ୍ରାମରେ ସୋମବାର ରାତିରେ ବାପାଙ୍କ କାଠଫାଳିିଆ ମାଡ଼ରେ ପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ପିଣ୍ଟୁ ଗୌଡ଼ (୨୮)। ଖବରପାଇ ପୋଲିସ ପହଞ୍ଚତ୍ ଘଟଣାର ତଦନ୍ତ ଚଳାଇଛି।
ପିଣ୍ଟୁ ସବୁବେଳେ ନିଶାସକ୍ତ ହୋଇ ଘରେ ଗଣ୍ଡଗୋଳ କରୁଥିଲେ। ଏପରକି ୨ ମାସ ତଳେ ସେ ବାପା ଶିବଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ସୋମବାର ରାତି ପ୍ରାୟ ୮ଟା ୪୫ରେ ପିଣ୍ଟୁ ନିଶାସକ୍ତ ହୋଇ ଘରକୁ ଆସି ଶିବଙ୍କୁ ପଇସା ମାଗିିଥିଲେ। ଶିବ ପଇସା ନ ଦେବାରୁ ଉଭୟଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ଶିବ ଉତ୍ତ୍ୟକ୍ତ ହୋଇ ନିକଟରେ ପଡ଼ିଥିବା ଏକ କାଠଫାଳିଆରେ ପିଣ୍ଟୁଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।
![](https://www.dharitri.com/wp-content/uploads/2019/12/suicide.jpg)
ବେକରେ ଗାମୁଛା ଲଗାଇ ଛୁଲିପଡିଲେ ଯୁବକ, କାରଣ ଅସ୍ପଷ୍ଟ
ହିଞ୍ଜିଳିକାଟୁ, ୨୬।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପିତଳ ଗ୍ରାମର ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା...
![](https://www.dharitri.com/wp-content/uploads/2024/12/Untitled-1-143.jpg)
ଅଦିନିଆ ଲଘୁଚାପ ଯୋଗୁ ଧାନ, ପନିପରିବା ଫସଲ ନଷ୍ଟ: କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ ବିଜେଡି ପକ୍ଷରୁ ଦାବିପତ୍ର
ହିଞ୍ଜିଳିକାଟୁ, ୨୬ା୧୨(ଦ୍ବିତୀକୃଷ୍ଣ ପଣ୍ଡା): ଚଳିତ ଖରିଫ ଧାନ ଅମଳ ବେଳକୁ ଲଗାତାର ଅଦିନିଆ ବର୍ଷାରେ ଚାଷୀଙ୍କ ଫସଲକୁ କ୍ଷତି ପହଞ୍ଚାଇଛି। ଗତ ମଙ୍ଗଳବାର ଓ ବୁଧବାର...
![](https://www.dharitri.com/wp-content/uploads/2024/12/f15cf9ec-f392-4c80-8401-9d32e2947591.jpg)
ବିଜେଡିର ପ୍ରତିଷ୍ଠା ଦିବସରେ ଏକାଠୀ ହେଲେ ନେତା କର୍ମୀ
ଛତ୍ରପୁର,୬।୧୨ (ଦିଲ୍ଲୀପ ସାମଲ): ଛତ୍ରପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ବିଜୁ ଜନତା ଦଳ ୨୮ତମ ପ୍ରତିଷ୍ଠା ଉତ୍ସବ ଗୁରୁବାର ପାଳିତ ହୋଇଛି। ଏହି ଅବସରରେ ସ୍ଥାନୀୟ...
![](https://www.dharitri.com/wp-content/uploads/2024/12/6-20.jpg)
ଘରୁ ଫେରାର ହୋଇଯାଇଥିଲେ ବିବାହିତ ପ୍ରେମୀଯୁଗଳ, ଗଛରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଉଭୟଙ୍କ ମୃତଦେହ
ଦିଗପହଣ୍ଡି,୨୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସଦର ଥାନା ଅଲାରିଗଡ଼ ନିସ୍ତିିପୁର ଗ୍ରାମ ନିକଟ ଜଙ୍ଗଲରୁ ଗୁରୁବାର ସକାଳେ ପୋଲିସ ବିବାହିତ ପ୍ରେମୀଯୁଗଳଙ୍କ ମୃତଦେହ...
![](https://www.dharitri.com/wp-content/uploads/2024/12/sata-2-30.jpg)
ପ୍ରେମ କରି ଘରୁ ପଳାଇ ଥିଲେ, ବିବାହ ପରେ ଏବେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ…
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରଥାନା ଏସ୍ ଗୋପାଳପୁର ଗ୍ରାମରେ ଜଣେ ନବବଧୂଙ୍କ ସନ୍ଦେହଜନକ ମତ୍ୟୁ ଘଟିଛି। ମୃତକ ଜଣକ ହେଲେ...
![](https://www.dharitri.com/wp-content/uploads/2024/12/3fc02d9f-02cb-48db-be52-1fa8ce9c60e7.jpg)
ଅଦିନିଆ ବର୍ଷା ଉଜାଡ଼ିଲା ଧାନ ଫସଲ: ସହିପାରିଲେନି ଚାଷୀ, ଆପଣାଇଲେ ଚରମ ପଦକ୍ଷେପ…
ଛତ୍ରପୁର,୨୬ା୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।...
![](https://www.dharitri.com/wp-content/uploads/2024/12/WhatsApp-Image-2024-12-26-at-12.11.10-PM.jpeg)
ବିଜେଡି ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ: ବିଜୁବାବୁଙ୍କୁ ପୁଷ୍ପମାଲ୍ୟ ଅର୍ପଣ କଲେ ନେତା-କର୍ମୀ
ଗଞ୍ଜାମ,୨୬।୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ବିଜେଡି ପକ୍ଷରୁ ୨୮ତମ ପ୍ରତିଷ୍ଠା ଉତ୍ସବ ଗୁରୁବାର ପାଳିତ ହୋଇଛି। ଏହି ଅବସରରେ ସାମନ୍ତରା ସାହି ଷ୍ଟେଶନ ରୋଡ଼ସ୍ଥିତ ବିଜୁ...
![](https://www.dharitri.com/wp-content/uploads/2024/12/5-28.jpg)
ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’
ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...
Archives
![Why Dharitri](https://www.dharitri.com/wp-content/themes/dharitri/images/1.jpeg)