ଲକ୍‌ଡାଉନ ଯୋଗୁ ଚିନ୍ତାରେ ସଞ୍ଜୟ

ମୁମ୍ବାଇ: ସଞ୍ଜୟ ଦତ୍ତ ବର୍ତ୍ତମାନ ତାଙ୍କ ପତ୍ନୀ ମାନ୍ୟତା ଏବଂ ତାଙ୍କର ୨ ଶିଶୁ ଶାହାରାନ ଓ ଇକ୍ରାଙ୍କଠାରୁ ଦୂରରେ ଅଛନ୍ତି। ଭାରତରେ ଲକ୍‌ଡାଉନ୍‌ ହେବା ପୂର୍ବରୁ ସେମାନେ ଦୁବାଇ ଯାଇଥିଲେ। କିନ୍ତୁ ସେଠାରୁ ଆଉ ଫେରି ପାରି ନ ଥିଲେ। ଏବେ ସଞ୍ଜୟ ତାଙ୍କ ପିଲାଙ୍କ ସହ ପ୍ରତିଦିନ ଭିଡିଓ କଲ୍‌ରେ କଥା ହେଉଛନ୍ତି। ତଥାପି ସେମାନଙ୍କ ସୁରକ୍ଷା ଚିନ୍ତା ତାଙ୍କୁ ଲାଗିରହିଛି। ଏନେଇ ସଞ୍ଜୟ ସବୁବେଳେ ଚିନ୍ତିତ ରହୁଛନ୍ତି। ସେ ଆହୁରି କହିଛନ୍ତି ଯେ, ଅତୀତରେ ମୁଁ ଏଭଳି ଲକ୍‌ଡାଉନ୍‌ରେ ସମୟ ବିତାଇଥିଲି। ସେତେବେଳେ ବି ମୁଁ ମୋ ପରିବାରକୁ ବହୁତ ମିସ୍‌ କରୁଥିଲି। ବର୍ତ୍ତମାନ ବି ସେମାନଙ୍କୁ ଛାଡ଼ି ରହିବା ମୋ ପକ୍ଷେ କଷ୍ଟକର ହୋଇପଡ଼ିଛି। କିନ୍ତୁ ମୁଁ ଏହାର ସମାଧାନ ମଧ୍ୟ କରିପାରିବିନି। ଭଗବାନଙ୍କୁ ପ୍ରାର୍ଥନା କରୁଛି, ଶୀଘ୍ର ଏହି କଷ୍ଟକର ସମୟ ଟଳିଯାଉ। ପ୍ରତି ମୁହୂର୍ତ୍ତରେ ମୋ ପରିବାର କଥା ମନେପଡ଼ୁଛି ବୋଲି ସଞ୍ଜୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ମାସ ପରେ ବି ମିଳୁନି ରାଜ୍ୟ ସ୍ବତନ୍ତ୍ର କାର୍ଯ୍ୟ ଖସଡ଼ା, ସମନ୍ୱୟ କିଏ ରକ୍ଷା କରୁଛି: ଅନୁ

ଭୁବନେଶ୍ୱର,୧୫।୪ (ରବିନାରାୟଣ ଜେନା): ସମନ୍ବୟ ରକ୍ଷା କରୁଛି କିଏ? ବିଭାଗୀୟ ଅଧିକାରୀଙ୍କ ଅବହେଳାକୁ ନେଇ ଏହିଭଳି ମନ୍ତବ୍ୟ ଦେଇଛନ୍ତି ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ...

ଏନ୍‌ଡିଏରୁ ଓହରିଲେ ପଶୁପତି ପାରସ:ଆଣିଲେ ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୧୫।୪:ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ରୁ ରାଷ୍ଟ୍ରୀୟ ଲୋକ ଜନଶକ୍ତି ପାର୍ଟି (ଆର୍‌ଏଲ୍‌ଜେପି) ଓହରିଯାଇଥିବା ଏହାର ମୁଖ୍ୟ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପଶୁପତି କୁମାର...

ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍‌

ଓ୍ବାଶିଂଟନ,୧୪।୪:ପପ୍‌ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍‌ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ୍‌ର...

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା

ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image