ଭିମସାରରେ ୪ ନମୂନା ନେଗେଟିଭ୍‌

ସମ୍ବଲପୁର,୪।୪(ବ୍ୟୁରୋ): ବୁର୍ଲା ଭିମସାରେ ଭର୍ତ୍ତି ହୋଇଥିବା ୪ସନ୍ଦିଗ୍ଧଙ୍କ ରକ୍ତ ନମୂନା ପରୀକ୍ଷା ରିପୋର୍ଟ ଶନିବାର ଆସିଛି। ସମସ୍ତ ରିପୋର୍ଟ ନେଗେଟିଭ୍‌ ଆସିଥିବା ଜଣାପଡ଼ିଛି। ୪ସନ୍ଦିଗ୍ଧଙ୍କ ମଧ୍ୟରୁ ୨ଜଣ ହୀରାକୁଦ ଓ ୨ଜଣ ବୁର୍ଲା ଅଞ୍ଚଳର ବୋଲି ସୂଚନା ରହିଛି। ଦିଲ୍ଲୀ ନିଜାମୁଦ୍ଦିନରୁ ଫେରନ୍ତା ସନ୍ଦେହରେ ମାର୍ଚ୍ଚ ୩୧ରେ ପୋଲିସ ଚଢ଼ାଉ କରି ଉକ୍ତ ୪ଜଣ ବ୍ୟକ୍ତିଙ୍କୁ ବୁର୍ଲା ଭିମସାରରେ ଭର୍ତ୍ତି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥରାଇବ ଜାଡ, ୨୦ ଡିଗ୍ରୀ ତଳେ ୩୦ ସହର

ଭୁବନେଶ୍ୱର,୧୭ା୧୧(ଅନୁରାଧା ମହାରଣା): ଗତ ୨ଦିନ ହେବ ପାରଦ ତଳମୁହଁା ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଶନିବାର ପାରଳାଖେମୁଣ୍ଡିରେ...

ଭାରତୀୟ ବିଶ୍ୱବିଦ୍ୟାଳୟରେ ୭୧% ନାମଲେଖାରୁ ବଞ୍ଚିତ

ହାଇଦ୍ରାବାଦ/ଭୁବନେଶ୍ୱର(ବନ୍ଦନା ସେଠୀ),୧୭ା୧୧: ଦେଶର ବିଶ୍ୱବିଦ୍ୟାଳୟଗୁଡ଼ିକରେ ମାତ୍ର ୨୯% ଛାତ୍ରୀଛାତ୍ର ନାମ ଲେଖାଇପାରୁଛନ୍ତି। ଅବଶିଷ୍ଟ ୭୧% ଛାତ୍ରୀଛାତ୍ର ଭାରତୀୟ ୟୁନିଭର୍ସିଟିରେ ପାଠପଢ଼ାର ସୁଯୋଗ ପାଉନାହାନ୍ତି ବୋଲି ନୀତି...

ପୁଞ୍ଜିନିବେଶକାରୀଙ୍କ ପ୍ରଥମ ପସନ୍ଦ ହେବ ଓଡ଼ିଶା: ମୋହନ

ଭୁବନେଶ୍ୱର,୧୭ା୧୧(ଅନିଲ ଦାସ): ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ ଦେବେ।...

ଦାଣ୍ଡ ମଝିରେ ଯୁବକଙ୍କୁ ଗୁଳି, କାନ୍ଧରେ ବାଜି…

ନବରଙ୍ଗପୁର/ଝରିଗାଁ,୧୬ା୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ଅଧୀନ ବାସୁଦେବଗୁଡ଼ା ଗାଁର ଡମନା ଭତରା(୩୦)ଙ୍କୁ ସେହିଗାଁର କପୁର ଭତରା ଦେଶୀ ବନ୍ଧୁକରେ ଗୁଳି...

ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢୁଛି ଚୋରି, ରୋଗୀଙ୍କୁ ଲୁଟୁଛନ୍ତି…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟ ପରିସରରୁ ରୋଗୀ ତଥା ରୋଗୀ ସମ୍ପର୍କୀୟଙ୍କ ବିଭିନ୍ନ ସାମଗ୍ରୀ ଚୋରି ହେଉଛି। ଫଳରେ ଏହାକୁ ନେଇ ଅସନ୍ତୋଷ...

୪ ବର୍ଷ ପରେ ଆସିଲା ରାୟ: ଦୋଷୀଙ୍କୁ ମିଳିଲା ୧୦ ବର୍ଷ ଜେଲ୍‌ଦଣ୍ଡ

ରାଉରକେଲା,୧୬।୧୧(ସଙ୍ଗୀତା ଜେନା): ୨୦୨୧ ଡିସେମ୍ବର ୨୧ତାରିଖରେ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ସେକ୍ଟର-୨୧ ସ’ ମିଲ୍‌ ଛକରେ ୨ଜଣ ଯୁବତୀଙ୍କୁ ଅଶାଳୀନ ଭାଷାରେ କମେଣ୍ଟମରାକୁ ବିରୋଧ କରିବାରୁ...

ସ୍କୁଲରୁ ସାଇକେଲ୍‌ରେ ଘରକୁ ଫେରୁଥିଲେ ଛାତ୍ର, ଧକ୍କାଦେଲା ପୋଲିସ ଗାଡ଼ି, ଆଉ ତା’ ପରେ…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜେଲରୋଡ୍‌ ରାସ୍ତାରେ ଶନିବାର ଅପରାହ୍ନରେ ଏକ ପୋଲିସ ଗାଡ଼ି ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କ ନାମ...

ପୂର୍ତ୍ତମନ୍ତ୍ରୀଙ୍କ ବଡ଼ ସୂଚନା: ରାସ୍ତା ନିର୍ମାଣରେ ଆସିବ ନୂଆ ନୀତି, ବିନା ଅନୁମତିରେ ରାସ୍ତା ଖୋଳିଲେ…

ଭୁବନେଶ୍ୱର,୧୬ା୧୧: ରାସ୍ତା ନିର୍ମାଣରେ ନୂଆ ନୀତି ଆସିବ। ଏନେଇ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୫୦...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri