ବିଦ୍ୟୁତ ସଂସ୍ପର୍ଶରେ ଆସି ଶ୍ରମିକଙ୍କ ଜୀବନ ଗଲା

ବରଗଡ଼ ଅଫିସ,୨୧।୮: ବରଗଡ଼ ସହର ଉପକଣ୍ଠ ବରଡୋଲ ଗ୍ରାମରେ ବୁଧବାର ଏକ ଘର ଛାତ ପକାଉ ଥିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକ ହେଲେ, ଅତାବିରା ଥାନା ଖରମୁଣ୍ଡା ପଞ୍ଚାୟତ ଲାମିପାଲି ଗ୍ରାମର ଚୂଡ଼ାମଣି ଭୁଏ(୩୦)। ପ୍ରକାଶ ଯେ, ମୃତ ଶ୍ରମିକ ବରଡୋଲ ଗ୍ରାମର ଏକ ନିିର୍ମାଣାଧୀନ ଘର ଛାତ ପକାଇବା କାମରେ ନିୟୋଜିତ ଥିଲେ। ଛାତ କାମ କରୁଥିବା ସମୟରେ ଉପରେ ଯାଇଥିବା ୧୧କେଭି କ୍ଷମତା ସମ୍ପନ୍ନ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗ ତସ୍କରୀ ପାଇଁ ପିଲା ଚୋରି: ମହିଳାଙ୍କ ସହ ଅପହରଣ କରିଥିବା ଯୁବକ ଗିରଫ

ଭୁବନେଶ୍ୱର,୧୫।୪: ଭୁବନେଶ୍ୱରରୁ ଅପହୃତ ଶିଶୁପୁତ୍ର ବାଲେଶ୍ୱରରୁ ଉଦ୍ଧାର ହୋଇଛି। ପୋଲିସର ଏକ ସ୍ବତନ୍ତ୍ର ଟିମ୍‌ ବାଲେଶ୍ୱରରୁ ପିଲା ଚୋରଙ୍କୁ ଧରିବା ସହ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଛି।...

ଯୁବକଙ୍କ ଉନ୍ମତ୍ତକାଣ୍ଡ: ଧରି ନିର୍ଧୁମ ଛେଚିଲେ ଲୋକେ

ବଲାଙ୍ଗୀର,୧୫।୪: ବଲାଙ୍ଗୀର ସହରରୁ ପୁଣି ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ସହରରେ ଜଣେ ନିଶାସକ୍ତ ଯୁବକ ଉନ୍ମତ୍ତକାଣ୍ଡ ଭିଆଇଛନ୍ତି। ଯୁବକ ଜଣକ ନିଶାସକ୍ତ ଅବସ୍ଥାରେ...

‘ଯୁବତୀ ଜାଣିଶୁଣି ଘରୁ ଚାଲିଯାଇଥିଲେ ଆଉ ରଖିଥିଲେ ଶାରିରୀକ ସମ୍ପର୍କ’, POCSO ମାମଲାରେ ଜେଲରେ ଥିବା ଯୁବକଙ୍କୁ ମୁକ୍ତ କଲେ କୋର୍ଟ

ମୁମ୍ବାଇ,୧୫।୪: ବମ୍ବେ ହାଇକୋର୍ଟ POCSO ମାମଲାରେ ତିନି ବର୍ଷ ଜେଲରେ ଥିବା ଜଣେ ୨୨ ବର୍ଷୀୟ ଯୁବକଙ୍କୁ ମୁକ୍ତ କରିଛନ୍ତି। ଯୁବକଙ୍କୁ ମୁକ୍ତ କରିବା ସମୟରେ...

LSG vs CSK: ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର ଜିତିବା ପରେ ଧୋନୀ ଆଶ୍ଚର୍ଯ୍ୟ ହୋଇ କହିଦେଲେ ଏମିତି କଥା

ଲକ୍ଷ୍ନୌ,୧୫।୪: ଲକ୍ଷ୍ନୌର ଏକାନା କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଏମଏସ ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ଲକ୍ଷ୍ନୌ ସୁପର ଜଏଣ୍ଟସକୁ ୫ ଉଇକେଟ୍‌ରେ ପରାସ୍ତ...

ବଡ଼ ରେକର୍ଡ କଲେ ଧୋନୀ: ବିଶ୍ୱର ପ୍ରଥମ ଖେଳାଳି ଭାବେ IPLରେ କଲେ ଏମିତି କାରନାମା

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୫ LSG ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯାଇଥିବା ଏକ ମ୍ୟାଚରେ ଅଧିନାୟକ ମହେନ୍ଦ ସିଂ ଧୋନୀ ଏକ ବଡ଼ ରେକର୍ଡ...

ଆମ୍ବେଡକରଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ଜରୁରୀ

ଥୁଆମୂଳ ରାମପୁର,୧୫।୪-(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଥୁଆମୂଳ ରାମପୁର ସଦର ମହକୁମା ଠାରେ ଦଳିତ ସଚେତନ ସଂଗଠନ ଥୁଆ ମୂଳ ରାମପୁର ଆନୁକୂଲ୍ୟରେ ସମ୍ବିଧାନ ପ୍ରଣେତା ବିଶ୍ବରତ୍ନ...

ଡହଡହ ଖରାକୁ ଖାତିର କଲେନି ଭକ୍ତ

ଗଞ୍ଜାମ,୧୪।୪(ବିଦ୍ୟାଧର ସାହୁ ): ପ୍ରବଳ ଗ୍ରୀଷ୍ମ ପ୍ରବାହ ସତେ ଡହ ଡହ ଖରାରେ ଦାମୋଦର ପୁରସ୍ଥିତ ମା’ ଦକ୍ଷିଣ କାଳୀ ମନ୍ଦିରରେ ମେରୁସଂକ୍ରାନ୍ତି ଦେଖିବାକୁ ଭକ୍ତ...

Mehul Choksi: କିଏ ସେହି ମହିଳା? ଯାହାଙ୍କ ଉପରେ ଲାଗିଛି ଚୋକସିଙ୍କୁ ହନିଟ୍ରାପରେ ଫସାଇବାର ଅଭିଯୋଗ

ନୂଆଦିଲ୍ଲୀ,୧୫।୪: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB)ର ୧୩,୫୦୦କୋଟି ଟଙ୍କାର ଋଣ ଠକେଇ ମାମଲାରେ ପଳାତକ ମେହୁଲ ଚୋକସି ବେଲଜିୟମ ପୋଲିସର ହେପାଜତରେ ଅଛନ୍ତି। ଭାରତ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image