ବାଲିଆପାଳ, ୨୭ା୭(ଡି.ଏନ.ଏ.)-ବାଲିଆପାଳ ଥାନା ଡଗରା ବେଳାଭୂମିରେ ଶୁକ୍ରବାର ପାନ୍ଥ ନିବାସର ପଶ୍ଚିମପଟ ଝାଉଁଜଙ୍ଗଲରେ ଏକ ଅଜଣା ପ୍ରେମୀଯୁଗଳ ଆତ୍ମହତ୍ୟା କରିଛନ୍ତି ା ପାଖାପାଖି ଦୁଇଟି ଝାଉଁଗଛରେ ଦୁଇ ଜଣ ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି ା ପ୍ରେମୀଯୁଗଳଙ୍କ ମଧ୍ୟରୁ ଝିଅ ପିଲାଟି ପିନ୍ଧିଥିବା ଡ୍ରେସରୁ ଏକ କଲେଜ ଛାତ୍ରୀ ବୋଲି ଜଣାପଡିଛି। ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର କରାଯାଇପାରିନାହିଁ। ଶନିବାର ଏହାର ତଦନ୍ତ କରାଯିବ ବୋଲି ଜାମକୁଣ୍ଡା ଫାଣ୍ଡି ଅଧିକାରୀ ଶାରଦା ପ୍ରସନ୍ନ ମୁଦୁଲି କହିଛନ୍ତି।

ବଜ୍ରପାତ ନେଲା ଜଣଙ୍କ ଜୀବନ
ବାଲେଶ୍ୱର,୧୮ା୪: ବାଲେଶ୍ୱର ଜିଲା ରେମୁଣା ଜଗନ୍ନାଥପୁର ଗାଁରେ ବଜ୍ରପାତ ଘଟି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫକୀରମୋହନ ଗୋଲେଇରେ ଏକ ବିରାଟ କଦମ୍ବ ଗଛ ଭାଙ୍ଗି...

ହାତ ଧରାଧରି ହୋଇ ଆରପାରିକୁ ଚାଲିଗଲେ ଦୁଇ ଭଉଣୀ
ବସ୍ତା, ୧୬।୪(ହରିଶଙ୍କର ପାଢ଼ି): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗାନ୍ଧୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଏକ ଦୁଃଖଦ ଘଟଣା ଘଟିଛି।...

କୋଇଲା ବୋଝେଇ ଟ୍ରେନ୍ରେ ଲାଗିଲା ନିଆଁ
ସୋର,୧୬।୪: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେଟ୍ରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ...

୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ
ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ...

ବିଶ୍ୱ ପ୍ରସିଦ୍ଧ ଚନ୍ଦନେଶ୍ୱରଜୀଉଙ୍କ ପାଟ ଉତ୍ସବ: ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ
ଭୋଗରାଇ,୧୩ା୪(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଚନ୍ଦନେଶ୍ୱର ମହାଦେବଙ୍କ ବିଶ୍ୱ ପ୍ରସିଦ୍ଧ ଚୈତ୍ର ଚଡ଼କ ମେଳା ରବିବାର ପ୍ରତିକୂଳ ପାଗ ସତ୍ତ୍ୱେ ଧର୍ମୀୟ...

ହାତଗୋଡ଼ ବାନ୍ଧି ପୋଷ୍ଟମାଷ୍ଟରଙ୍କୁ ଘରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ୫ ଲକ୍ଷ ଟଙ୍କା
ସୋର,୧୩ା୪(ଜନ୍ମେଜୟ ମିଶ୍ର): ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ଗ୍ରାମର ପୋଷ୍ଟମାଷ୍ଟର ବଟକୃଷ୍ଣ ମଲିକଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା, ୫ ଲକ୍ଷ ଟଙ୍କା ଲୁଟ୍...

ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…
ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା...

୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ବେପାରୀଙ୍କୁ ବାନ୍ଧିଲା ପୋଲିସ
ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍ଜିଦ୍ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି।...