Posted inVideo

ଲକଡାଉନ୍ ସମୟରେ ଜାଣନ୍ତୁ କେଉଁ ସେବା ହେବ ପ୍ରଭାବିତ | This is how things will get affected during lockdown

Featured Video Play Icon

କରୋନାଭାଇରସକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ମଙ୍ଗଳବାର ବଡ ଘୋଷଣା କରିଛନ୍ତି । ୨୪ ମାର୍ଚ୍ଚ ରାତି ୧୨ଟାରୁ ୨୧ଦିନ ଲାଗି ମୋଦି ଦେଶକୁ ଲକଡାଉନ ଘୋଷଣା କରିଛନ୍ତି । ଏହାପରେ ଲୋକଙ୍କ ମନରେ ଏକ ପ୍ରଶ୍ନ ଉଠୁଛି କି ଏହି ସମୟରେ କେଉଁ ସେବା ଉପଲବ୍ଧ ହେବା ଆଉ କେଉଁଟା ନୁହଁ । ତେବେ ଆସନ୍ତୁ ଜାଣିବା କେଉଁ ସେବା ଏହି ସମୟରେ ମିଳିବ ଆଉ କେଉଁଟା ନୁହଁ ।

Prime Minister Narendra Modi has announced a complete lockdown across the country for 21 days in a bid to fight coronavirus. While the lockdown came into force Tuesday midnight, there appears to be confusion among the public pertaining to the establishments that can remain operational during these days. Let’s learn more about what will get closed and what remains open during lockdown.


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri