ରାୟଗଡ଼ା ଅଫିସ,୧୦ା୮: ମଦ ପିଇବାକୁ ଟଙ୍କା ନ ଦେବାରୁ ଶନିବାର ରାୟଗଡ଼ା ସହରର ବ୍ୟାଙ୍କ କଲୋନୀଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ଝିଅକୁ ଛୁରିରେ ଆକ୍ରମଣ କରିଛନ୍ତି।ଛୁରାମାଡ଼ରେ ଉଭୟ ମାଆ ଓ ଝିଅ ଗୁରୁତର ହୋଇଛନ୍ତି।ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ରାୟଗଡ଼ା ଅଫିସ,୧୦ା୮: ମଦ ପିଇବାକୁ ଟଙ୍କା ନ ଦେବାରୁ ଶନିବାର ରାୟଗଡ଼ା ସହରର ବ୍ୟାଙ୍କ କଲୋନୀଠାରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀ ଓ ଝିଅକୁ ଛୁରିରେ ଆକ୍ରମଣ କରିଛନ୍ତି।ଛୁରାମାଡ଼ରେ ଉଭୟ ମାଆ ଓ ଝିଅ ଗୁରୁତର ହୋଇଛନ୍ତି।ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...
ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...
ଜେରୁଜେଲମ,୧୪।୧୨: ଇସ୍ରାଏଲ ଗାଜାରେ ଜଣେ ଶୀର୍ଷ ହମାସ କମାଣ୍ଡରଙ୍କୁ ହତ୍ୟା କରିଛି। ଇସ୍ରାଏଲ ଦାବି କରିଛି ଯେ ଦକ୍ଷିଣ ଗାଜାରେ ଏକ ଶକ୍ତିଶାଳୀ ବିସ୍ଫୋରଣରେ ହମାସର...
ଭୁବନେଶ୍ୱର,୧୪ା୧୨: କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ପୂର୍ବତନ କଂଗ୍ରେସ ବିଧାୟକ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗରେ ନୂଆଦିଲ୍ଲୀରେ ମୁହଁ ଖୋଲିଛନ୍ତି ପିସିସି ସଭାପତି ଭକ୍ତ ଚରଣ...
ପୁରୀ ୧୪।୧୨( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...
ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...
ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...
ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...
