ବାଲେଶ୍ୱରରେ ୧୧ ଜିଲା ପରିଷଦ ଆସନ ହାତେଇନେଲା ବିଜେଡି, ଭାଜପାର ହାତରେ ୨

ବାଲେଶ୍ୱର ଅଫିସ,୨୭।୨: ବାଲେଶ୍ୱର ଜିଲାର ପ୍ରଥମ ପର୍ଯ୍ୟାୟରେ ୧୩ ଜିଲା ପରିଷଦ ଜୋନ୍‌ର ଭୋଟ ଗଣତି ହୋଇଥିଲା । ଏହି ଭୋଟ ଗଣତି ରାତି ପର୍ଯ୍ୟନ୍ତ ଚାଲିଥିଲା । ଗଣତି ପରେ ଏହାର ଫଳାଫଳ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି । ଏଥିମଧ୍ୟରେ ବିଜେଡି ୧୧ ଜିଲାପରିଷଦ ଆସନ ହାତେଇ ନେଇଥିବା ବେଳେ ୨ଟି ଜୋନ୍‌ରେ ଭାଜପା ପ୍ରାର୍ଥୀ ବିଜୟୀ ହୋଇଛନ୍ତି।

ଔପଦା-୧: ମୁନି ସିଂ(ବିଜେଡି)

ଜଳେଶ୍ୱର-୭: ତୁଳସୀ କିସ୍କୁ(ବିଜେଡି)

ନୀଳଗିରି-୧୧: ସୁବର୍ଣ୍ଣମଞ୍ଜରୀ ସିଂ(ବିଜେଡି)

ବସ୍ତା-୧୪: ବିଷ୍ଣୁପ୍ରିୟା ବୁଗୁ (ବିଜେଡି)

ବାହାନଗା-୧୮: ନୀଳାମ୍ବର ମହାଳିକ(ବିଜେଡି)

ବାଲିଆପାଳ-୨୧: କାଞ୍ଚନ ଜେନା(ବିଜେଡି)

ଭୋଗରାଇ-୩୦: ଗିରୀଶ କୁମାର ଦତ୍ତ(ବିଜେଡି)

ଭୋଗରାଇ-୩୧: ଦମୟନ୍ତୀ ସାହୁ(ବିଜେଡି)

ରେମୁଣା-୩୯: ଅଭିମନ୍ୟୁ ଧିନ୍ଦା(ବିଜେଡି)

ସିମୁଳିଆ-୪୦: କ୍ଷିତିଶ କୁମାର ମହାନ୍ତି(ବିଜେଡି)

ସୋର-୪୩: ରେବତୀ ନାୟକ(ବିଜେଡି)

ଖଇରା-୩: ଗଜେନ୍ଦ୍ର ପ୍ରସାଦ ଦାସ(ଭାଜପା)

ବାଲେଶ୍ୱର-୨୫: ଗୟାଧର ବେହେରା(ଭାଜପା)

 


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri