ଭଙ୍ଗା ଘରେ କଟୁଛି କରୁଣାକରଙ୍କ ଜୀବନ

ଅନୁଗୋଳ ଅଫିସ, ୩୧।୫- ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତ ହମାମୀରା ଗ୍ରାମର କରୁଣାକର ସାହୁଙ୍କ ଛପର ଫନୀରେ କ୍ଷତିଗ୍ରସ୍ତ ହୋଇଥିଲା। ତାଙ୍କ ଘର ମଧ୍ୟ ଭାଙ୍ଗି ଯାଇଥିଲା। କିନ୍ତୁ ସରକାରୀ ସହାୟତା ତ ଦୂରର କଥା ଅଦ୍ୟାବଧି ମୁଣ୍ଡ ଗୁଞ୍ଜିବା ପାଇଁ ତାଙ୍କୁ ଜରି ପାଲଟିଏ ମଧ୍ୟ ପ୍ରଦାନ କରାଯାଇ ନାହିଁ। ଫଳରେ ମୁଣ୍ଡଫଟା ଖରାରେ ଭଙ୍ଗାଦଦରା ଘରେ ସେ ମୁଣ୍ଡ ଗୁଞ୍ଜୁଥିବା ଅଭିଯୋଗ କରିଛନ୍ତି।
କରୁଣାକରଙ୍କୁ ମିଶାଇ ତାଙ୍କ ପରିବାରର ମୋଟ୍‌ ୬ ଜଣ କେତେବେଳେ ଭଙ୍ଗା ଘରେ ତ କେବେ ଖୋଲା ଆକାଶ ତଳେ ରହୁଛନ୍ତି। ପ୍ରଶାସନର କୌଣସି ଅଧିକାରୀ ତାଙ୍କ ନିକଟରେ ପହଞ୍ଚତ୍ ନାହାନ୍ତି। ୧୫ ଦିନ କାଳ ଖୋଲା ଆକାଶ ତଳେ ବୃଦ୍ଧ ବାପା ଓ ଦୁଇ ପିଲାଙ୍କ ସହ ପଡ଼ିରହିବା ପରେ ଏବେ ଏକ ଝାଟିମାଟି ଘର କରି ସେଥିରେ ପିଲାଙ୍କୁ ଥଇଥାନ କରିଛନ୍ତି। ତେବେ ଫନୀକୁ ପାଖାପାଖି ମାସେ ପୂରିବାକୁ ଯାଉଥିବାବେଳେ କରୁଣାକରଙ୍କୁ ସହାୟତା ପ୍ରଦାନ କରା ନ ଯିବା ନେଇ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଅନୁଗୋଳ ତହସିଲଦାର ବିଚିତ୍ରାନନ୍ଦ ନାୟକ କହିଛନ୍ତି ଯେ, ଘର ଭଙ୍ଗା ଲୋକଙ୍କୁ ତୁରନ୍ତ ପଲିଥିନ ମିଳିବା କଥା। କିନ୍ତୁ ତାଙ୍କୁ କାହିଁକି ପ୍ରଦାନ କରାଯାଇ ନାହିଁ ସେ ସମ୍ପର୍କରେ ଅନୁଧ୍ୟାନ କରାଯିବ। ଘର ଭଙ୍ଗା ଟଙ୍କା ବର୍ତ୍ତମାନ ସୁଦ୍ଧା ଆସି ନ ଥିବାରୁ


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…

ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri