ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ: ୫ ବୈଜ୍ଞାନିକଙ୍କ ମୃତ୍ୟୁ;ବିକିରଣ ଆଶଙ୍କାରେ ଆତଙ୍କିତ ଲୋକେ

ମସ୍କୋ,୧୦।୮: ରୁଷିଆରେ ରକେଟ ପରୀକ୍ଷଣ ସମୟରେ ବିସ୍ଫୋରଣ ଘଟି ୫ ବୈଜ୍ଞାନିକଙ୍କ ମୃତ୍ୟୁ ଘଟିଛି। ଏଥିରେ ୯ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ଦ୍ୱାରା ଆଣବିକ ବିକିରଣ ହେବାର ଆଶଙ୍କା କରାଯାଉଛି। ସ୍ଥାନୀୟ ୟୋନୋସ୍କୋରେ ଏହି ବିସ୍ଫୋରଣ ଘଟିଥିବାବେଳେ ଏହାଦ୍ୱାରା ସୃଷ୍ଟି ହୋଇଥିବା ଆଣବିକ ବିକିରଣ ୪୭ କିଲୋମିଟର ଦୂରରେ ଥିବା ସେବେରୋଦ୍ୱିସ୍କ୍‌ ସହରରେ ଅନୁଭୁତ ହୋଇଥିବା କୁହାଯାଉଛି। ମାତ୍ର ରୁଷିଆ କହିଛି ଯେ, ୪୦ ମିନିଟ ମଧ୍ୟରେ ସ୍ବାଭାବିକ ହୋଇଛି। ରକେଟରେ ଲିକ୍ୟୁଇଡ୍‌ ପ୍ରୋପେଲେଣ୍ଟ୍‌ ଇଞ୍ଜିନ୍‌ର ପରୀକ୍ଷଣ ସମୟରେ ବିସ୍ଫୋରଣ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...

Post Officeର ଜବରଦସ୍ତ ସ୍କିମ୍‌: ମାସିକ ୫୫୫୦ ଟଙ୍କା ରୋଜଗାର ଗ୍ୟାରେଣ୍ଟି

ପୋଷ୍ଟ ଅଫିସ ଗ୍ରାହକମାନଙ୍କ ପାଇଁ ବିଭିନ୍ନ ପ୍ରକାରର ସଞ୍ଚୟ ଯୋଜନା ପ୍ରଦାନ କରେ। ପୋଷ୍ଟ ଅଫିସ ଏକ ଉଲ୍ଲେଖନୀୟ ଯୋଜନା ହେଉଛି, ମାସିକ ଆୟ ଯୋଜନା...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

MGNREGA ପାଇଁ ନୂଆ ଆଇନ ଆଣିବେ ସରକାର: ଏତିକି ଦିନର ମିଳିବ ନିଯୁକ୍ତି ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବାତିଲ କରି ଗ୍ରାମୀଣ ନିଯୁକ୍ତି ପାଇଁ ଏକ ନୂତନ ଆଇନ...

କୁହୁଡ଼ି ତାଣ୍ଡବ: ପଛକୁ ପଛ ପିଟିହେଲା ୨୫ କାର୍, ୨ ପୋଲିସ କର୍ମଚାରୀଙ୍କ ସମେତ ୪ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୧୫।୧୨: ଆଜି ସକାଳେ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳ ଘନ କୁହୁଡ଼ିରେ ଆଚ୍ଛାଦିତ ହୋଇଥିଲା । ଯାହା ଫଳରେ ସମସ୍ତ ପ୍ରକାରର ଯାତାୟାତ ବାଧାପ୍ରାପ୍ତ ହୋଇଥିଲା।...

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri