ମେନ୍‌ ଭର୍ସେସ୍‌ ଓ୍ବାଇଲ୍ଡର ଟିଜର ରିଲିଜ୍‌: ବିୟର ଗ୍ରୀଲ୍ସଙ୍କ ସହ ନଜର ଆସିଲେ ସାଉଥ୍‌ ସୁପରଷ୍ଟାର

ମୁମ୍ବାଇ: ଗତ କିଛି ଦିନରୁ ମୋଷ୍ଟ ପପୁଲାର ଶୋ’ ‘ମେନ୍‌ ଭର୍ସେସ୍‌ ଓ୍ବାଇଲ୍ଡ’ରେ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ଶୁଟିଂ କରି ଚର୍ଚ୍ଚାର ପରିସରକୁ ଆସିଥିଲେ। ବହୁ ପ୍ରତିକ୍ଷୀତ ଏହି ଏପିସୋଡ୍‌ର ଏବେ ଟିଜର ରିଲିଜ୍‌ ହୋଇଛି। ଡିସକଭରି ଚ୍ୟାନେଲ ଶୋ’ର ଏହି ଟିଜରକୁ ଟୁଇଟ କରି ଶେୟାର କରିଛି। ଏଥିସହ କ୍ୟାପଶନ୍‌ରେ ଲେଖାଅଛି, ଓ୍ବାଇଲ୍ଡ ଲାଇଫ୍‌ର ଏକ୍ସପର୍ଟ ବିୟର ଗ୍ରୀଲ୍ସଙ୍କ ସହ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ନେଇକି ଆସୁଛନ୍ତି ଆକ୍ସନରେ ଭରପୂର ଆଡ୍‌ଭେଞ୍ଚର। ଟିଜର ରିଲିଜ୍‌ ହେବା ପରେ ପ୍ରଶଂସକ ଏହାକୁ ବେଶ୍‌ ପସନ୍ଦ କରିଥିବା ବେଳେ ଏହା କେବେ ଟେଲିକାଷ୍ଟ ହେବ ସେନେଇ ବହୁ ଉତ୍କଣ୍ଠା ସହ ଦର୍ଶକ ଅପେକ୍ଷା କରି ରହିଛନ୍ତି। ରିଲିଜ୍‌ ପରଠାରୁ ଏହାର ଟିଜର ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ବେଳେ ଏହାକୁ ଏପର୍ଯ୍ୟନ୍ତ ଲକ୍ଷାଧିକ ଲୋକ ଦେଖିସାରିଲେଣି। ଯେଉଁଥିରେ ରଜନୀକାନ୍ତ ଭିନ୍ନ ଅନ୍ଦାଜରେ ନଜର ଆସିଛନ୍ତି। ଏହି ଏପିସୋଡ୍‌ର ପୁରା ଶୁଟିଂ କର୍ନାଟକର ବାନ୍ଦିପୁର ଟାଇଗର ରିଜର୍ଭରେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିସ୍‌ ୟୁନିଭର୍ସ ଇଣ୍ଡିଆ ଟାଇଟଲ ଜିତିଲେ ରିୟା ସିଂଘା

ଜୟପୁର, ୨୪।୯: ଗୁଜରାଟୀ ମଡେଲ ରିୟା ସିଂଘା(୧୯) ‘ମିସ୍‌ ୟୁନିଭର୍ସ ଇଣ୍ଡିଆ ୨୦୨୪’ ଟାଇଟଲ ହାସଲ କରିଛନ୍ତି। ରବିବାର ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ‘ମିସ୍‌ ୟୁନିଭର୍ସ ଇଣ୍ଡିଆ...

ଛାଡପତ୍ର ଖବର ମଧ୍ୟରେ ଐଶ୍ୱର୍ଯ୍ୟା କରିଲେ ଏମିତି କାମ, ହେଉଛି ଭାଇରାଲ

ମୁମ୍ବାଇ: ବ୍ୟକ୍ତିଗତ ଜୀବନକୁ ନେଇ ଐଶ୍ୱର୍ଯ୍ୟା ରାୟ ଆଜିକାଲି ହେଡଲାଇନରେ ଅଛନ୍ତି। ତାଙ୍କ ସହ ଅଭିଷେକ ବଚ୍ଚନଙ୍କ ମଧ୍ୟରେ ଅନେକ ମାସ ଧରି ବିବାଦ ଲାଗି...

ଓସ୍କାର ରେସ୍‌ରେ ‘ଲାପ୍‌ତା ଲେଡିଜ୍‌’

ମୁମ୍ବାଇ,୨୩ା୯: ଓସ୍କାର ରେସ୍‌ରେ ହିନ୍ଦୀ ଫିଲ୍ମ ‘ଲାପ୍‌ତା ଲେଡିଜ୍‌’। କିରଣ ରାଓଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ଥିଏଟର୍‌ ଏବଂ ଓଟିଟିରେ ବେଶ୍‌ ପ୍ରଶଂସା ସାଉଁଟିଥିଲା। ଆଉ...

୬ ବର୍ଷ ପରେ ପୁଣି ଜାହ୍ନବୀ, ଇଶାନଙ୍କ ଯୋଡ଼ି

ମୁମ୍ବାଇ: ଅଭିନେତ୍ରୀ ଜାହ୍ନବୀ କପୁର ଓ ଅଭିନେତା ଇଶାନ ଖଟ୍ଟର ଶେଷ ଥର ପାଇଁ ୨୦୧୮ରେ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ‘ଧଡକ୍‌’ ଫିଲ୍ମରେ ନଜରକୁ ଆସିଥିଲେ।...

ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍‌ଡ ରେକର୍ଡ

ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ...

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri