ବାଲେଶ୍ୱର ଅଫିସ,୨୦ା୪ : ବାଲେଶ୍ୱର ଜିଲାରେ ସୋମବାର ପୁଣି ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ପରେ ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କର ଟ୍ରାଭେଲ୍ ହିଷ୍ଟ୍ରି ଏବଂ କଣ୍ଟାକ୍ଟ ଲିଷ୍ଟ ଜାଣିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି।
ସୂଚନାଯୋଗ୍ୟ, ଶନିବାର ଜିଲାରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସୋମବାର ଆଉ ୨ ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚଛି।
Posted inଆମ ଜିଲା ଖବର, କରୋନା ଭାଇରସ୍, ବାଲେଶ୍ୱର