ନୂଆଦିଲ୍ଲୀ: ଖାଦ୍ୟପେୟରେ ଅନିୟମିତତା ତଥା ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ କେତେକଙ୍କଠାରେ ଲିଭର ଏବଂ ଡାଇବେଟିସ୍ ସମସ୍ୟା ଦେଖାଦେଇଥାଏ। ତେବେ ରାତିରେ ଶୋଇବା ପୂର୍ବରୁ ୨ଟି ଲବଙ୍ଗ ଖାଇଲେ ପାଚନ କ୍ରିୟା ନିୟନ୍ତ୍ରିତ ହେବା ସହିତ ଏସବୁ ସମସ୍ୟାରୁ ମୁକ୍ତି ମିଳିଥାଏ। ଏହା ଦ୍ୱାରା ହାଡ଼ ମଧ୍ୟ ମଜବୁତ୍ ହୋଇଥାଏ। ଲବଙ୍ଗ ଖାଇଲେ ଗ୍ୟାସ୍ ସମସ୍ୟା ଦୂର ହୋଇଥାଏ। ନିୟମିତ ରାତିରେ ଶୋଇବା ପୂର୍ବରୁ ଏପରି କଲେ ଥଣ୍ଡା ସମସ୍ୟା ହୋଇ ନ ଥାଏ ବୋଲି ଚିକିତ୍ସକ ପରାମର୍ଶ ଦେଇଥାନ୍ତି।
Posted inଜୀବନଚର୍ଯ୍ୟା