ବିଶୋଧନ କରାଗଲା ଦାରିଙ୍ଗବାଡ଼ି ବଜାର

ଦାରିଙ୍ଗବାଡ଼ି,୩।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବଜାର ଶିବମନ୍ଦିର ଛକ ଠାରୁ ତିନିଛକ, ଲକ୍ଷ୍ମୀବଜାର, ଚାରିଛକ, ବ୍ଲକରୋଡ଼, ମେଡିକାଲ, ବସ୍‌ଷ୍ଟାଣ୍ଡ ଅଞ୍ଚଳରେ ଶୁକ୍ରବାର ପୂର୍ବାହ୍ନଠାରୁ ବିଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି। ଦାରିଙ୍ଗବାଡ଼ି ଅଗ୍ନିଶମ ବିଭାଗ ମାଧ୍ୟମରେ ଏହା କରାଯାଉଛି। ପରବର୍ତ୍ତୀ ସମୟରେ ଉକ୍ତ ବ୍ଲକର ବିଭିନ୍ନ ଗଁା ଗୁଡ଼ିକରେ କରାଯିବ ବୋଲି ଜଣାପଡ଼ିଛି। କରୋନା ସଂକ୍ରମଣ ପ୍ରତିହତ ପାଇଁ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଏଭଳି ପଦକ୍ଷେପ ନିଆଯାଇଛି। ହାଇପୋ କ୍ଳୋରାଇଡ ଏବଂ ବ୍ଳିଚିଂ ପାଉଡର ମିଶ୍ରଣରେ ସମସ୍ତ ବିଲ୍ଡିଂ, ଯାତାୟତ କରୁଥିବା ଗାଡ଼ିମୋଟର ସହ ରାସ୍ତାଘାଟରେ ଏହାକୁ ଷ୍ପ୍ରେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ଆଉ ଏକ ବୋମା ଫୁଟାଇବେ ଟ୍ରମ୍ପ, ସାରା ବିଶ୍ୱକୁ କରିବେ ଚକିତ! ୨୦ ଏପ୍ରିଲକୁ ଲାଗୁ ହୋଇପାରେ…

ଓ୍ବାଶିଂଟନ,୧୫।୪: ଜାନୁଆରୀ ୨୦ରେ ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ, ସେ ଯେଉଁ ପ୍ରଥମ ଆଦେଶ ଜାରି କରିଥିଲେ ତାହା...

୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିଲା ଡିଜେ: ଚାଲିଗଲା ୨ ଜୀବନ, ୭ ଆହତ

ଭଦ୍ରକ/ତିହିଡ଼ି,୧୪ା୪(ସନାତନ ରାଉତ/ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ୍‌ ନୂଆନନ୍ଦ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ପାଟୁଆ ଶୋଭାଯାତ୍ରା ବେଳେ ଅଘଟଣ ଘଟିଛି। ଶୋଭାଯାତ୍ରାରେ ଆସୁଥିବା ଡିଜେ...

ଜୟ ଶ୍ରୀରାମ ଧ୍ବନିରେ କମ୍ପିଲା ସହର

ବାଲୁଗଁା/ବାଣପୁର,୧୫।୪(ସଂଗ୍ରାମ ପାଇକରାୟ/ଦିଲୀପ ସ୍ବାଇଁ): ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ ଉପଲକ୍ଷେ ସୋମବାର ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡ ପକ୍ଷରୁ ଏକ...

ବାଇକ୍‌କୁ ଚାପିଦେଲା ଟ୍ରକ୍‌: ୩ ମୃତ

ବଡ଼ଗାଁ,୧୫।୪: ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ମରିଚିମୁଣ୍ଡା ନିକଟରେ ମଙ୍ଗଳବାର ସକାଳୁ ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ୩ଜଣ...

୮ ମାସ ପରେ ବି ମିଳୁନି ରାଜ୍ୟ ସ୍ବତନ୍ତ୍ର କାର୍ଯ୍ୟ ଖସଡ଼ା, ସମନ୍ୱୟ କିଏ ରକ୍ଷା କରୁଛି: ଅନୁ

ଭୁବନେଶ୍ୱର,୧୫।୪ (ରବିନାରାୟଣ ଜେନା): ସମନ୍ବୟ ରକ୍ଷା କରୁଛି କିଏ? ବିଭାଗୀୟ ଅଧିକାରୀଙ୍କ ଅବହେଳାକୁ ନେଇ ଏହିଭଳି ମନ୍ତବ୍ୟ ଦେଇଛନ୍ତି ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ...

ସରକାରୀ ନୋଟିସ ମୂଲ୍ୟହୀନ: କେନ୍ଦ୍ରାପଡ଼ାରେ ସର୍ବାଧିକ ବାଂଲାଦେଶୀ ଅନୁପ୍ରବେଶକାରୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ବାଂଲାଦେଶ ଓ କେନ୍ଦ୍ରାପଡ଼ା ଜିଲା ମଧ୍ୟରେ ଖୋଲାମେଲା ସମୁଦ୍ର। ଏହି ଦୂରତା ଅତିକ୍ରମ କରିବା ପାଇଁ ସି ସଟ୍‌ଲକୁ ମାତ୍ର ୮...

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

ସ୍କୁଟି ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image