ଯେଉଁଠି ଦଶହରାରେ ରାବଣଙ୍କୁ ପୂଜା କରାଯାଏ

ଦେଶର ବିଭିନ୍ନ ସ୍ଥାନରେ ମଙ୍ଗଳବାର ହେବ ରାବଣପୋଡି। ସେଥିପାଇଁ ଦେଶର ବିଭିନ୍ନ ପୂଜା ମଣ୍ଡପରେ ଚାଲିଛି ପ୍ରସ୍ତୁତି। ବିଶ୍ବାସ ରହିଛି ରାବଣପୋଡି କଲେ ଅସତ୍ୟର ଲୋପ ଘଟି ସତ୍ୟର ହେବ ବିଜୟ। ସେଥିପାଇଁ ପୂଜା ମଣ୍ଡପଗୁଡିକ ପ୍ରତିକାତ୍ମକ ରାବଣ କରି ଦହନ କରିଥାନ୍ତି। ମଧ୍ୟପ୍ରଦେଶର ମାଣ୍ଡଲା ଜିଲାର ଡୁଙ୍ଗରିଆ ଗ୍ରାମରେ ରାବଣଙ୍କୁ ନିଜ ପୂର୍ବଜ ବୋଲି କୁହାଯାଏ। ସେଠାରେ ରାବଣଙ୍କୁ ମହାସମ୍ରାଟ୍‌, ମହାବିଦ୍ୱାନ୍‌ ଏବଂ ମହାଜ୍ଞାନୀ ଆଖ୍ୟା ଦିଆଯାଇଛି। ତେଣୁ ଦଶହରା ପର୍ବରେ ରାବଣଙ୍କୁ ପୂଜା କରାଯାଏ। ଏଠାରେ ରାବଣଙ୍କ ଏକ ମନ୍ଦିର ମଧ୍ୟ ନିର୍ମାଣ କରାଯାଇଛି, ଯେଉଁଠି ତାଙ୍କର ଏକ ବଡ ମୂର୍ତ୍ତି ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଗୁଡ଼ାରେ ରାବଣପୋଡ଼ି: ଆତସବାଜିରେ କମ୍ପିଲା ମିନିଷ୍ଟାଡିୟମ

ବାଲିଗୁଡ଼ା,୧୩ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): ଅସତ୍ୟ ଉପରେ ସତ୍ୟର ବିଜୟ, ଅଧର୍ମ ଉପରେ ଧର୍ମର ବିଜୟ। ବିଜୟା ଦଶମୀ ଅବସରରେ ଚାରିଆଡ଼େ ପାର୍ବଣର ମାହୋଲ ଚାଲିଥିବା ବେଳେ...

ଭଦ୍ରକରେ ୨୩ ମଣ୍ଡପରେ ପୂଜା ପାଉଛନ୍ତି ମା’ ଦୁର୍ଗତିନାଶିନୀ

ଭଦ୍ରକ,୧୧ା୧୦(ସନାତନ ରାଉତ): ଭଦ୍ରକ ସହରର ୨୩ଟି ପୂଜାମଣ୍ଡପରେ ମା’ ଦୁର୍ଗତିନାଶିନୀଙ୍କ ପୂଜା ଆରାଧନା ଆରମ୍ଭ ହୋଇଛି। ଶୁକ୍ରବାର ମହାଷ୍ଟମୀ ପୂଜା ଥିବାରୁ ସବୁ ମଣ୍ଡପରେ ଶ୍ରଦ୍ଧାଳୁଙ୍କ...

ବିଭିନ୍ନ ପୂଜାମଣ୍ଡପ ବୁଲିଲେ ନବୀନ, ମା’ଙ୍କ ଆଶିଷ ନେଇ ଲୋକଙ୍କ ସହ…

ଭୁବନେଶ୍ୱର,୧୧ା୧୦: ମହାମାୟାଙ୍କ ପୂଜା ପାଇଁ ସମଗ୍ର ରାଜଧାନୀ ଭୁବନେଶ୍ୱର ହୋଇଛି ଚଳଚଞ୍ଚଳ। ଶୁକ୍ରବାର ମହାଷ୍ଟମୀ ଅବସରରେ ରାଜଧାନୀର ବିଭିନ୍ନ ପୂଜାମଣ୍ଡପ ବୁଲୁଛନ୍ତି ବିଜେଡି ସୁପ୍ରିମୋ ତଥା...

ଦଶହରା ପାଇଁ ଦାରିଙ୍ଗବାଡ଼ି-ସିମନବାଡ଼ି ଉତ୍ସବମୁଖର, ଆରମ୍ଭ ହେଲା ମା’ଙ୍କ ଅଷ୍ଟମୀ ପୂଜା

ଦାରିଙ୍ଗବାଡ଼ି,୧୦ା୧୦(ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏବେ ଚାରିଆଡ଼େ ଶାରଦୀୟ ପୂଜା ପାଇଁ ଉତ୍ସବମୁଖର ହୋଇପଡ଼ିଥିବା ବେଳେ ଏଥିରୁ ବାଦ୍‌ ପଡ଼ିନାହିଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି...

ଦୁର୍ଗାପୂଜା ଭସାଣିରେ ବାଜିବନି ଡିଜେ, ପୋଲିସ କମିଶନର କହିଲେ ଯଦି ବାଜେ…

କଟକ,୧ା୯: ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ କମିଶନର। କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକ ପରେ...

ବିଶ୍ୱାବସୁଙ୍କ ବଂଶଜ ପୂଜୁଛନ୍ତି ଶ୍ରୀନୀଳମାଧବ, ବନଦୁର୍ଗା

ମହାକାଳପଡ଼ା, ୨୩ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବିଭିନ୍ନ ମଣ୍ଡପଗୁଡିକରେ ମା’ ଜଗତଜନନୀ ଦୁର୍ଗାପୂଜା, ପ୍ରଭୁ ନୀଳମାଧବ ଓ...

ହିନ୍ଦୁ ଓ ମୁସଲମାନ ଏକାଠି ପାଳନ୍ତି

ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକର ମାଣିକଗୋଡ଼ା ଗ୍ରାମ। ଏଠାରେ ନିଆରା ଢଙ୍ଗରେ ପାଳିତ ହୁଏ ଦଶହରା। ହିନ୍ଦୁ ଓ ମୁସଲମାନ ମିଳିତ ଭାବେ ଏଠି ପାଳନ...

ଆଜି ମହାନବମୀ, ପୂଜା ପାଉଛନ୍ତି ମା’ ଦଶଭୁଜା

ଭୁବନେଶ୍ୱର,୨୩ା୧୦: ଆଜି ଅର୍ଥାତ୍‌ ସୋମବାର ମା’ ଦୁର୍ଗାଙ୍କ ମହାନବମୀ ପୂଜା। ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ମା’ଙ୍କ ନବମୀ ପୂଜା ଅନୁଷ୍ଠିତ ହେଉଥିବା ବେଳେ ସକାଳୁ ସକାଳୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri