ଭବାନୀପାଟଣା,୧୪।୮(ଡି.ଏନ୍.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ଅନ୍ତର୍ଗତ କସାବାହିର ଦିବାକର ହରିଜନ (୩୫) ଅଗଷ୍ଟ ୩ ତାରିଖ ଦାଦନ ଘଟିବାକୁ ଟ୍ରେନ ଯୋଗେ ଗୁଜୁରାଟ ଯାଉଥିଲେ। ତେବେ ୫ ତାରିଖ ସକାଳେ ବରଦଲି ଷ୍ଟେଶନରେ ଟ୍ରେନରୁ ପଡି ତାଙ୍କର ମୃତ୍ୟୁ ଘଟିଥିଲା। ଦିବାକରଙ୍କ ପରିବାର ଲୋକେ ଗରିବ ଶ୍ରେଣୀର ହୋଇଥିବାରୁ ମୃତଦେହ ଗାଁକୁ ଅଣାଯାଇପାରି ନ ଥିଲା। ଏ ନେଇ ଜିଲା ପ୍ରଶାସନ ଜାଣିବା ପରେ ଦିବାକରଙ୍କ ପରିବାରକୁ ୨୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି।
Posted inHome, ଆମ ଜିଲା ଖବର, କଳାହାଣ୍ଡି View All

ଜିଲାର ୧୪ଲକ୍ଷ ହିତାଧିକାରୀ ପାଇବେ କାର୍ଡ
ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା...

ନାତୁଣୀଙ୍କ ଅଶ୍ଳୀଳ ଫଟୋ ପ୍ରଘଟ କରି ବନ୍ଧାହେଲେ ଅଜା
ନୀଳଗିରି,୧୨।୪(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଅଶ୍ଳୀଳ ଫଟୋ ପ୍ରଘଟ କରିବା ଅଭିଯୋଗରେ ସମ୍ପର୍କୀୟ ଅଜାଙ୍କୁ...

୧୦.୩୧ ଲକ୍ଷ ହିତାଧିକାରୀଙ୍କୁ ମିଳିବ କାର୍ଡ
ବରଗଡ,୧୨।୪(ପ୍ରେମାନନ୍ଦ ଖମାରୀ): ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା (ଏବିପିଏମ୍ଜେଏଓ୍ବାଇ)ର ନୂଆ ଏକକ କାର୍ଡ ବିତରଣର ଜିଲାସ୍ତରୀୟ କାର୍ଯ୍ୟକ୍ରମ ଶୁକ୍ରବାର ବରଗଡ଼ ଗୋରୁ ମାର୍କେଟ ପରିସରରେ...

ପ୍ରଭାବିତ ହେବ ବିଶ୍ୱ ଅର୍ଥନୀତି
ବେଜିଂ/ଓ୍ବାଶିଂଟନ୍,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଏକତରଫା ଭାବେ ଚାଇନା ସାମଗ୍ରୀଗୁଡ଼ିକ ଉପରେ ୧୪୫% ଟାରିଫ୍ ବୃଦ୍ଧି ଘୋଷଣା କରିଥିବା ଶୁକ୍ରବାର ବେଜିଂ ଦର୍ଶାଇଛି। ଚାଇନା...

ଛେଳି ଚୋରି ଅଭିଯୋଗରେ ୪ ଗିରଫ କରି କୋର୍ଟ ଚାଲାଣ କଲା ବିଜେପୁର ପୋଲିସ
ଲାଞ୍ଜିଗଡ,୧୧ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ସିନ୍ଧିଭଟା ଗ୍ରାମରୁ ଛେଳି ଚୋରି ଅଭିଯୋଗରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି...

ଲାଞ୍ଜିଗଡ଼ରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ
ଲାଞ୍ଜିଗଡ,୧୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବେନଗାଁ, ଲାଞ୍ଜିଗଡ ରୋଡ୍, ମଧୁପୁର ପିଏଚ୍ସିଠାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା...

ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ
ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ): ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ...

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ
ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ରେ ଦଳ...