ତଟକା ଫଳମୂଳ ଖାଇବା ଆମ ଶରୀର ପାଇଁ ବେଶ୍ ଉପକାରୀ। ହେଲେ ଏହାର ପରିମାଣ ଅଧିକ ହେଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡିବାର ଆଶଙ୍କା ରହିଛି। ନିକଟରେ ବୋଷ୍ଟନ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏପରି ରୋମାଞ୍ଚକର ତଥ୍ୟ ଲୋକଲୋଚନକୁ ଆଣିଛନ୍ତି। ଏକ ସର୍ଭେ ଦ୍ୱାରା ସେମାନେ ଏଭଳି ସିଦ୍ଧାନ୍ତରେ ଉପନୀତ ହୋଇଛନ୍ତି। ଉକ୍ତ ସର୍ଭେ ସମୟରେ ସେମାନେ ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ ଦୁଇ ଗ୍ରୁପ୍ରେ ବିଭକ୍ତ କରିଥିଲେ। ସାଧାରଣ ଭାବରେ ଫଳମୂଳ ଖାଇଥିବା ବ୍ୟକ୍ତିମାନଙ୍କୁ ଗୋଟିଏ ଗ୍ରୁପ୍ ଏବଂ ଆବଶ୍ୟକତାଠାରୁ ଅଧିକ ଫଳମୂଳ ଖାଉଥିବା ବ୍ୟକ୍ତିମାନଙ୍କୁ ଆଉ ଏକ ଗ୍ରୁପ୍ରେ ରଖାଯାଇଥିଲା। ଆଶ୍ଚର୍ଯ୍ୟଜନକ ଭାବରେ ଯେଉଁମାନେ ଆବଶ୍ୟକତାଠାରୁ ଅଧିକ ଫଳମୂଳ ଖାଉଥିଲେ ସେମାନଙ୍କ ଠାରେ ଅବସାଦଜନିତ ସମସ୍ୟା ଦେଖିବାକୁ ମିଳିଥିଲା। ଏହାବ୍ୟତୀତ ସେମାନଙ୍କର ମାନସିକତା ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ରହିଛି ବୋଲି ସେମାନେ ସତର୍କ କରାଇ ଦେଇଛନ୍ତି।
Posted inଜୀବନଚର୍ଯ୍ୟା View All
![](https://www.dharitri.com/wp-content/uploads/2024/07/gf-2.jpg)
ଆନିଭର୍ସାରିରେ ଲାଇଫ୍ ପାର୍ଟନର୍ଙ୍କୁ ଦିଅନ୍ତୁ ଏମିତି ଗିଫ୍ଟ…ହୋଇଯିବେ ଖୁସି
ବିବାହ ପରେ ପ୍ରଥମ ଆନିଭର୍ସାରିକୁ ମେମୋରେବଲ୍ କରିବାକୁ ଆଜିକାଲି ସବୁ କପଲଙ୍କର ଇଚ୍ଛା ରହିଛି । ତେଣୁ ଏହି ଦିନଟିକୁ କିପରି ସ୍ପେଶାଲ କରିବେ ଭାବିଭାବି...
![](https://www.dharitri.com/wp-content/uploads/2024/07/fd-1.jpg)
ପିଲାଟିକୁ ଖାଦ୍ୟ ପ୍ରତି ଆଗ୍ରହ ସୃଷ୍ଟି କରାଇବାକୁ ଚାହୁଁଥିଲେ… ଆପଣାନ୍ତୁ ଏହି ଟିପ୍ସ
ପିଲାଟିକୁ ଜନ୍ମଦେବା ପରେ ତାହାର ଲାଳନପାଳନ ଦାୟିତ୍ୱ ମା’କୁ ହିଁ ନେବାକୁ ପଡ଼ିଥାଏ। କାରଣ ଶିଶୁଟିକୁ ଠିକ୍ ସମୟରେ ଖୁଆଇବା ସହ ତାହାର ସ୍ବାସ୍ଥ୍ୟ ପ୍ରତି...
![](https://www.dharitri.com/wp-content/uploads/2024/07/9caeeaf2-2b13-4965-a028-f59b341bfaaa.jpg)
କିଡ୍ନୀ ଫେଲ୍ ହେଲେ ଦେଖାଦିଏ ଏସବୁ ଲକ୍ଷଣ
କିଡ୍ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ପ୍ରତିଶତ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ...
![](https://www.dharitri.com/wp-content/uploads/2024/07/bb.jpg)
ବାତ ବ୍ୟାଧିର ଉପଚାର
ମାନବ ଶରୀର ତ୍ରିଦୋଷ (ବାତ, ପିତ୍ତ, କଫ)ର ବିକୃତି କାରଣରୁ ବ୍ୟାଧି ଉତ୍ପନ୍ନ ହୁଏ। ବାତ ବିକୃତି କାରଣରୁ ପକ୍ଷାଘାତ (ପାରାଲିସିସ୍), ଆମବାତ (ରୁମାଟଏଡ୍ ଆଥର୍ରାଇଟିସ୍),...
![](https://www.dharitri.com/wp-content/uploads/2024/07/55.jpg)
ଡାକ୍ତରୀ ଜୀବନ
ମଣିଷ ସୃଷ୍ଟିର ଇତିହାସ ଯେତେ ପୁରୁଣା, ହୁଏତ ସେତିକି ପୁରୁଣା ରୋଗୀ ଆଉ ଚିକିତ୍ସକଙ୍କ ମଧ୍ୟରେ ସମ୍ପର୍କ। ତେଣୁ ମୁନିଋଷି, ଦାର୍ଶନିକ, ରାଜା ମହାରାଜା, ଏପରିକି...
![](https://www.dharitri.com/wp-content/uploads/2024/06/chanakya.jpeg)
ଏହି ୪ ଗୁଣ ମହିଳାଙ୍କ ଭିତରେ ଥିଲେ ଭାଗ୍ୟବାନ ହୁଅନ୍ତି ସ୍ବାମୀ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ମାଧ୍ୟମରେ ଚନ୍ଦ୍ରଗୁପ୍ତଙ୍କୁ ଅଖଣ୍ଡ ଭାରତର ସମ୍ରାଟ କରିଥିଲେ। ଯଦି ଜଣେ ବ୍ୟକ୍ତି ତାଙ୍କର ନୀତିକୁ ଅନୁସରଣ କରନ୍ତି ତେବେ ସେ...
![](https://www.dharitri.com/wp-content/uploads/2021/08/salt.jpg)
ସୁଖ-ସମୃଦ୍ଧି ସହ ଏସବୁ ସମସ୍ୟାରୁ ମୁକ୍ତି ଦିଏ ଲୁଣ, ଜାଣନ୍ତୁ କ’ଣ କୁହେ ବାସ୍ତୁ…
ଲୁଣକୁ କେବଳ ଖାଦ୍ୟରେ ବ୍ୟବହାର କରାଯାଏ ତାହା ନୁହେଁ, ସୁଖ-ସମୃଦ୍ଧି ବୃଦ୍ଧି ହେଉ ଅବା ଶରୀରର ଥକାପଣକୁ ଦୂର କରିବାରେ ବି ଏହାର ଥାଏ ଅନେକ...
![](https://www.dharitri.com/wp-content/uploads/2019/05/plants-1557583150-lb-1568x901.png)
କେବଳ ଘରର ସୌନ୍ଦର୍ଯ୍ୟ ନୁହେଁ, ଐଶ୍ୱର୍ଯ୍ୟ ବୃଦ୍ଧି କରେ ଏସବୁ ଇଣ୍ଡୋର୍ ପ୍ଲାଣ୍ଟ, ଜାଣନ୍ତୁ…
ଇଣ୍ଡୋର୍ ପ୍ଲାଣ୍ଟ କେବଳ ଘରର ସୌନ୍ଦର୍ଯ୍ୟ ବୃଦ୍ଧି କରେନାହିଁ ଘର ପରିବେଶକୁ ବିଶୁଦ୍ଧ କରିବା ସହ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ କରିଥାଏ। ତେବେ ଏମିତି...
Archives
![Why Dharitri](https://www.dharitri.com/wp-content/themes/dharitri/images/1.jpeg)