Posted inଜାତୀୟ

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ଜନାଦେଶ ଯାତ୍ରାରେ ବିରୋଧୀଙ୍କ ନିଆରା ପ୍ରତିବାଦ

ସାଙ୍ଗଲି,୧୭।୯: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସଙ୍କ ଜନାଦେଶ ଯାତ୍ରାକୁ ସ୍ବାଭିମାନୀ ଶେତକାରୀ ସଙ୍ଗଠନ(ଏସ୍‌ଏସ୍‌ଏସ୍‌) ପକ୍ଷରୁ ନିଆରା ପ୍ରତିବାଦ କରାଯାଇଛି। ସୋମବାର ମହାରାଷ୍ଟ୍ରର ସାଙ୍ଗଲୀ ଜିଲାରୁ ପ୍ରାୟ ୨୩୦ କିଲୋମିଟର ଦୂର କୁଣ୍ଡଲ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଫଡନବିସଙ୍କ ରାଲି ଗାଡ଼ି ସମ୍ମୁଖରେ ଏସ୍‌ଏସ୍‌ଏସ୍‌ ସଙ୍ଗଠନର କର୍ମକର୍ତ୍ତାମାନେ କଡକନାଥ(କଳା) କୁକୁଡା ଫୋପାଡି ବିରୋଧ ପ୍ରଦର୍ଶନ କରିଥିଲେ। ସୂଚନାଯୋଗ୍ୟ, କୁଣ୍ଡଲ ଅଞ୍ଚଳରେ ବିନା ବାଧାରେ ମହାଜନାଦେଶ ରାଲି ଯାଉଥିବା ସମୟରେ ଗାଡି ସମ୍ମୁଖରେ ସଙ୍ଗଠନର କିଛି କର୍ମକର୍ତ୍ତାମାନେ କଡକନାଥ(କଳା) କୁକୁଡା ଫୋପାଡିବାକୁ ଉଦ୍ୟମ କରିଥିଲେ। ହେଲେ ସେହି ସମୟରେ ଭାଜପାର କର୍ମକର୍ତ୍ତାମାନେ ସେମାନଙ୍କୁ ଅଟକାଇ ଦେଇଥିଲେ। ତେବେ ଏହି ମାମଲାରେ ୩ଜଣଙ୍କୁ ଗିରଫ କରାଯାଇ ତଦନ୍ତ କରାଯାଉଛି ବୋଲି ପୋଲିସର ବରିଷ୍ଠ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ତ୍ତମାନ ବୟସ ଏତେ ଯେ ଯାହାକୁ ମୁଁ ବଞ୍ଚି ପାରିବି ନାହିଁ, ଜାଣନ୍ତୁ ଏମିତି କାହିଁକି କହିଲେ ଅଖିଳେଶ

ଲକ୍ଷ୍ନୌ,୨୮।୧୧: ନିକଟରେ ଏକ ସାକ୍ଷାତକାରରେ ସମାଜବାଦି ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବ ତାଙ୍କ ବ୍ୟକ୍ତିଗତ ଜୀବନ, ପିତା ମୁଲାୟମ ସିଂ ଯାଦବଙ୍କ ସହ ସମ୍ପର୍କ ଏବଂ...

ଭାଜପା ତଣ୍ଟିରେ ଲାଗିଛି ‘ଶିନ୍ଦେ’ କଣ୍ଟା ! ସାଙ୍ଗରେ ରଖିବାକୁ ଦଳ ଯେତିକି ବାଧ୍ୟ ସେତିକି ଜରୁରୀ, ଅଣଦେଖା କଲେ…

ମୁମ୍ବାଇ,୨୮।୧୧: ଯଦି ଏକନାଥ ସିନ୍ଦେ ନୁହନ୍ତି, ତେବେ ମହାରାଷ୍ଟ୍ରର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବ? ଦେବେନ୍ଦ୍ର ଫଡନାଭିସ ଏହି ଦୌଡରେ ସବୁଠାରୁ ଆଗରେ ଥିବା କୁହାଯାଉଛି।...

ଥରିଲା ଆଫଗାନିସ୍ତାନ, ଜମ୍ମୁ-କଶ୍ମୀରରେ ଦେଖାଗଲା ଏହାର ପ୍ରଭାବ

ଶ୍ରୀନଗର/କାବୁଲ,୨୮।୧୧: ଗୁରୁବାର (୨୮ ନଭେମ୍ବର) ଅପରାହ୍ନରେ ଜମ୍ମୁ କଶ୍ମୀରର କିଛି ଅଞ୍ଚଳରେ ସାମାନ୍ୟ ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ...

‘ସିଂହୀ ସଂସଦ ଆସିଗଲେ…,’ ପ୍ରିୟଙ୍କା ଗାନ୍ଧୀଙ୍କ ଉପରେ ପୋଷ୍ଟ କରି ଫସିଗଲେ ସଞ୍ଜୟ

ନୂଆଦିଲ୍ଲୀ,୨୮।୧୧: କଂଗ୍ରେସ ନେତା ପ୍ରିୟଙ୍କା ଗାନ୍ଧୀ ଗୁରୁବାର ସଂସଦରେ ଏମପି ଭାବରେ ଶପଥ ଗ୍ରହଣ କରିଛନ୍ତି। କେରଳର ୱାୟାନାଡର ଏମପି ଭାବରେ ସଂସଦରେ ଶପଥ ଗ୍ରହଣ...

ଶପଥ ନେଲେ ହେମନ୍ତ ସୋରେନ

ରାଞ୍ଚି,୨୮ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ବହୁ ସଂଖ୍ୟା ଭୋଟ୍‌ରେ ଜିତିଥିବା ହେମନ୍ତ ସୋରେନ ଗୁରୁବାର ପୁଣି ଥରେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ...

ମୁଁ ମୋଦି ସରକାରଙ୍କ ସହ ଅଛି, କାହିଁକି ଏମିତି କହିଲେ ମମତା

କୋଲକାତା,୨୮।୧୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିଧାନସଭାରେ କହିଛନ୍ତି ଯେ ମୁଁ ବାଂଲାଦେଶରେ ହିନ୍ଦୁମାନଙ୍କୁ ନିର୍ଯ୍ୟାତନା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ସହ ଅଛି। ମମତା...

ସଂସଦକୁ ପ୍ରବେଶ କରୁଥିଲେ ପ୍ରିୟଙ୍କା, ଦୁଆରମୁହଁରେ ଅଟକାଇେଲେ ରାହୁଲ, ତା’ପରେ ଯାହା ହେଲା…

ନୂଆଦିଲ୍ଲୀ,୨୮।୧୧: ପ୍ରିୟଙ୍କା ଗାନ୍ଧୀ ଗୁରୁବାର ଲୋକ ସଭାରେ ଏମପି ଭାବେ ଶପଥ ନେଇଛନ୍ତି। ନିକଟରେ କେରଳର ଓ୍ବାଏନାଡରେ ହୋଇଥିବା ଲୋକ ସଭା ଉପ-ନିର୍ବାଚନରେ ସେ ବିଜୟୀ...

ଦିଲ୍ଲୀ ସବୁଠାରୁ ଅସୁରକ୍ଷିତ ରାଜଧାନୀ, କେଜ୍‌ରିଓ୍ବାଲ କହିଲେ ଆଇନଶୃଙ୍ଖଳା ରକ୍ଷା କରିବାରେ ମୁଖ୍ୟତଃ…

ନୂଆଦିଲ୍ଲୀ,୨୮ା୧୧: ଆମ୍‌ ଆଦ୍‌ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି, ଦିଲ୍ଲୀ ହେଉଛି ବିଶ୍ୱର ସବୁଠାରୁ ଅସୁରକ୍ଷିତ ରାଜଧାନୀ। ସେ କହିଛନ୍ତି, ଆଇନଶୃଙ୍ଖଳା ରକ୍ଷା କରିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri