ଭିମ୍‌ସାର, ଏସ୍‌ସିବି ନର୍ସିଂ କଲେଜ୭୦ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ବୁର୍ଲାସ୍ଥିତ ଭିମ୍‌ସାର ନର୍ସିଂ କଲେଜ ଓ କଟକ ଏସ୍‌ସିବି ନର୍ସିଂ କଲେଜ ପାଇଁ ୭୦ ନୂତନ ପଦବୀ ସୃଷ୍ଟି କରିବା ନିମନ୍ତେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଭିମ୍‌ସାର ସରକାରୀ ନର୍ସିଂ କଲେଜରେ ୨୪ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଥିବା ବେଳେ ୭ ସହାୟକ କର୍ମଚାରୀ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ୧ ପ୍ରିନ୍ସିପାଲ ପଦବୀ, ୧ ଭାଇସ୍‌ ପ୍ରିନ୍ସିପାଲ, ୧ ପ୍ରଫେସର, ୩ ଆସୋସିଏଟ ପ୍ରଫେସର, ୮ ଅଧ୍ୟାପକ ଓ ୧୦ ଟିଉଟର ପଦବୀ ରହିଛି। ସେହିପରି ଏସ୍‌ସିବି ନର୍ସିଂ କଲେଜରେ ୩୨ ଶିକ୍ଷକ ପଦବୀ ଓ ୭ ସହାୟକ କର୍ମଚାରୀ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ୧ ପ୍ରିନ୍ସିପାଲ ପଦବୀ, ୧ ଭାଇସ୍‌ ପ୍ରିନ୍ସିପାଲ, ୧ ପ୍ରଫେସର, ୪ ଆସୋସିଏଟ ପ୍ରଫେସର, ୬ ଅଧ୍ୟାପକ ଓ ୧୯ ଟିଉଟର ପଦବୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର ଘଟଣା:ପୋଲିସକୁ ବଞ୍ଚାଇବାକୁ ଜୋର୍‌ଦାର ଉଦ୍ୟମ

ଭୁବନେଶ୍ୱର, ୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ପ୍ରତି କରାଯାଇଥିବା ନିର୍ଯାତନା ଓ ଅତ୍ୟାଚାର ଘଟଣାକୁ ଇତିମଧ୍ୟରେ...

ଫେରିଘାଟକୁ ଯୋଗାଇ ଦିଆଗଲା ପାୱାର ବୋଟ୍‌, ଦୁର୍ବିପାକ ବେଳେ କରିବ ସହାୟତା

ମହାକାଳପଡ଼ା,୨୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବହୁ ଚର୍ଚ୍ଚିତ ବାହାକୁଦ, ମୂଷାଡ଼ିଆ, ମହାନଦୀ ଫେରିଘାଟ ଜିଲାରେ ସର୍ବୋତ୍ତମ ରାଜସ୍ବ ନିଲାମ ହେଉଥିବା ଘାଟ।...

ମେଜରଙ୍କ ବାନ୍ଧବୀଙ୍କୁ ଗୁପ୍ତାଙ୍କ ଦେଖାଇଥିଲେ ଥାନା ଆଇଆଇସି

ଭୁବନେଶ୍ୱର,୨୦ା୯(ସୁନିତ୍‌ ମିଶ୍ର):ଭରତପୁର ଥାନାରେ ନିର୍ଯାତନା ଓ ଅତ୍ୟାଚାରର ଶିକାର ହୋଇଥିବା ଅଙ୍କିତା ପ୍ରଧାନ ଜାମିନରେ ମୁକୁଳିବା ପରେ ଗଣମାଧ୍ୟମ ଆଗକୁ ଆସି ମୁହଁ ଖୋଲିଛନ୍ତି। ଶନିବାର...

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ଫରେଷ୍ଟ ଗାର୍ଡ ଚାକିରୀ କରାଇଦେବା ଆଳରେ ୧.୫୦ ଲକ୍ଷ ଠକେଇ

ଭୁବନେଶ୍ୱର,୧୯ା୯(ସୂର୍ଯ୍ୟକାନ୍ତ ବେହେରା): ସହିଦନଗର ଥାନା ଆଇଆଇସିଙ୍କ ପୁଅ କହି ଜଣେ ଅଭିଯୁକ୍ତ ଚାକିରି ଦେବା ନାଁରେ ଜଣେ ଆଶାୟୀଙ୍କଠାରୁ ୧.୫୦ ଲକ୍ଷ ଟଙ୍କା ଠକିନେଇଛନ୍ତି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri