ବେଆଇନ କରତକଳ ଉପରେ ଚଢ଼ାଉ : ୩ ମାଲିକଙ୍କ ସମେତ ୧୧ ଅଟକ

ଭୋଗରାଇ, ୨୮।୯(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ୩ଟି ବେଆଇନ କରତକଳ ଉପରେ ଶନିବାର ଟାସ୍କଫୋର୍ସ ଓ ପୋଲିସ୍‌ ଆକସ୍ମିକ ଭାବେ ଚଢ଼ାଉ କରିଛି। ଚନ୍ଦନେଶ୍ୱର ନିକଟବର୍ତ୍ତୀ ଚଣ୍ଡୀସିଂପୁର, ଜଗନ୍ନାଥପୁର ଓ ନିମାତ୍‌ପୁର ନିକଟସ୍ଥ ବେଲାଗ୍ରାମରେ ବେଆଇନ ଭାବେ କରତକଳ ଚାଲୁଥିବା ଖବରପାଇ ଟାସ୍କଫୋର୍ସର ଡିଏସ୍‌ପି ମନୋଜ ରାଉତ ଓ ଜଳେଶ୍ୱର ଏସ୍‌ଡ଼ିପିଓ ସୁଦର୍ଶନ ଦାସଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା। ୩ଟି ସ୍ଥାନରୁ ୩ମାଲିକଙ୍କ ସମେତ ୧୧ଜଣ କର୍ମଚାରୀଙ୍କୁ ପୋଲିସ ଭୋଗରାଇ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଟାସ୍କଫୋର୍ସ ବନବିଭାଗକୁ ଖବର ଦେଇଥିଲେ ମଧ୍ୟ ବନବିଭାଗ ସେଠାରେ ପହଞ୍ଚତ୍ନାହଁି। ଖବରଲେଖା ହେବା ପର୍ଯ୍ୟନ୍ତ ୩ କରତକଳର କାଠ କିମ୍ବା ଯନ୍ତ୍ରାଂଶ ଜବତ ହୋଇ ନ ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ

ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ...

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ବାଲିଗୁଡା,୨୫।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri