ଭକ୍ତଶୂନ୍ୟ ରଥଯାତ୍ରା ପାଇଁ କୋର୍ଟଙ୍କ ଆଗରେ ଯୁକ୍ତି ରଖନ୍ତୁ ସରକାର: ପୁରୀ ବିଧାୟକ

ପୁରୀ ଅଫିସ୍‌,୨୧।୬: ଭକ୍ତଶୂନ୍ୟ ରଥଯାତ୍ରା କିପରି ହୋଇପାରିବ ସେନେଇ ତ୍ୱରିତ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି ପୁରୀ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ। ରଥଯାତ୍ରା ବନ୍ଦ ନେଇ ସୁପ୍ରିମକୋର୍ଟ ଯେଉଁ ରାୟ ଦେଇଛନ୍ତି ତାହା ଦ୍ୱାରା କୋଟି କୋଟି ଭକ୍ତ ନିରାଶ ହୋଇପଡିଛନ୍ତି। ତେଣୁ ଭକ୍ତଶୂନ୍ୟ ରଥଯାତ୍ରା କରିବା ଲାଗି ରାଜ୍ୟ ସରକାର ସୁପ୍ରିମକୋର୍ଟ ରେ ମଡିଫିକେଶନ ପିଟିଶନ ଦାୟର କରନ୍ତୁ ବୋଲି ଜୟନ୍ତ ଚିଠିରେ ଉଲ୍ଲେଖ କରିଛନ୍ତି। ସ୍ଥାନୀୟ ଜନପ୍ରତିନିଧି ଭାବେ ସେ ଭକ୍ତଶୂନ୍ୟ ରଥଯାତ୍ରା ଲାଗି ସରକାରଙ୍କୁ ସମ୍ପୂର୍ଣ୍ଣ ଭାବେ ସହଯୋଗ କରିବେ। ସେ ଆହୁରି ମଧ୍ୟ କହିଛନ୍ତି, ପୁରୀକୁ ଶଟ୍‌ଡାଉନ୍‌ କରି ରଥଯାତ୍ରା କରାଯାଇପାରିବ ବୋଲି ସୁପ୍ରିମକୋର୍ଟଙ୍କ ନିକଟରେ ସୁନିଶ୍ଚିତ କରାଗଲେ ରାୟର ପୁନର୍ବିଚାର ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡିଲେ ସୁନା ବ୍ୟବସାୟୀ: ଦୀପାବଳି ସାରି ଶାନ୍ତିରେ ଶୋଇଗଲେ ଯେ, ଆଉ…

ଜୟପୁର,୧ା୧୧: ଧନତେରସରେ ସିଟି/ଜିଏସ୍‌ଟି ଚଢ଼ାଉ ପରେ ଭାଙ୍ଗିପଡ଼ିଲେ ସୁନା ବ୍ୟବସାୟୀ। ଘଟଣାର ୨ ଦିନ ପରେ ବୁଜିଲେ ଆଖି। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ...

ଗାଧୋଇବା ବେଳେ ଅଘଟଣ: ଭାସିଯାଇ ୨ ନିଖୋଜ

ଝାରସୁଗୁଡ଼ା,୧।୧୧: ଝାରସୁଗୁଡ଼ା ଜିଲା ଇବ୍‌ ନଦୀର ବୁଢ଼ୀପଦର ଘାଟରେ ଶୁକ୍ରବାର ଗାଧୋଇବା ବେଳେ ଏକ ଅଘଟଣ ଘଟିଛି। ପାଣିରେ ଭାସିଯାଇ ୨ଜଣ ନିଖୋଜ ହୋଇଯାଇଥିବା ଜଣାପଡିଛି।...

ହସ୍ପିଟାଲରେ ଭର୍ତ୍ତି ହେଲେ ବରିଷ୍ଠ ଭାଜପା ନେତା

କଟକ,୧।୧୧: ବରିଷ୍ଠ ଭାଜପା ନେତା ସମୀର ଦେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଶୁକ୍ରବାର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲର ତାଙ୍କୁ ଭର୍ତ୍ତି କରାଯାଇଛି। ସେ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କେନ୍ଦୁଝରରେ ହେବ ମେଗା ଷ୍ଟିଲ ପ୍ରକଳ୍ପ

କେନ୍ଦୁଝର,୧।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ନିଶ୍ଚିତ ଭାବରେ ମେଗା ଇସ୍ପାତ କାରଖାନା ହେବ। ଶୁକ୍ରବାର ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝର ଜିଲା...

ବିଦ୍ୟୁତ୍‌ ଆଘାତରେ ଚାଲିଗଲା କଲେଜ ଛାତ୍ରଙ୍କ ଜୀବନ

ବୁଗୁଡ଼ା,୧ା୧୧(କାଳିଚରଣ ଦାଶ): ବୁଗୁଡା ବୁଦ୍ଧଖୋଲ ଛକସ୍ଥିତ ଏକ ବାଇକ୍‌ ଗ୍ୟାରେଜରେ ବିଦ୍ୟୁତ୍‌ ଆଘାତରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଅନ୍ତରପଡା ଗ୍ରାମର...

ମାଛ ଧରିବା ଉପରେ ୭ ମାସ କଟକଣା

ଭୁବନେଶ୍ୱର,୧।୧୧: ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ଆଜିଠାରୁ ମେ ୩୧ ତାରିଖ ପର୍ଯ୍ୟନ୍ତ ୭ ମାସ ମାଛ ଧରିବା ଉପରେ ବନ ବିଭାଗ ପକ୍ଷରୁ କଟକଣା...

ସ୍କ୍ରବ ଟାଇଫସ୍‌ ନେଲା ଆଉ ଜଣଙ୍କ ଜୀବନ

ବିନିକା,୧।୧୧: ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସମ୍ବଲପୁର ଜିଲା ବୁର୍ଲା ଏକ ଘରୋଇ ନର୍ସିଂ ହୋମ୍‌ରୁ...

ଆମ୍ବ ଟାକୁଆ ଖାଇ ଜୀବନମରଣ ସହ ସଂଗ୍ରାମ କରୁଛନ୍ତି ୬ ବ୍ୟକ୍ତି: ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଆରମ୍ଭ

ଦାରିଙ୍ଗବାଡି, ୧।୧୧ (ଅରୁଣ ସାହୁ )-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଘଟଣାର ତଦନ୍ତ ନିର୍ଦ୍ଦେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri