ବିଜେପୁର ଉପନିର୍ବାଚନ: ଭୋଟ ଦେଲେ ବିଜେଡି ପ୍ରାର୍ଥିନୀ ରୀତା ସାହୁ

ବରଗଡ଼ ଅଫିସ/ବରପାଲି,୨୧।୧୦(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ପାଇଁ ସୋମବାର ବିଜେଡି ପ୍ରାର୍ଥିନୀ ରୀତା ସାହୁ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ବରପାଲି ସମଲେଶ୍ବରୀ ୟୁଜିୟୁପି ସ୍କୁଲର ବୁଥ୍‌ ନଂ.୨୧କ ଯାଇ ସେ ମତଦାନ କରିଛନ୍ତି। ବିଜେଡି ପ୍ରତି ବିଜେପୁର ନିର୍ବାଚନ ମଣ୍ଡଳୀବାସୀଙ୍କ ଆସ୍ଥା ରହିଛି ଏବଂ ଏଥର ପୁଣି ଏଠାରେ ବିଜେଡିର ବିଜୟ ହେବ ବୋଲି ରୀତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ ହେବ କି ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ? ୟୁରୋପର ୪୪ ଦେଶରେ ମୁସଲମାନ ଶାସନ!

ନୂଆଦିଲ୍ଲୀ,୧୮।୪: ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ୨୦୪୩ ସୁଦ୍ଧା ମୁସଲିମ ସମ୍ପ୍ରଦାୟ ୟୁରୋପରେ ମହାନ ରାଜନୈତିକ ଶକ୍ତି ହାସଲ କରିବେ। ୨୦୨୫ରୁ ୟୁରୋପରେ ଏକ ବଡ଼...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ...

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି...

ବୁଲାଣି ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଛିଟିକି ପଡ଼ି…

ମୋହନା,୧୮।୪ ( ମନ୍ମଥ ମିଶ୍ର ): ଗଞ୍ଜାମ ଜିଲା ମୋହନା ସ୍ଥିତ ଲାଦୃମା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଶୁକ୍ରବାର ରାତି ୯ଟାରେ ଦୁଇ ବାଇକ...

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ...

ଦିଗପହଣ୍ଡିରେ ରାମଚରିତ ମାନସ ପାରାୟଣ ଶୁଭାରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସିଂହଦାର ସମ୍ମୁଖରେ ଶୁକ୍ରବାର ସାରୁ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ...

BJD: ନବୀନ ନିବାସରେ ହେଲା ଫାଇନାଲ, କାଲି ବଡ଼ ଘୋଷଣା!

ଭୁବନେଶ୍ୱର,୧୮।୪: ବିଜୁ ଜନତା ଦଳ (ବିଜେଡି) ସଂଗଠନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image