ଯାଜପୁରକୁ ଟପି ଶୀର୍ଷରେ ଗଞ୍ଜାମ: ଦିନକରେ ୪୩ ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୭୧ରେ ପହଞ୍ଚିଲା

ଭୁବନେଶ୍ୱର,୮।୫(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ। ଗୋଟିଏ ଦିନରେ ଗଞ୍ଜାମରେ ୪୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇସାରିଛନ୍ତି। ଏହାକୁ ନେଇ ଏବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି ପାଇଛି। ଫଳରେ ସର୍ବାଧିକ ଆକ୍ରାନ୍ତ ଜିଲା ଭାବେ ଗଞ୍ଜାମ ଶୀର୍ଷରେ ପହଞ୍ଚିଛି। ପୂର୍ବରୁ ଯାଜପୁର ୫୫ଜଣ ସଂକ୍ରମିତଙ୍କୁ ନେଇ ପ୍ରଥମ ସ୍ଥାନରେ ରହିଥିଲା।

ପ୍ରକାଶ ଯେ, ବର୍ତ୍ତମାନ ରାଜ୍ୟରେ ଯାଜପୁର, ଖୋର୍ଦ୍ଧା, ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଆଦି ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖାଯାଇଛି। ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ରେ ପହଞ୍ଚିଛି। ତେବେ ଚତୁର୍ଥ ପର୍ଯ୍ୟାୟରେ ବାହାର ରାଜ୍ୟରୁ ଫେରୁଥିବା ପ୍ରବାସୀମାନେ ପଜିଟିଭ୍‌ ଚିହ୍ନଟ ହେଉଥିବାରୁ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା କମିଲା, ବଢ଼ିଲା ଦୁର୍ଦ୍ଦଶା

ଭବାନୀପାଟଣା: ୨୭ା୧୨ (ଉତ୍ତମ କୁମାର ଦାଶ): ଦୁଇଦିନର ଲଗାଣ ବର୍ଷା ଚାଷୀଙ୍କ ସମସ୍ତ ସ୍ବପ୍ନ ଓ ସମ୍ଭାବନାକୁ ଧୋଇନେଇଛି। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବା...

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର,୨୬ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ...

କୋକସରାରେ ରେକର୍ଡ ବର୍ଷା: ଚାଷୀଙ୍କ ଫସଲ ନଷ୍ଟ

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ୧୩୫ ମିମି ବର୍ଷା ହୋଇଥିବା ସରକାରୀ ଭାବେ ରେକର୍ଡ କରାଯାଇଛି। ବର୍ଷା ଯୋଗୁ କୋକସରା...

ବର୍ଷାରେ ଭାଙ୍ଗିଲା ଘର: ପଲିଥିନ ତଳେ ପରିବାର

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମରେ ପାଞ୍ଚପ୍ରାଣୀ କୁଟୁମ୍ବ ସହ ରହନ୍ତି ଧନସାଏ ଧରୁଆ। ଝାଟିମାଟି...

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ...

୪ ର୍ଥ ପର୍ଯ୍ୟାୟ ସୁଭଦ୍ରା ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ଏହି ପରାମର୍ଶ ଦେଲେ ଉନ୍ନୟନ କମିଶନର

ଭୁବନେଶ୍ୱର,୨୬ା୧୨: ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ନିମନ୍ତେ ଉଦ୍ଦିଷ୍ଟ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ୨ୟ ପରିଚାଳନା କମିଟି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ...

ବିଜେଡିକୁ ଝଟ୍‌କା: ପ୍ରତିଷ୍ଠା ଦିବସରେ ଦଳ ଛାଡ଼ଲେ ବ୍ଲକ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ି ଭାଜପାରେ ମିଶିଲେ ଭଞ୍ଜନଗର ବ୍ଲକ ଅଧ୍ୟକ୍ଷ। ପ୍ରତିଷ୍ଠା ଦିବସରେ ପଦ୍ମ ଧରିଲେ ବ୍ଲକ ଅଧ୍ୟକ୍ଷ ନରିସଭା ନାୟକ।...

ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri