ଶରୀରରେ ଭାତୁଡ଼ି ହେଉଥିଲେ ବିନା ଅସ୍ତ୍ରୋପଚାରରେ ମଥି ଦୂର ଏହାକୁ କରିହେବ। କିଛି ପ୍ରାକୃତିକ ଉପାୟ ଅବଲମ୍ବନ କରି ଏହି ସମସ୍ୟାରୁ ମୁକ୍ତି ପାଆନ୍ତୁ।
ରସୁଣ: ରସୁଣର କିଛି ପାଖୁଡ଼ା ଛଡ଼ାଇ ଏହାର ଏକ ପେଷ୍ଟ ପ୍ରସ୍ତୁତ କରି ଭାତୁଡ଼ି ହୋଇଥିବା ସ୍ଥାନରେ ଘଷନ୍ତୁ। ଏପରି କିଛି ସପ୍ତାହ କରନ୍ତୁ।
ଲେମ୍ବୁରସ: ଭାତୁଡ଼ି ହୋଇଥିବା ସ୍ଥାନରେ ଲେମ୍ବୁରସ ଲଗାଇଲେ ଲାଭଦାୟକ ହୋଇଥାଏ।
ଆଳୁରସ: ଭାତୁଡ଼ି ହଟାଇବା ପାଇଁ ଆଳୁରସ ଏକ ଭରିନେବାକ ବିକଳ୍ପ। ରାତିସାରା ଆଳୁରସକୁ ଭାତୁଡ଼ି ହୋଇଥିବା ସ୍ଥାନରେ ଲଗାଇ ଶୁଅନ୍ତୁ।
ସକାଳୁ ଉଠି ଭଥି, ଭାବରେ ଧୋଇଦିଅନ୍ତୁ।
ବେକିଂ ସୋଡ଼ା: ତ୍ୱଚା ସମସ୍ୟା ଲାଗି ବେକିଂ ସୋଡ଼ା ବ୍ୟବହାର ସବୁଠୁ ଭଲ। ଜଡ଼ାତେଲରେ ବେକିଂ ସୋଡ଼ା ମିଶାଇ ଏଣ ପ୍ରସ୍ତୁତ କରି ଭାତୁଡ଼ି ହୋଇଥିବା ସ୍ଥାନରେ ଲଗାନ୍ତୁ। ଏପରି ଲଗାତର କିଛିଦିନ କରନ୍ତୁ। ଦେଖିବେ କିଛିଦିନ ମଧ୍ୟରେ ଏହି ସମସ୍ୟା ଦୂର ହୋଇଯିବ।