ଶରୀର ସକ୍ରିୟ ରହିଲେ ଇନ୍‌ଫେକ୍‌ଶନ ଆଶଙ୍କା କମ୍‌ ଥାଏ

ଆମେ ଯଦି ସନ୍ତୁଳିତ ଖାଦ୍ୟ ଖାଇବା ସହ ଉପଯୁକ୍ତ ବିଶ୍ରାମ ନେବା, ତେବେ ଆମେ ଅନେକାଂଶରେ ସୁସ୍ଥ ରହିପାରିବା। ବେଳେବେଳେ ଶରୀରର କାର୍ଯ୍ୟଧାରାରେ ଶିଥିଳତା ପରିଲକ୍ଷିତ ହୋଇଥାଏ। ଏହାଦ୍ୱାରା ଆମକୁ କେତେକ ଶାରୀରିକ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ତେବେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଶରୀର ସବୁବେଳେ ସକ୍ରିୟ ନ ରହିଲେ ଇନ୍‌ଫେକ୍‌ଶନ ପରି ଗୁରୁତର ସମସ୍ୟାର ସମ୍ମୁଖୀନ ହେବା ଯଥେଷ୍ଟ ଆଶଙ୍କା ରହିଛି। ଏପରି ବିଷୟବସ୍ତୁକୁ ନେଇ ଓ୍ବାଶିଂଟନ୍‌ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଏହାର ପରିସରଭୁକ୍ତ ବ୍ୟକ୍ତିମାନଙ୍କ ମଧ୍ୟରୁ ଯେଉଁମାନଙ୍କର ଶରୀର ଅଧିକାଂଶ ସମୟ ଶିଥିଳ ରହୁଥିଲା, ସେମାନଙ୍କ ମଧ୍ୟରୁ ପ୍ରାୟ ୪୦% ବ୍ୟକ୍ତିଙ୍କଠାରେ ଇନ୍‌ଫେକ୍‌ଶନର ଲକ୍ଷଣ ଦେଖିବାକୁ ମିଳିଥିଲା ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Archana Nag: ଅର୍ଚ୍ଚନା ନାଗଙ୍କୁ ନେଇ ପୁଣି ବଡ଼ ଖବର, ସାରା ରାଜ୍ୟରେ ଚହଳ

ଭୁବନେଶ୍ୱର,୨୦।୪: ପୁଣି ଚର୍ଚ୍ଚାରେ ଅର୍ଚ୍ଚନା ନାଗ। ନାଗ ଦମ୍ପତିଙ୍କୁ ନେଇ ଆସିଛି ବଡ଼ ଖବର। ନାଗ ଦମ୍ପତି ଏବେ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି।...

ରାତାରାତି ହାଇଓ୍ବା ଜବତ କରି ୩ ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୨୦।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଋଷିକୁଲ୍ୟା ନଦୀରୁ ବେଆଇନ ଭାବରେ ବାଲି ଚୋରାରେ ଚାଲାଣ ହେଉଥିବା ବେଳେ ଏକ ହାଇୱା ଟ୍ରକକୁ ଜବତ...

ପ୍ରଥମଥର ମଣିଷ ଡିମ୍ବାଶୟରୁ ମିଳିଲା ମାଇକ୍ରୋପ୍ଲାଷ୍ଟିକ୍‌, ବଢୁଛି ଚିନ୍ତା

ରୋମ୍‌,୨୦ା୪: ପ୍ରଥମଥର ପାଇଁ ମଣିଷ ଡିମ୍ବାଶୟ ଫୋଲିକୁଲାର ତରଳ ପଦାର୍ଥରେ ମାଇକ୍ରୋପ୍ଲାଷ୍ଟିକ୍‌ ମିଳିଛି।ଯାହାକି ଅତ୍ୟନ୍ତ ଚିନ୍ତାଜନକ। ଏହା ମହିଳାଙ୍କ ପ୍ରଜନନ କ୍ଷମତା ଉପରେ ଗଭୀର ପ୍ରଭାବ...

ନିଦରୁ ଉଠିଲାବେଳକୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଟଙ୍କା

କାକଟପୁର,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍‌ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର୍‌। ଏପରି ପୁଣି ଏକ ଘଟଣା...

ମେ’୨୦ରୁ ଜିଲାରେ ରବି ଧାନ ସଂଗ୍ରହ

ନୂଆପଡ଼ା,୨୦ା୪(ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଶନିବାର ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାରେ ମେ’ ୨୦ରୁ ମଣ୍ଡି ଖୋଲି...

ରାଜସ୍ବ ଗ୍ରାମର ମାନ୍ୟତା, ଜଙ୍ଗଲ ଜମି ପଟ୍ଟା ସଂଶୋଧନ ଦାବି: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଅଧିବାସୀଙ୍କ ଧାରଣା

ନୂଆପଡା,୨୦ା୪ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଛତିଶଗଡ଼ ସୀମାନ୍ତ ଚୁଳାଭାଟ ପଞ୍ଚାୟତ ଗଙ୍ଗାଦିଗଡ଼ ଗାଁ ଅଧିନ ୮ଟି ପଡାର ଅଧିବାସୀମାନେ ବିଭିନ୍ନ ଦାବି ନେଇ...

ଶ୍ରମିକଙ୍କ ସମସ୍ୟା ସାମ଼ାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ୍‌

ନୂଆପଡ଼ା,୨୦ା୪(ମକାରୁ ବେମାଲ): ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ଦୁଇ ବରିଷ୍ଠ କର୍ମକର୍ତ୍ତା ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଓ କେନ୍ଦୁପତ୍ର କର୍ମଚାରୀ ସଂଘ ରାଜ୍ୟ...

ଘୁମୁସର ଇତିହାସ ଉପରେ ଅଧିକ ଗବେଷଣା ହେବ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଘୁମୁସର ଗବେଷଣା ପ୍ରତିଷ୍ଠାନ ତାର ଅଷ୍ଟମ ବାର୍ଷିକ ଉତ୍ସବ ମେ ଶେଷ ସପ୍ତାହରେ ପାଳନ କରିବ। ତେଣୁ ସଙ୍ଘର କର୍ମକର୍ତ୍ତା ମାନେ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image