Posted inVideo

ଭୁବନେଶ୍ବର, କଟକ, ଭଦ୍ରକରେ ୪୮ ଘଣ୍ଟା ଶଟ୍‌ ଡାଉନ୍‌ | Govt shuts down BBSR, Bhadrak and Cuttack for 48 hrs

Featured Video Play Icon

ଲକ୍‌ଡାଉନ୍‌ ମଧ୍ୟରେ ରାଜ୍ୟ ସରକାର ଆଜି ଏକ ବଡ଼ ଘୋଷଣା କରିଛନ୍ତି। ଆଗାମୀ ୪୮ ଘଣ୍ଟା ପାଇଁ ଭୁବନେଶ୍ୱରକୁ ପୂରା ଶଟ୍‌ ଡାଉନ୍‌ କରାଯାଇଛି। ଆଜି ରାତି ୮ଟାରୁ ରବିବାର ରାତି ୮ଟା ପର୍ଯ୍ୟନ୍ତ ଏହି ନିୟମ ଲାଗୁ ହେବ। ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି। ସେହିପରି ଭଦ୍ରକ ସହରକୁ ମଧ୍ୟ ୪୮ ଘଣ୍ଟା ପାଇଁ ଶଟ୍ ଡାଉନ୍ କରାଯିବ ବୋଲି ସେ ସୂଚନା ଦେଇଛନ୍ତି।

 

Odisha government Friday announced that Bhubaneswar, Cuttack and Bhadrak cities will be completely shut down for 48 hours beginning Friday itself at 8.00pm to prevent the spread of the deadly coronavirus. Except for some medicine shops authorised by the administration in these three cities, all other establishments will remain closed for the 48 hours.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri