ବାହାନଗା,୧ା୪(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସୋର ବିଧାନସଭା ନିିର୍ବାଚନ ମଣ୍ଡଳୀର ବିଧାୟକ ପର୍ଶୁରାମ ଧଡ଼ା ବିଶ୍ୱ ମହାମାରୀ କରୋନା ଭାଇରସର ସଫଳ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୩ମାସର ଦରମା ୧ ଲକ୍ଷ ୫ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେହିପରି ବିଧାୟକ ତାଙ୍କ ହାତପାଣ୍ଠିରୁ ସୋର ମେଡିକାଲ, ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଅନନ୍ତପୁର ସ୍ବାସ୍ଥ୍ୟକେନ୍ଦ୍ର ବାଲେଶ୍ୱର ଜିଲାପାଳଙ୍କ ଜରିଆରେ ୧୦ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, ବାଲେଶ୍ୱର