ଲ୍ୟୁକେମିଆର ସହଜ ଚିକିତ୍ସା

ଲ୍ୟୁକେମିଆ ରୋଗୀଙ୍କ ପାଇଁ ଖୁସି ଖବର। ଏହି ରୋଗର ଏକ ସରଳ ଚିକିତ୍ସା ପ୍ରଣାଳୀ ନିକଟରେ ଉଦ୍ଭାବିତ ହୋଇଛି। ଦୀର୍ଘ ୫ବର୍ଷ ଗବେଷଣା କରି ଲଣ୍ଡନ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏପରି ତଥ୍ୟ ଲୋକଲୋଚନକୁ ଆଣିଛନ୍ତି। ମଣିଷ ଶରୀରରେ ଏପରି ଏକ ସ୍ବତନ୍ତ୍ର କୋଷ ରହିଛି, ଯାହାକୁ ବିଶ୍ଳେଷଣ କରି ଲ୍ୟୁକେମିଆର ଚିକିତ୍ସା କରାଯାଇପାରିବ ବୋଲି ସେମାନେ ଗବେଷଣା ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଏଥିରୁ ଜଣାପଡ଼ିଛି ଯେ, ଲ୍ୟୁକେମିଆଗ୍ରସ୍ତ କୋଷକୁ ସେମାନେ ପ୍ରଥମେ ‘କଲ୍‌ଚର ପ୍ଲେଟ୍‌’ରେ ରଖି ତାହାର ଚିକିତ୍ସା କରିଥିଲେ। ଉକ୍ତ ସ୍ବତନ୍ତ୍ର କୋଷ ସଂସ୍ପର୍ଶରେ ଆସିବା ପରେ ଲ୍ୟୁକେମିଆଗ୍ରସ୍ତ କୋଷ କେତେକାଂଶରେ ସୁସ୍ଥ ହେଉଥିବାର ସେମାନେ ଦେଖିବାକୁ ପାଇଥିଲେ। ତେବେ ଏହି କୋଷ ବିଷୟରେ ଅଧିକ ତଥ୍ୟ ଜାଣିବା ପାଇଁ ସେମାନେ ଗବେଷଣା ଜାରି ରଖିଛନ୍ତି ଏବଂ ଏଥିରୁ ନିଶ୍ଚୟ ସଫଳତା ମିଳିବ ବୋଲି ବିଶେଷଜ୍ଞମାନେ ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ସକାଳେ ପିଇବେ ଲେମ୍ବୁ ପାଣି

ଆମର ଅନିୟମିତ ଜୀବନ ଶୈଳୀ ଏବେ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି। ଅସମୟରେ ଅନେକେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ହେଲେ...

ସୁନା ହଜିବା କାହିଁକି ଅଶୁଭ? ଦେଖାଯାଏ ଖରାପ ସଙ୍କେତ

ହିନ୍ଦୁ ଧର୍ମରେ ସୁନାକୁ ସବୁଠାରୁ ପବିତ୍ର ଧାତୁ ଭାବରେ ବିବେଚନା କରାଯାଏ ଏବଂ ଏହାକୁ ଦେବୀ ଲକ୍ଷ୍ମୀଙ୍କ ପ୍ରତୀକ ଭାବରେ ବିବେଚନା କରାଯାଏ। ଏହି କାରଣରୁ...

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ…

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ… ଓଜନ ହ୍ରାସ କରିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାରର ଉପାୟ ଅବଲମ୍ବନ...

ଘରୋଇ ଉପଚାର ଦ୍ୱାରା ରୂପଚର୍ଯ୍ୟା

ଗ୍ରୀକ୍‌, ଇଜିପ୍ଟରେ ବହୁ ବର୍ଷ ପୂର୍ବେ ସୌନ୍ଦର୍ଯ୍ୟକୁ ନେଇ ମଧ୍ୟ ଲୋକେ ବେଶ୍‌ ସଜାଗ ରହୁଥିଲେ ବୋଲି ଇତିହାସରେ ବର୍ଣ୍ଣନା କରା ଯାଇଛି । ଜାଣନ୍ତୁ...

ଅନେକ ରୋଗର ମହୋଷଧି ରସୁଣ

ରସୁଣ ଖାଇବାର ଲାଭ ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ ପ୍ଲାନରେ ସାମିଲ...

ପେଟ କମାଏ ଗୋଲମରିଚ

ଆମ ରୋଷେଇ ଘରେ ମିଳୁଥିବା ଅନେକ ପ୍ରକାରର ମସଲା ଆମକୁ ନିରୋଗ ରଖିବାରେ ସହାୟ ହୋଇଥାଏ। ହେଲେ ଏହାର ବ୍ୟବହାର ସମ୍ପର୍କରେ ଅନେକ ସମୟରେ ଆମେ...

କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ

ମଣିଷ ଶରୀରରୁ ବିଷାକ୍ତ ପଦାର୍ଥକୁ ମୁତ୍ର ଆକାରରେ ବାହାର କରିବା ଏବଂ ରକ୍ତକୁ ପରିସ୍କାର କରିବାରେ ମୁଖ୍ୟ ଭୂମିକା ବହନ କରିଥାଏ ବୃକକ୍‌ ବା କିଡ୍‌ନୀ।...

ଅସ୍ଥିକୁ ଶକ୍ତ କରେ ଖଜୁରି

ଖଜୁରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ ଯଦି ଜଣେ ବ୍ୟକ୍ତି ନିୟମିତ ଖଜୁରି ଖାଆନ୍ତି ତେବେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image