ରିଲାଏନ୍ସ୍‌ ଜିଓ ସହିତ ୪୩,୫୭୪ କୋଟିର ଚୁକ୍ତି କଲା ଫେସ୍‌ବୁକ୍‌: ୨୧ କୋଟିରୁ ଅଧିକ କ୍ଷୁଦ୍ର-ମଧ୍ୟମ ଭାରତୀୟ ବ୍ୟବସାୟୀ ହେବେ ଉପକୃତ

N 12 4

ନୂଆଦିଲ୍ଲୀ,୨୨।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଥିବା ବେଳେ ଫେସ୍‌ବୁକ୍‌ ଏବଂ ରିଲାଏନ୍ସ୍‌ ଜିଓ ମଧ୍ୟରେ ଏକ ବଡ଼ ଧରଣର ବ୍ୟବସାୟିକ ଚୁକ୍ତି ହୋଇଛି। ଚୁକ୍ତି ଅନୁସାରେ ରିଲାଏନ୍ସ୍‌ ଜିଓର ୯.୯୯ ପ୍ରତିଶତ ଅଂଶଧନ ଫେସ୍‌ବୁକ୍‌ ଅଧିଗ୍ରହଣ କରିଛି। ଏଣିକି ରିଲାଏନ୍ସ୍‌ ଜିଓରେ ଫେସ୍‌ବୁକ୍‌ ୪୩,୫୭୪ କୋଟି ଟଙ୍କାର ନିବେଶ କରିବ। ଏହି ଚୁକ୍ତି ଦ୍ୱାରା ଜିଓ ଭାରତର ୫ ଲିଷ୍ଟେଡ୍‌ କମ୍ପାନୀ ମଧ୍ୟରେ ତାଲିକାଭୁକ୍ତ ହେବ ବୋଲି କୁହାଯାଉଛି। ଭାରତ ପାଇଁ ଫେସ୍‌ବୁକ୍‌ ଏକ ବୃହତ ବଜାର ହୋଇଥିବାବେଳେ ଏହାର ଅଂଶୀଦାର ହ୍ବାଟସ୍‌ଆପ୍‌ରେ ଭାରତର ୪୦ କୋଟିରୁ ଅଧିକ ୟୁଜର ରହିଛନ୍ତି। ଏହି ଚୁକ୍ତି ଦ୍ୱାରା ଭାରତର ୨୧ କୋଟିରୁ ଅଧିକ କ୍ଷୁଦ୍ର-ମଧ୍ୟମ ଭାରତୀୟ ବ୍ୟବସାୟୀ ହେବେ ଉପକୃତ ହେବାର ଆଶା ରହିଛି। ସେମାନଙ୍କ ମଧ୍ୟରେ ୬ କୋଟି ଛୋଟ ବ୍ୟବସାୟୀ, ୧୨ କୋଟି କୃଷକ, ୩ କୋଟି ଛୋଟ ଦୋକାନୀ ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com
50 3

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

Your Paragraph Text 2

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

Your Paragraph Text 1 1

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

Your Paragraph Text 1

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

U0k3o5c8 Jasprit Bumrah 625x300 14 December 25

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

90 3

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

78 1

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

Aaa

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives

Dharitri Rashifala2
Model This Week
ମଣ୍ଟୁ

ପିଲାଙ୍କ ଧରିତ୍ରୀ

PILANKA DHARITRI
Why Dharitri